Sign in
Sign in
Recover your password.
A password will be e-mailed to you.
Browsing Category
ବିପର୍ଯୟ
ବଜ୍ରପାତ ନେଲା ୨ଚାଷୀଙ୍କ ଜୀବନ
ବୈଶିଙ୍ଗା/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ କ୍ଷେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ସ୍ବର୍ଗତ!-->…
ଲଗାଣ ବର୍ଷାରେ ଧୋଇଗଲା ସୋଲାର ଜଳ ପ୍ରକଳ୍ପ : ନିମ୍ନମାନର କାର୍ଯ୍ୟ ଅଭିଯୋଗ
ମାଲକାନଗିରି/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ରେ ଓ ଟି ଏଲ୍ ପି ପ୍ଲସ ପକ୍ଷରୁ ବିକାଶମୂଳକ କାର୍ଯ୍ୟ କୁ ତ୍ଵରାନିତ କରିବା ପାଇଁ 'ବିକାଶ' ସଂସ୍ଥା ସହ 2021-22 ମସିହାରେ ଚୁକ୍ତିନାମା କରାଯାଇଥିଲା। ଆର୍ଥିକ ବର୍ଷ 2023-24 ରେ ଦୋରାଗୁଡା ପଞ୍ଚାୟତର!-->…
ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା!-->…
ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ସଙ୍ଗିନ
ଗତ ଦୁଇ ଦିନ ଧରି ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ସଙ୍ଗିନ ହୋଇପଡିଛି।
ବୁଡିଛି ଜାତୀୟ ରାଜପଥର ସମସ୍ତ ପୋଲ।
ପୋଲ ଉପରେ ୮ରୁ ୧୦ ଫୁଟର ପାଣି ବୋହୁଛି।
ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକକୁ ଯାତାୟତ ଠପ ହୋଇଯାଇଛି ।
!-->!-->!-->!-->!-->!-->!-->!-->!-->!-->!-->…
ବର୍ଷାରେ ବେହାଲ ଜନଜୀବନ…
ଲାଞ୍ଜିଗଡ଼/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ରବିବାରଠାରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷା ଛାଡିବାର ନାଁ ଧରୁନି। ୨୪ ଘଣ୍ଟାରୁ ଅଧିକ ସମୟ ଧରି ହେଉଥିବା ଲଘୁଚାପଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଜନଜୀବନ ବେହାଲ ହୋଇପଡ଼ିଛି। ବିଭିନ୍ନ ଖାଲୁଆ!-->!-->!-->…
ପାୱାର ହାଉସରେ ପଶିଲା ବନ୍ୟା ଜଳ, ବିଦ୍ୟୁତ ଉତ୍ପାଦନ ବନ୍ଦ : ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ
କୋରାପୁଟ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : କୋରାପୁଟ ଜିଲ୍ଲା ଲମତାପୁଟରେ ଥିବା ମାଛକୁଣ୍ଡ ପାୱାର ହାଉସରେ ପଶିଯାଇଛି ବନ୍ୟା ଜଳ। ଫଳରେ ପ୍ରକଳ୍ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ ହୋଇଛି । ବିଦ୍ୟୁତ ଉତ୍ପାଦନ ବନ୍ଦ ନେଇ ବିଦ୍ୟୁତ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।!-->…
ଲଗାଣ ବର୍ଷାରେ ବଢୁଛି କୋଲାବ ନଦୀର ଜଳସ୍ତର : ଅନେକ ଗାଁ ଜଳବନ୍ଦୀ
କୋରାପୁଟ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଲଗାଣ ବର୍ଷା ଯୋଗୁ ମାଲକାନଗିରି ଭଳି କୋରାପୁଟ ଜିଲ୍ଲାରେ ମଧ୍ୟ ଗତକାଲିଠୁ ଜଳ ପ୍ରଳୟ ସ୍ଥିତି ଉପୁଜିଛି । କୋଲାବ ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି । ଦୀଗାପୁରଠାରେ ଥିବା ବ୍ରିଜ୍ ଉପରେ ପାଣି ଚାଲୁଛି । ଫଳରେ କୁନ୍ଦୁରା!-->…
ବର୍ଷାରେ ବେହାଲ ମାଲକାନଗିରି : ବାହ୍ୟ ଜଗତରୁ ବିଛିନ୍ନ ଅନେକ ଅଞ୍ଚଳ
ମାଲକାନଗିରି/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରି । ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି । ପୋଟେରୁ ପୋଲ ଉପରେ ୫ରୁ୬ଫୁଟ୍ ବନ୍ୟା ପାଣି ଯାଉଛି । ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା କରିବା ସମ୍ଭବପର ହୋଇପାରୁ ନାହିଁ ।!-->…
ଲଘୁଚାପ ବର୍ଷାରେ ବେହାଲ କୋରାପୁଟ : ୩ ପଞ୍ଚାୟତ ଜଳବନ୍ଦୀ, ଭୁଶୁଡ଼ିଲା ୧୦ରୁ ଅଧିକ ଘର
କୋରାପୁଟ/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲଘୁଚାପ ଜନିତ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ ଘେରରେ ରହିଛି। କୁନ୍ଦୁରା ବ୍ଲକ ସୀମାନ୍ତରେ ରହିଥିବା ୩ ପଞ୍ଚାୟତ ଘୁମର,ମସିଗାଁ ଏବଂ ଦିଗାପୁର ବିରି ଏବଂ କୋଲାବ ନଦୀ ଉଛୁଳିବା ଯୋଗୁ ଜଳବନ୍ଦୀ ହୋଇଛି।
ଏହା!-->!-->!-->…
୧୨ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା
ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା!-->!-->!-->…