Browsing Category

ଶିକ୍ଷା

କ୍ୟାପିଟାଲ୍‌ ହାଇସ୍କୁଲରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ 

ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ପରୀକ୍ଷା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ

କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : କିଟ୍

ନେପାଳର ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

କିଟ୍‌ ଘଟଣା ନେଇ ମୁଖ୍ୟମନ୍ତ୍ରୀ କହିଲେ- ନେପାଳର ପିଲାମାନେ ହେଉଛନ୍ତି ଆମ ପିଲା ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍‍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ

ଗ୍ୟାରେଜ୍‌ରୁ ମିଳିଲା ପ୍ରଧାନଶିକ୍ଷୟିତ୍ରୀଙ୍କ ଶବ

ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ‌ଦେହ ଉଦ୍ଧାର ହୋଇଛି। ବେକରୁ ସୁନା ଚେନ୍‌ ଓ ପାଖରୁ ମୋବାଇଲ୍‌ ଗାଏବ ହୋଇଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ ଉପୁଜିଛି। ପଣ୍ଡୁଆ/ଭୁବନେଶ୍ୱର

୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଆଜି ୫ଟିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା ହୋଇଛି। ୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ଆଜି ୫ଟିକୁ ନେଇ ବିଧାନସଭାରେ

ପ୍ରଥମଦିନ ଶେଷ ହେଲା ମାଟ୍ରିକ୍ ପରୀକ୍ଷା

ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ଏଥିଲାଗି ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଛି।

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ 

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିବା ସହ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଭୁବନେଶ୍ବର/ କଟକ ୨୧-୦୨-୨୦୨୫ (ପିପିଏସ ) : ଆଜି ଠାରୁ ଆରମ୍ଭ ହୋଇଛି

ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ

କିଟ୍‌ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି |

ଆସନ୍ତାକାଲିଠାରୁ ଓଡିଶାରେ ମାଟ୍ରିକ୍ ପରୀକ୍ଷା

ପରୀକ୍ଷାଦେବେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାରେ ବାର୍ଷିକ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବାରୁ, ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପରୀକ୍ଷାରେ କପି ଏବଂ ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ଠୋସ୍ ପଦକ୍ଷେପ ନେଇଛି ଭୁବନେଶ୍ୱର

ସରକାରୀ ପ୍ରେସର ୫ବର୍ଷର ଆୟ ସୂଚନା

ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି ଭୂଷଣ ଜେନା ସୂଚନା ପ୍ରଦାନ