Sign in
Sign in
Recover your password.
A password will be e-mailed to you.
Browsing Category
ଶିକ୍ଷା
ରେଭେନ୍ସା ନାଁ ପରିବର୍ତ୍ତନ ଆବଶ୍ୟକ, ବହୁ ଦିନର ଦାବି : ଭର୍ତ୍ତୃହରି
ରେଭେନ୍ସା ନାଁ ପରିବର୍ତ୍ତନ ପାଇଁ ୧୯୪୯ ମସିହାରୁ ଦାବି ହୋଇଆସୁଛି
ବୃହତ୍ତର ଓଡ଼ିଶା ଗଠନ ପରଠୁ ବିଭିନ୍ନ ସମୟରେ ଛାତ୍ରମାନେ ଆନ୍ଦୋଳନ କରିଛନ୍ତି
ଗଜପତି କପିଳେନ୍ଦ୍ର ଦେବଙ୍କ ନାଁରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟକୁ ନାମିତ କରାଯାଉ
ଭୁବନେଶ୍ୱର,୧୩-୦୯-୨୦୨୪ (ପିପିଏସ) :!-->!-->!-->!-->!-->!-->!-->!-->!-->…
ପାଳିରେ ଚାଲିଛି ପାଠପଢ଼ା
ଦୁଇଟି ସ୍କୁଲ ଦାୟିତ୍ବରେ ଜଣେ ପ୍ରଧାନଶିକ୍ଷକବିପଦସଙ୍କୁଳ ଘର, ବାଜି ଲାଗୁଛି ପିଲାଙ୍କ ଜୀବନ
ବିଦ୍ୟାଳୟର ଗୁରୁତ୍ବକୁ ଅନୁଭବ କରି ତିନି ବର୍ଷ ତଳେ ୫-ଟି ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର କ୍ଲାସରୁମ୍ ସହ କୋଠାରେ ରଙ୍ଗ ବୋଳା ଯାଇ ଚକାଚକ୍ କରାଯାଇଥିଲା। ଯାହାକି!-->!-->!-->!-->!-->…
ଜବାହର ନବୋଦୟ ବିଦ୍ୟାଳୟରେ ନବମ ଶ୍ରେଣୀ ଛାତ୍ରଙ୍କୁ ରାଗିଂ ଅଭିଯୋଗ : ଥାନାରେ ଏତଲା
୬ଷ୍ଠ ଶ୍ରେଣୀରେ ପଢିବା ସମୟରୁ ରାଗିଂ ସହିତ ହେଉଥିଲା ମାଡ଼ ଓ ନିର୍ଯ୍ୟାତନା
ବାରମ୍ବାର ସ୍କୁଲ କର୍ତ୍ତୁପକ୍ଷଙ୍କୁ କରାଯାଇଥିଲା ଅଭିଯୋଗ
ଘଟଣାକୁ ଚପାଇ ଦେଉଥିଲେ ସ୍କୁଲ କର୍ତ୍ତୃପକ୍ଷ
ପ୍ରିନ୍ସିପାଲଙ୍କ ନାମରେ ଆସିଲା ସାଙ୍ଘାତିକ ଅଭିଯୋଗ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪!-->!-->!-->!-->!-->!-->!-->!-->!-->!-->!-->…
ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବ +୨ ଫର୍ମ ପୂରଣ : ଅକ୍ଟୋବର ରେ ଲାଗିବ ଫାଇନ
ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ । କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ ।ତେବେ ଅକ୍ଟୋବର!-->…
ଯୁକ୍ତ ଦୁଇ ପରୀକ୍ଷା : ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନ ଲଗାଇଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର ମାନ୍ୟତା
ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା!-->…
୯୩୦ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ମାଲକାନଗିରି/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ମାଲକାନଗିରିସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁଙ୍କ!-->!-->!-->…
ଓଡ଼ିଶାର ୨ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଦୁଇ ଶିକ୍ଷକଙ୍କ ସମେତ ଦେଶର ୮୨ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଜାତୀୟ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। କେନ୍ଦ୍ର ଶିକ୍ଷା!-->!-->!-->…
ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ୫ ହଜାର ହାତଖର୍ଚ୍ଚ: ସ୍ବାସ୍ଥ୍ୟମନ୍ତ୍ରୀ
ଏହା ଦ୍ବାରା ରାଜ୍ୟର ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ବୋଲି ବିଧାନସଭାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି।
ଭୁବନେଶ୍ବର/୦୫-୦୯-୨୦୨୪(ପିପିଏସ ): ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ!-->!-->!-->!-->!-->…
ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନ ଚର୍ଚ୍ଚା ମଧ୍ୟରେ କର୍ତ୍ତୃପକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର,୦୩-୦୯-୨୪(ପିପିଏସ) : ଓଡ଼ିଶାର ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି। ରେଭେନ୍ସା ବିଶ୍ୱବିଦ୍ୟାଳୟକର୍ତ୍ତୃପକ୍ଷ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ସନ୍ଧ୍ୟା ୬ଟା ପରେ ବିଶ୍ୱବିଦ୍ୟାଳୟ!-->…
ମଧୁସୂଦନ ଲ’ବିଶ୍ୱବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ କାର୍ଯ୍ୟକ୍ରମ ଉଦ୍ଯାପିତ
କଟକ/୦୩-୦୯-୨୦୨୪(ପିପିଏସ):ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ନୂତନ ଭାବେ ଯୋଗଦାନ କରିଥିବା ପାଞ୍ଚବର୍ଷୀୟ ଆଇନ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ସମାରୋହ କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ତାଳଚେରର ବିକାଶ ଫାଉଣ୍ଡେସନ୍ ଟ୍ରଷ୍ଟ ଓ ପବିତ୍ର ମୋହନ ବୈଷୟିକ!-->…