Sign in
Sign in
Recover your password.
A password will be e-mailed to you.
Browsing Category
ସଂସ୍କୃତି ଓ ପରମ୍ପରା
ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ
ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ!-->…
ରତ୍ନଭଣ୍ଡାର ମରାମତି ବେଳେ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା
ଆସନ୍ତା ୧୭ ତାରିଖ ଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ଏହି ମରାମତି କାମ ସରିବା ପର୍ଯ୍ୟନ୍ତ ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଅର୍ଥାତ ଅପରାହ୍ଣ ୧ଟା ପରେ ସନ୍ଧ୍ୟା ୫/୬ଟା ଯାଏଁ ଜାରି ରହିବ।
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚଳିତ ମାସ ୧୭ ତାରିଖ ଠାରୁ!-->!-->!-->…
ମହାକୁମ୍ଭରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ କରିଛନ୍ତି।
!-->!-->!-->…
୧୬ ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ।
ପୁରୀ/ଭୁବନେଶ୍ୱର!-->!-->!-->…
ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି।
ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ବିଶ୍ବ!-->!-->!-->…
ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ
ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ
କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।!-->!-->!-->…
ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ
ବାରିପଦା/ଭୁବନେଶ୍ୱର!-->!-->!-->…
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା......
କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ ।
କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ!-->!-->!-->!-->!-->…
ବରଗଡ଼ ଧନୁଯାତ୍ରା
ଏଥର ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ
ବରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ନୂଆ କଂସ ମିଳିଛି। ଏଥର ଭୁବନେଶ୍ବର ପ୍ରଧାନ କଂସ ଭୂମିକାରେ ଅବତୀର୍ଣ୍ଣ ହେବେ। ଧନୁଯାତ୍ରା ସମୟରେ ବରଗଡ଼ ସହରରେ ରାଜ୍!-->!-->!-->…
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି
କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି।
ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ!-->!-->!-->!-->!-->!-->!-->…