Sign in
Sign in
Recover your password.
A password will be e-mailed to you.
Browsing Category
ସଂସ୍କୃତି ଓ ପରମ୍ପରା
୩୫ତମ କୋଣାର୍କ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ।
୧୪ତମ ଆନ୍ତର୍ଜାତିକ ବାଲୁକା କଳାରେ ଯୋଗ ଦେବେ ୭ବିଦେଶୀ କଳାକାର।
କୋଣାର୍କ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଓଡିଶା କଳା, ସଂସ୍କୃତି, ପରମ୍ପରା ଓ ପର୍ଯ୍ୟଟନର ବିକାଶ ପାଇଁ ଓଡିଶା ସରକାରଙ୍କ ଦ୍ୱାରା ପରିଚାଳିତ ପର୍ଯ୍ୟଟନ ବିଭାଗ ପକ୍ଷରୁ ପ୍ରତିବର୍ଷ ଡିସେମ୍ବର ୧ରୁ ୫ ପର୍ଯ୍ୟନ୍ତ!-->!-->!-->…
ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି: ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ।!-->…
ମାଟିରେ ମିଶିଲା ଟାଗୋର ସୋସାଇଟି
ଡିଏନକେ ପଡିଆ ସମ୍ପ୍ରସାରଣ ଘଟଣା
ମାଲକାନଗିରି/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ମାଲକାନଗିରି ସଦର ମହକୁମାରେ ରହିଥିବା ଡିଏନକେ ପଡିଆ ସଂପ୍ରସାରଣ ନେଇ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଥିବା ବେଳେ ପଡିଆକୁ ଲାଗି ରହିଥିବା ଟାଗୋର ସୋସାଇଟିକୁ ସଂପୂର୍ଣ୍ଣ ଉଚ୍ଛେଦ କରାଯାଉଛି। ୪!-->!-->!-->…
ଚଳିତବର୍ଷ ବାଲିଯାତ୍ରା କଟକ ଉତ୍ସବରେ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବସ ଚଳାଚଳ…
କଟକ ୧୭-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ବାଲିଯାତ୍ରା କଟକ ଉତ୍ସବରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ,ଶ୍ରୀ ଭାଉସାହେବ ଶିନ୍ଦେ ଜନସାଧାରଣଙ୍କ ସୁବିଧାରେ ନିଶୁଳ୍କ ଯାତାୟତ ଓ ଗମନାଗମନ ନିମନ୍ତେ ବାଲିଯାତ୍ରା ପଡିଆକୁ ସଂଯୋଗ କରୁଥିବା!-->!-->!-->…
ଚାନ୍ଦ ସାକ୍ଷୀ ବାପ୍ଲା ସାନ୍ତାଳୀ ମାଟ୍ରିମନିକୁ ଉଦଘାଟନ କଲେ ସାଂସଦ ନବ ଚରଣ ମାଝୀ
ସାନ୍ତାଳ ସମ୍ପ୍ରଦାୟର ବିବାହ ପାଇଁ ନୂଆ ଯୁଗ ଆରମ୍ଭ ହୋଇଛି। ପୂର୍ବରୁ କୌଣସି ଯାତ୍ରା କିମ୍ବା ଆଦିବାସୀଙ୍କ କାର୍ଯକ୍ରମରୁ ସେମାନେ ପୁଅ ପାଇଁ ଝିଅ ଖୋଜୁଥିଲେ ଏବେ ମୋବାଇଲରେ ସମସ୍ତ ତଥ୍ୟ ପାଇ ବିବାହ କରି ପାରିବେ। ଯାତ୍ରାରେ ଝିଅ ଦେଖିବା ପରମ୍ପରା ସମାପ୍ତ ହେବ
!-->!-->!-->!-->!-->…
ମଞ୍ଚରୁ ଅସୀମାଙ୍କୁ ଓହ୍ଲାଇଦେଲା ପୁଲିସ
ନିୟମ ମାନିଲେନି, ଆଉ ନିର୍ଦ୍ଧାରିତ ସମୟଠାରୁ ବି ଅଧିକ ସମୟ କାର୍ଯ୍ୟକ୍ରମ କରିବାରୁ ହଟହଟା ହୋଇଛନ୍ତି କଣ୍ଠଶିଳ୍ପୀ ଅସୀମା ପଣ୍ଡା
କଟକ,୧୭-୧୧-୨୦୨୪(ପିପିଏସ ) : ନିୟମ ମାନିଲେନି, ଆଉ ନିର୍ଦ୍ଧାରିତ ସମୟଠାରୁ ବି ଅଧିକ ସମୟ କାର୍ଯ୍ୟକ୍ରମ କରିବାରୁ ହଟହଟା ହୋଇଛନ୍ତି କଣ୍ଠଶିଳ୍ପୀ ଅସୀମା!-->!-->!-->…
ମହାପ୍ରଭୁଙ୍କ ଜମି ବେଆଇନ୍ ଜବରଦଖଲ କରି ହସ୍ତାନ୍ତର ଉଦ୍ୟମ, ଥାନାରେ ଏତଲା
ପୁରୀ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ବିଶ୍ବ ନିୟନ୍ତାଙ୍କୁ ମଧ୍ୟ ଆମ ସମାଜର କିଛି ଲୋକ ଖାତିର କରୁ ନାହାନ୍ତି। ଯାହାଙ୍କ ନିର୍ଦ୍ଦେଶରେ ଏହି ଦୁନିଆ ପରିଚାଳିତ ହେଉଛି, ସେହି କାଳିଆ ଠାକୁରଙ୍କ ସଂପତ୍ତି ଉପରେ ମଧ୍ୟ ଖଳ ଲୋକମାନେ ନଜର ପକାଉଛନ୍ତି। ଏଭଳି ଏକ ଅଭିଯୋଗ ଆସିଛି। ମହାପ୍ରଭୁ!-->…
ସେଣ୍ଟ ଜୋନ ଆମ୍ବୁଲାନ୍ସ ସେବା ଲୋଗୋ ଉନ୍ମୋଚନ
କଟକ,୧୬-୧୧-୨୦୨୪(ପିପିଏସ) : ସେଣ୍ଟ ଜୋନ ଆମ୍ବୁଲାନ୍ସ ର ଐତିହାସିକ ବାଲିଯାତ୍ରା ପାଇଁ ୩୨ ତମ ରାଜ୍ୟ ସ୍ତରୀୟ ସେବା କ୍ୟାମ୍ପର ଲୋଗୋ ସମ୍ମାନୀୟ ସାଂସଦ ରତ୍ନ ଶ୍ରୀଯୁକ୍ତ ଭର୍ତୁହରି ମହତାବଙ୍କ କର କମଳରେ ଉନ୍ମୋଚିତ ହୋଇଛି । ଜୀବନ ରକ୍ଷାକାରୀ ଆମୁଲାନ୍ସ ଓ ପ୍ରାଥମିକ ଚିକିତ୍ସା ସେବା!-->!-->!-->…
ରୁପା ଆଚ୍ଛାଦିତ ହେବ ପତିତପାବନଙ୍କ ମନ୍ଦିର ଓ ସିଂହଦ୍ବାର ଜମଶିଳା
ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା ଓ ପତିତପାବନଙ୍କ ମନ୍ଦିର ସଂପୂର୍ଣ୍ଣ ରୁପା ଆଚ୍ଛାଦିତ କରାଯିବ। ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ।
ପୁରୀ,ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) :!-->!-->!-->…
ଐତିହାସିକ ବାଲିଯାତ୍ରା କଟକ ଉତ୍ସବ-୨୦୨୪
ଚୂଡାନ୍ତ ପର୍ଯ୍ୟାୟରେ ସମସ୍ତ ପ୍ରସ୍ତୁତି, ସ୍ଥାନ ପାଇଛି ୨୫୦୦ରୁ ଅଧିକ ଷ୍ଟଲ୍
କଟକ, ୧୪-୧୧-୨୦୨୪ (ପିପିଏସ ) : ଐତିହାସିକ ବାଲିଯାତ୍ରା କଟକ ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ୧୫ ତାରିଖ ସନ୍ଧ୍ୟା ୫ଘଟିକା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ!-->!-->!-->!-->!-->…