Browsing Category

ସଂସ୍କୃତି ଓ ପରମ୍ପରା

୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ: ପୃଥ୍ବୀରାଜ ହରିଚନ୍ଦନ

ଆସନ୍ତା ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ନୂଆବର୍ଷରୁ ଆରମ୍ଭ ହେବ ଧାଡ଼ି ଦର୍ଶନ। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ। ପୁରୀ/ଭୁବନେଶ୍ୱର

ନିଗମାନନ୍ଦ ଭକ୍ତ ସମ୍ମିଳନୀ: ଆଖି ବୁଜିଲେ ୨ ଭକ୍ତ

ପୁରୀ-କୋଣାର୍କ ରୋଡ୍‌ ବାଲିଘାଇ ଛକସ୍ଥିତ ନିଗମାନନ୍ଦ ସାର୍ବଭୌମ ଭକ୍ତ ସମ୍ମିଳନୀରେ ଅଘଟଣ ଘଟିଛି। ସମ୍ମିଳନୀ ଚାଲିଥିବା ବେଳେ ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ସେମାନେ ହେଲେ ପଶ୍ଚିମବଙ୍ଗ ପଶ୍ଚିମ ମେଦିନୀପୁରର ରବୀନ୍ଦ୍ରନାଥ ପାଲ(୫୫) ଓ କଟକ ଜିଲ୍ଲା ସାଆନ୍ତସାହିର ଜଗନ୍ନାଥ ସାମଲ (୫୭)।

ଡିସେମ୍ବର ୩୧, ଜାନୁଆରି ୧ରେ କେବଳ ସିଂହଦ୍ବାର ଦେଇ ଭକ୍ତଙ୍କ ପ୍ରବେଶକୁ ଅନୁମତି

ପୁରୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦୁଇ ଦିନ ପରେ କ୍ୟାଲେଣ୍ଡର ବର୍ଷ-୨୦୨୪ ବିଦାୟ ନେବ। ନୂଆବର୍ଷ-୨୦୨୫ ଆସିବ। ନୂଆବର୍ଷ ପାଇଁ ଯୁବପିଢ଼ି ଉତ୍ସାହିତ ଦେଖାଯାଇଛନ୍ତି। ମନ୍ଦିର, ପର୍ଯ୍ୟଟନ ସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ, ପାର୍କ ଆଦି ସ୍ଥଳରେ ମଧ୍ୟ ପ୍ରସ୍ତୁତି କରାଯାଇଛି। ପୁରୀ

ବରଗଡ଼ ଧନୁଯାତ୍ରା

ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା ଲାଗି ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି ପୂର୍ବରୁ ଏହି ଯାତ୍ରା ପାଇଁ ୧୦ ଲକ୍ଷ ଟଙ୍କା ଅନୁଦାନ ମିଳୁଥିବା ବେଳେ ଏଥର ଏହାକୁ ବଢ଼ାଇ ୧ କୋଟିକୁ କରିଛନ୍ତି ବରଗଡ଼/ଭୁବନେଶ୍ୱର

ଡକ୍ଟର ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥି

ରାଜ୍ୟର ସମସ୍ତ ସ୍ୱାଧୀନତା ସଂଗ୍ରାମୀ ଓ ସେମାନଙ୍କ ପରିବାର ସଦସ୍ୟ ଏହି ମହୋତ୍ସବରେ ଯୋଗ ଦେବା ପାଇଁ ସାଂସଦ ଶ୍ରୀ ମହତାବ ଅନୁରୋଧ କରିଛନ୍ତି ଜାନୁଆରୀ ୨ରେ ସର୍ବଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ମୁଖ୍ୟମନ୍ତ୍ରୀଙ୍କ

ଦିଲ୍ଲୀରେ ରାଜଭାଷା ସମୀକ୍ଷା

ନୂଆଦିଲ୍ଲୀରେ ବିଭିନ୍ନ କେନ୍ଦ୍ରୀୟ ବିଭାଗର ରାଜଭାଷା ନିରୀକ୍ଷଣ କାର୍ଯ୍ୟକ୍ରମ ଅବସରରେ ସଂସଦୀୟ ରାଜଭାଷା କମିଟିର ଉପାଧ୍ଯକ୍ଷ ଶ୍ରୀ ଭର୍ତ୍ତୃହରି ମହତାବ ଏବଂ ଅନ୍ୟ ସଦସ୍ୟମାନେ

ରାଜଧାନୀରେ ବାବାଙ୍କ ମଠକୁ ବୋମାମାଡ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଶ୍ରୀଲିଙ୍ଗରାଜ ଥାନା ଅଧୀନ ଖରାଖିଆ ବୈଦ୍ୟନାଥସାହିସ୍ଥିତ ତ୍ରିଦଣ୍ଡୀ ଗୌଡ଼ୀୟ ମଠ ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ମଠର ରୋଷେୟା ବାବା ସୁବଳ ସଖା ତ୍ରିଦଣ୍ଡୀ ମହାରାଜ(୬୨) ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମହାପ୍ରଭୁ କାଳିଆ ସାଆନ୍ତଙ୍କ ଉଦ୍ଦେଶ୍ୟରେ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ବର୍ଷ-୨୦୨୫ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ଉଭୟ ୱାଲ୍ ଏବଂ ଡେସ୍କ୍ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛିl କ୍ୟାଲେଣ୍ଡର

ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ :ଆଇନ୍ ମନ୍ତ୍ରୀ

ପୁରୀ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।  ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି,

ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍‌ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍‌ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍‌ସିରେ ଏ ନେଇ ସ୍ବତନ୍ତ୍ର