Sign in
Sign in
Recover your password.
A password will be e-mailed to you.
Browsing Category
ସଂସ୍କୃତି ଓ ପରମ୍ପରା
ନିଜର ଫାଇଦା ପାଇଁ ଐତିହ୍ୟସ୍ଥଳୀକୁ ବିପଦଆଡ଼କୁ ଠେଲିଦେଲେ ବିଗତ ସରକାର: ବିଜେପି
ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପାଚେରୀ ‘ମେଘନାଦ ପାଚେରୀ’ରେ ଫାଟ ସୃଷ୍ଟି ହୋଇଛି। ମରାମତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାକୁ ନେଇ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କ ମନରେ ଉଦ୍ବେଗ ପ୍ରକାଶ ପାଇ ଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି।
!-->!-->!-->…
ଅଳ୍ପଦିନପରେ ଆନ୍ତର୍ଜାତିକ ବାଲୁକାକଳା ପ୍ରଦର୍ଶନୀ
ଆଗକୁ "ମାଘ ସପ୍ତମୀ ବୁଡ଼"
ଅସ୍ତବ୍ୟସ୍ତ ହୋଇ ପଡ଼ିଛି ବେଳାଭୂମି
ପ୍ରଶାସନ ଦୃଷ୍ଟି ଦେବାକୁ ଦାବୀ
କୋଣାର୍କ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଡିସେମ୍ବର ୧ ରୁ ୫ କୋଣାର୍କ ଉତ୍ସବ ୨୦୨୪ ଆରମ୍ଭ ହେବ। ଏହି ଉତ୍ସବ ଅବସରରେ!-->!-->!-->!-->!-->!-->!-->!-->!-->…
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୪’ ଅନୁଷ୍ଠିତ
ବାରିପଦା/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ପାଠପଢା ସହିତ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କର ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଆରମ୍ଭ ହୋଇଥିବା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"ର ଉଦ୍ଘାଟନ ଉତ୍ସବ ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ !-->…
ଧଉଳି ଏକ ସାଧାରଣ ପାହାଡ଼ ନୁହେଁ, କଳିଙ୍ଗ ଯୁଦ୍ଧର ମୁକସାକ୍ଷୀ: ମୁଖ୍ୟମନ୍ତ୍ରୀ
ଧଉଳି ଶାନ୍ତିସ୍ତୁପର ୫୨ତମ ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ସେ କଳିଙ୍ଗର ବୀର ସନ୍ତାନ ମାନଙ୍କର ସାହସ, ସାମର୍ଥ୍ୟ ଏବଂ ଶୌର୍ଯ୍ୟର ପ୍ରତୀକ ହେଉଛି ଏ ଧର୍ମଭୂମି ଧଉଳି।
ଭୁବନେଶ୍ୱର!-->!-->!-->…
ବାଲିଯାତ୍ରା ଆୟୋଜନ ଦ୍ବନ୍ଦ୍ବ
ତଳ ପଡ଼ିଆରେ ହେଲେ ଖିଲାପ ହେବ ଏନ୍ଜିଟି ନିର୍ଦ୍ଦେଶ
ହାଇକୋର୍ଟରେ ସହର ସମସ୍ୟା ଶୁଣାଣି ବେଳେ ବାଲିଯାତ୍ରା ଆୟୋଜନକୁ ସଂପୂର୍ଣ୍ଣ ଭାବେ ତଳପଡ଼ିଆରେ କରିବା ପାଇଁ ପ୍ରସ୍ତାବ ଆସିବା ପରେ ଅଦାଲତ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ବୈଠକ ଡାକି ଆଲୋଚନା କରିବାକୁ ନିର୍ଦ୍ଦେଶ!-->!-->!-->!-->!-->!-->!-->…
ନୂଆ ବିବାଦ ଛିଡ଼ାକଲା ଇସ୍କନ୍
ସ୍ନାନଯାତ୍ରା ବାତିଲ, ରଥଯାତ୍ରା ପାଇଁ ପ୍ରସ୍ତୁତି!
ଅଦିନିଆ ରଥଯାତ୍ରାକୁ ସବୁ ମହଲରୁ ଦୃଢ଼ ବିରୋଧ କରାଯିବା ପରେ ନଭେମ୍ବର ୩ରେ ଆମେରିକାର ହଷ୍ଟନ୍ଠାରେ ଆୟୋଜିତ ହେବାକୁ ଥିବା ସ୍ନାନଯାତ୍ରାକୁ ଇସ୍କନ୍ ବାଦ୍ ଦେଇଛି।
ଏମିତିକି ନିଜ ସାମାଜିକ ଗଣମାଧ୍ୟମରେ ସ୍ନାନଯାତ୍ରା!-->!-->!-->!-->!-->!-->!-->…
ଧାମନଗରରେ ଦୀପାବଳି ଓ ବିଭିନ୍ନ ମଣ୍ଡପରେ (ଶ୍ୟାମା) କାଳୀ ପୂଜା
ଧାମନଗର୦୧-୧୧-୨୦୨୪ (ପିପିଏସ) : ଦେବୀ ଆରାଧନା ଓ ଶକ୍ତି ଉପାସନା କେବଳ ଭାରତ ବର୍ଷ ନୁହଁ ସମଗ୍ର ବିଶ୍ବରେ ଏକ ପ୍ରଭାବଶାଳୀ ପରମ୍ପରା। ସମଗ୍ର ଭାରତ ବର୍ଷରେ ୫୧ ଟି ଶକ୍ତି ପୀଠ ଓ ୨୬ ଟି ଉପ ଶକ୍ତି ପୀଠ ଅଛି। ଏହି ପୀଠ ମାନଙ୍କରେ ଭିନ୍ନ ଭିନ୍ନ ପର୍ବ ପର୍ବାଣୀରେ ଦେବୀ ପୂଜନ ସହ ଶକ୍ତି!-->…
ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି।
!-->!-->!-->…
ଦୀପାବଳିରେ ଏସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ବାଣଫୁଟା ବନ୍ଦ
ଦୀପାବଳି ଖୁସି ଏବଂ ଆଲୋକର ପ୍ରତୀକ। କିନ୍ତୁ ଚଳିତ ବର୍ଷ କେତେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବାଣଫୁଟା ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି...
ନୂଆଦିଲ୍ଲୀ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ପରିବେଶ ଏବଂ ସ୍ୱାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି !-->!-->!-->…
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ।
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ!-->!-->!-->…