Browsing Category

ସଂସ୍କୃତି ଓ ପରମ୍ପରା

ମାଗଣାରେ ପର୍ଯ୍ୟଟକ ବୁଲିବେ ସୂର୍ଯ୍ୟ ମନ୍ଦିର

ସୂର୍ଯ୍ୟ ମନ୍ଦିର ପରିଦର୍ଶନ ନିମନ୍ତେ ପର୍ଯ୍ୟଟକ ଓ ଜନସାଧାରଣମାନଙ୍କ ନିମନ୍ତେ ଏଏସଆଇ ପକ୍ଷରୁ ନିର୍ଦ୍ଧାରିତ ଫି ଦେଇ ପର୍ଯ୍ୟଟକମାନେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥାନ୍ତି। ଶାମ୍ବଦଶମୀ ଅବସରରେ ପ୍ରବେଶ ଶୁଲ୍କ ଲାଗୁ ହେବ ନାହିଁ। କୋଣାର୍କ/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ରାତି

କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର

ଆଜି ସକାଳେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନେ ପହଞ୍ଚିବା ଆରମ୍ଭ କଲେଣି। ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବି ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :

ଡବଲ ଡେକର ବସ୍‌ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ

ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ଡବଲ ଡେକର ବସ୍‌ ଗଡ଼ିଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍‌ ଡେକର

ମହାପ୍ରସାଦ ନାଁରେ ଖଜା ବିକିପାରିବେନି:ଅରବିନ୍ଦ ପାଢ଼ୀ

ପୁରୀ/ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ବରଗଡରେ ମହାରାଜା କଂସଙ୍କ ରାଜୁତି ଆରମ୍ଭ

ବରଗଡ଼/ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍‌ଘାଟନ ‌ହୋଇଛି। ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ

ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌

ଓଡ଼ିଶାରେ ପ୍ରଥମ ଇଲେକ୍ଟ୍ରି ଡବଲ ଡେକର ବସ୍‌ ପହଞ୍ଚିଛି। ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଥିଲା। ଡିସେମ୍ବର ୨୮ ତାରିଖରେ ଦୁଇଟି ବସ୍‌

ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ

ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ

ତ୍ରିଦଣ୍ଡୀ ମଠରେ ବୋମାମାଡ଼ ମାମଲା: ବନ୍ଧା ହେଲେ ବାବା‌,

ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ତ୍ରିଦଣ୍ଡୀ ଗୌଡ଼ୀୟ ମଠରେ ହୋଇଥିବା ବୋମାମାଡ଼ ଓ ମୃତ୍ୟୁ ମାମଲା ଆଜି ନୂଆ ମୋଡ଼ ନେଇଛି। ଶ୍ରୀଲିଙ୍ଗରାଜ ଥାନା ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ସମ୍ପୃକ୍ତ ମଠର ବାବା ଅକିଞ୍ଚନ ମହାରାଜଙ୍କୁ ଗିରଫ କରିଛି। ମୃତ ବାବାଙ୍କ ମୃତ୍ୟୁକାଳୀନ ଜମାନବନ୍ଦି

ଶ୍ରୀମନ୍ଦିରରେ ନୂଆବର୍ଷ: ରାତି ସାଢ଼େ ୧୦ଟା ସୁଦ୍ଧା ହେବ ପହୁଡ଼

ପୁରୀ/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ର ସମୟ ସରିସରି ଆସୁଛି। ଏହାର ସ୍ଥାନ ନେବାକୁ ଯାଉଛି ବର୍ଷ-୨୦୨୫। ଏଥି ପାଇଁ ସ୍କୁଲ ପିଲାଙ୍କ ଠାରୁ ନେଇ ଯୁବଗୋଷ୍ଠୀ ପର୍ଯ୍ୟନ୍ତ ସମସ୍ତେ ଉତ୍ସାହିତ ଅଛନ୍ତି। ଧାର୍ମିକସ୍ଥଳରେ ମଧ୍ୟରେ ବ୍ୟାପକ ପ୍ରସ୍ତୁତି କରାଯାଉଛି।