Browsing Category

ସଂସ୍କୃତି ଓ ପରମ୍ପରା

ସା‌ନ୍ତାଳୀ ଭାଷାରେ ଶିକ୍ଷାଦାନ ପାଇଁ ସରକାର ଚିନ୍ତା କରୁଛନ୍ତି: ମୁଖ୍ୟମନ୍ତ୍ରୀ

ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିରେ ‘କେଜି’ରୁ ‘ପିଜି’ ପର୍ଯ୍ୟନ୍ତ ଶିକ୍ଷାଦାନ କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସାନ୍ତାଳୀ ଭାଷାକୁ

ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ "ପରବ ୨୦୨୪" ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) :

ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ ପହିଲି ଭୋଗ ନୀତି

ପବିତ୍ର ଧନୁ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ସ୍ବତନ୍ତ୍ର ଚୁଲିରେ ଏହି ଭୋଗ ପ୍ରସ୍ତୁତ ହୋଇଥାଏ। ପହିଲି ଭୋଗ ସହ ଗୋପାଳବଲ୍ଲଭ ପୂଜା ଅନୁଷ୍ଠିତ ହୁଏ। ଠାକୁରଙ୍କ ସଅଳ ଦର୍ଶନ ସହ ମହାପ୍ରସାଦ ପାଇବେ ଶ୍ରଦ୍ଧାଳୁ ପୁରୀ/ଭୁବନେଶ୍ୱର

ଅଲବିଦା ଉସ୍ତାଦ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି।  କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର

ମହାକୁମ୍ଭରେ ଓଡ଼ିଆ ଭାଷା: ଷ୍ଟେସନରେ ସ୍ୱତନ୍ତ୍ର ଓଡ଼ିଆ କିଓସ୍କ

ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ ଡିଜିଟାଲ ସୁବିଧା ଉପଲବ୍ଧ କରାଯାଇଛି। ବିନା କାହାର ସହାୟତାରେ ଶ୍ରଦ୍ଧାଳୁ ଡିଜିଟାଲ କିଓସ୍କ ମାଧ୍ୟମରେ ସମ୍ପୂର୍ଣ୍ଣ ସୁବିଧା ପାଇବେ। ପ୍ରୟାଗରାଜ/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ

ରେଳ ଷ୍ଟେସନ୍‌ରେ ଶୁଖିଲା ମହାପ୍ରସାଦ ବିକ୍ରି ପ୍ରସଙ୍ଗ

ସାଂସଦଙ୍କ ପ୍ରସ୍ତାବକୁ ସେବାୟତଙ୍କ ବିରୋଧ ଓଡ଼ିଶାର ପ୍ରମୁଖ ରେଳ ଷ୍ଟେସନ୍‌ରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ବିକ୍ରି ପାଇଁ ଗତକାଲି ସଂସଦରେ ପ୍ରସ୍ତାବ ରଖିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର। ଏହାକୁ ବିରୋଧ କରିଛନ୍ତି ସେବାୟତ। ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ବି ସାଂସଦଙ୍କ ଏହି

ପଠାଣି ସାମନ୍ତଙ୍କ ଜନ୍ମସ୍ଥାନରେ ହେବ ପ୍ଲାନେଟାରିୟମ

ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି। ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼  ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ। ଭୁବନେଶ୍ୱର

ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ

ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ

ରତ୍ନଭଣ୍ଡାର ମରାମତି ବେଳେ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା

ଆସନ୍ତା ୧୭ ତାରିଖ ଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ଏହି ମରାମତି କାମ ସରିବା ପର୍ଯ୍ୟନ୍ତ ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଅର୍ଥାତ ଅପରାହ୍‌ଣ ୧ଟା ପରେ ସନ୍ଧ୍ୟା ୫/୬ଟା ଯାଏଁ ଜାରି ରହିବ। ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚଳିତ ମାସ ୧୭ ତାରିଖ ଠାରୁ

ମହାକୁମ୍ଭରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ କରିଛନ୍ତି।