Sign in
Sign in
Recover your password.
A password will be e-mailed to you.
Browsing Category
ଶିକ୍ଷା
ଭଦ୍ରକରେ ଜାରି ରହିଛି ପ୍ରବଳ ବର୍ଷା; ଅକ୍ଟୋବର ୨୬ରେ ବନ୍ଦ ରହିବ ସମସ୍ତ ସ୍କୁଲ
ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ଭଦ୍ରକରେ ଗତ ୨୩ ତାରିଖ ଠାରୁ ସ୍କୁଲ, କଲେଜ ଓ ବିଶ୍ବବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି।
ବାତ୍ୟା ଗୁରୁବାର-ଶୁକ୍ରବାର ମଧ୍ୟ ରାତ୍ରୀରେ ଲ୍ୟାଣ୍ଡଫଲ କରିବା ପରେ ମଧ୍ୟ ଶୁକ୍ରବାର ଦିନସାରା ପ୍ରବଳ ବର୍ଷା ହୋଇଛି।
ଭଦ୍ରକ ଜିଲ୍ଲାରେ!-->!-->!-->!-->!-->!-->!-->…
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ
ବାରିପଦା/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ ) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଓ ବିକଶିତ ଭାରତ ଅଭିଯାନର ମିଳିତ ସହଯୋଗରେ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନ!-->!-->!-->…
ସ୍କୁଲ୍ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ
ସ୍କୁଲ୍ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି।
ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ସ୍କୁଲ୍ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ!-->!-->!-->!-->!-->…
ଏସ୍ଆରସିଙ୍କ ସୂଚନା: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ
ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି।
ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ସ୍କୁଲ ତିନି ଦିନ ପାଇଁ ଛୁଟି ନେଇ ଘୋଷଣା କରାଯାଇଛି।
ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) :!-->!-->!-->!-->!-->!-->!-->…
ଇତିହାସ ରଚିଲେ ବଣ୍ଡା ସଂପ୍ରଦାୟର ଝିଅ
ୟୁଟ୍ୟୁବରୁ ଶିକ୍ଷା ଗ୍ରହଣ କରି ହେଲେ ଅଫିସର
ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି।
ଏହି ଜନଜାତିର ଜଣେ ଝିଅ ଏବେ ଓଏଏସ୍ ହୋଇଛନ୍ତି।
ବଣ୍ଡା ଜନଜାତିର ଝିଅଟି ପିଲାଦିନରୁ ଅଭାବ ଅନାଟନରେ ବଢିଛନ୍ତି।
ପାଠ ପଢିବାର ପରିବେଶ ନଥିବା ବେଳେ ମଧ୍ୟ ସେ ନିଜର!-->!-->!-->!-->!-->!-->!-->!-->!-->!-->!-->…
ଓଏଏସ୍ ରେଜଲ୍ଟ-୨୦୨୨ ପ୍ରକାଶିତ: ୬୮୩ ଜଣ କୃତକାର୍ଯ୍ୟ
ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ବହୁ ପ୍ରତିକ୍ଷୀତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ର ଫଳ ଶନିବାର ପ୍ରକାଶିତ ହୋଇଛି।
ଏହି ପରୀକ୍ଷାରେ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି।
ପ୍ରଥମ ଉଦ୍ୟମରେ ଶ୍ବେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ସହ ସଫଳତା ହାସଲ!-->!-->!-->!-->!-->!-->!-->…
ଆଡମିଟ୍ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ
ରାଜ୍ୟରେ ଅମିନ ଏବଂ ଆରଆଇ ପରୀକ୍ଷା ବାତିଲ କରିବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ପକ୍ଷରୁ ପ୍ରଦର୍ଶନ କରାଯାଇଛି।
କଟକର କାଠଯୋଡ଼ି ନଦୀରେ ଆଶାୟୀ ପ୍ରାର୍ଥୀମାନେ ନିଜ ଆଡମିଟ୍ କାର୍ଡକୁ ଡଙ୍ଗା କରି ଗୁରୁବାର ଭସାଇଛନ୍ତି।
ଏହାପୂର୍ବରୁ ବୁଧବାର ସେମାନେ ଆଡମିଟ୍ କାର୍ଡକୁ ନିଆଁ!-->!-->!-->!-->!-->!-->!-->…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରୢାଗିଂ ଘଟଣା
୧୭ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରୢାଗିଂ ଘଟଣାକୁ ନେଇ ଶୃଙ୍ଗଳା କମିଟିର ତଦନ୍ତ ପରେ ୧୭ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କୁ!-->!-->!-->!-->!-->…
ଅଙ୍ଗନୱାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ତାତିଲେ ଗ୍ରାମବାସୀ
ବୈଶିଙ୍ଗା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଅଙ୍ଗନଓ୍ୱାଡି କର୍ମୀଙ୍କ ମନମୁଖୀ କାମ ସାଙ୍ଗକୁ ଦୀର୍ଘଦିନ ଧରି ଚଳାଇ ଆସିଥିବା ବ୍ୟାପକ ଅନିୟମିତତା ପ୍ରତିବାଦରେ ଶନିବାର ବେତନଟୀ ବ୍ଳକ ଅନ୍ତର୍ଗତ ନଡପୁର ପଞ୍ଚାୟତ ଅଧୀନ ଟିକରଗଡିଆ ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ତୀବ୍ର ଉତ୍ତେଜନା ଲାଗି!-->…
ଦଶହରା ଛୁଟି ପରେ ନବମ, ଦଶମ ଷାଣ୍ମାସିକ ପରୀକ୍ଷା
କଟକ,୦୪-୧୦-୨୪ (ପିପିଏସ) : ଚଳିତ ବର୍ଷ ଅକ୍ଟୋବର ୪ରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଅର୍ଦ୍ଧବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ ବ୍ଲକ୍ସ୍ତରୀୟ ସୁରଭି, ଜିଲ୍ଲା ଓ ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ପ୍ରାଥମିକ ବିଦ୍ୟାଳୟରେ ସ୍କ୍ରିମାଟିକ୍ ଶିକ୍ଷକ ନିଯୁକ୍ତି ମେଳା ଆଦି!-->…