Browsing Category

ସଂସ୍କୃତି ଓ ପରମ୍ପରା

ଡିଜେ-ମୁକ୍ତ ରୋଷଣୀ, ନିଶା-ମୁକ୍ତ ଭାସାଣୀ ଓ ପଲିଥିନ-ମୁକ୍ତ ପୂଜାର ଆହ୍ୱାନ

ଅକ୍ଟୋବର ୯ ମହାଷଷ୍ଠୀରୁ ଦୁର୍ଗାପୂଜା ଆରମ୍ଭ ୧୪ରେ ଭାସାଣୀ କଟକ ମହାନଗର ଶାନ୍ତି କମିଟିର ପ୍ରସ୍ତୁତି ମହାସଭାରେ ନିଷ୍ପତ୍ତି କଟକ,୦୯-୦୯-୨୦୨୪(ପିପିଏସ) : ଅକ୍ଟୋବର ୯ ମହାଷଷ୍ଠୀରୁ ଦୁର୍ଗାପୂଜା ଆରମ୍ଭ ହୋଇ ୧୪ରେ ଭାସାଣୀ ଉତ୍ସବ ଅନୁଷ୍ଠିତ ହେବ ଏବଂ ନିଶା-ମୁକ୍ତ ଭାସାଣୀ,

ଗଣେଶ ବିସର୍ଜନ ବେଳେ ଚାଲିଗଲା ଜୀବନ

ବଡଭାଇ ମୃତ , ସାନଭାଇ ଗୁରୁତର ସୋର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା କୁଳିଗାଁରେ ଠାକୁର ଭସାଣି ବେଳେ ଘଟିଲା ଅଘଟଣl ବଡ଼ ଭାଇର ମୃତ୍ୟୁ ହୋଇଯାଇଥିବା ବେଳେ ସାନଭାଇ ଗୁରୁତର ଅବସ୍ଥାରେ ପ୍ରଥମେ ଖନ୍ତାପଡ଼ା ପରେ ବାଲେଶ୍ୱର ସ୍ଥାନାନ୍ତରl ବାବା

ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା : ମା’ ସମଲେଶ୍ୱରୀଙ୍କ ସମେତ ବିଭିନ୍ନ ମନ୍ଦିରରେ ଲାଗି ହେଲା ନବାନ୍ନ

ସମ୍ବଲପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଆଜି ଉତ୍ସବ ମୁଖର ହୋଇ ପଡ଼ିଛି ପଶ୍ଚିମ ଓଡ଼ିଶା । ଦୁଲୁକୁଛି ମନ୍ଦିର ପରିସର । ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ ଓ ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ସମେତ ବିଭିନ୍ନ ମନ୍ଦିର ନିକଟରେ ଲାଗି ହୋଇଛି ନବାନ୍ନ । ପ୍ରଥମ

ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି । ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ଜାଗା ଚି଼ହ୍ନଟ କରାଯାଇଛି। ତାହା ହେଲା ଟଙ୍କପାଣି

ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିଲା ଛୁଟି

ସମ୍ବଲପୁର/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲ୍ଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ। ଏସପି ସୂଚନା ଦେଇ କହିଛନ୍ତି, ଆସନ୍ତାକାଲି

ରତ୍ନଭଣ୍ଡାର ପାଇଁ ତିଆରି ହେବ ହାଇସିକ୍ୟୁରିଟି ଭଲ୍‌ଟ

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ

ଏଥର ଐତିହାସିକ ବାଲିଯାତ୍ରା ଜାରି ରହିବ ୮ ଦିନ

ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ/୦୫-୦୯-୨୦୨୪(ପିପିଏସ ): ଐତିହାସିକ ବାଲିଯାତ୍ରା ପାଇଁ କଟକ

ଦୁର୍ଗାପୂଜାରେ ମଦମୁକ୍ତ ଭସାଣି, ଡିଜେମୁକ୍ତ ରୋଷଣି

କଟକ/୦୩-୦୯-୨୦୨୪(ପିପିଏସ ): ଚଳିତ ଦୁର୍ଗାପୂଜା ପାଇଁ ରାଜଧାନୀ ଭୁବନେଶ୍ଵର ଏବଂ କଟକରେ କମିଶନରେଟ ପୁଲିସ ପକ୍ଷରୁ ଏବେଠାରୁ ପଦକ୍ଷେପ ଆରମ୍ଭ ହୋଇଛି। ଦୁର୍ଗାପୂଜା ଅବସରରେ ମଦମୁକ୍ତ ଭସାଣି ଏବଂ ଡିଜେମୁକ୍ତ ରୋଷଣିକୁ ଗୁରୁତ୍ଵ ଦେଇଛି କମିଶନରେଟ ପୁଲିସ। ଦୁର୍ଗାପୂଜା ଭସାଣିରେ

ମା’ ସମଲେଇଙ୍କ ମନ୍ଦିରରେ ନୂଆ ଧାନ ପହଞ୍ଚିବ

ବଲବସପୁର ଗ୍ରାମର ସୁବାସ ବେହେରା ନୂତନ ଧାନ ନେଇ ମନ୍ଦିର କର୍ତ୍ତୃପକ୍ଷଙ୍କୁ ପ୍ରଦାନ କରିବେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ସମ୍ବଲପୁର/ଭୁବନେଶ୍ୱର ୦୩-୦୯-୨୪(ପିପିଏସ ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଆଉ

ମହାପ୍ରଭୁଙ୍କ ଦର୍ଶନ କଲେ ଆର୍‌ ବି ଆଇ ଗଭର୍ଣ୍ଣର

ଭୁବନେଶ୍ୱର,୨-୯-୨୪(ପିପିଏସ) : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆର୍‌ ବି ଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଏହି ଅବସରରେ ସେ ପୁରୀ ଯାଇ ହାପ୍ରଭୁଙ୍କ ଦର୍ଶନକରିଛନ୍ତି । ତାଙ୍କ ସହିତ ତାଙ୍କ ସହଧର୍ମିଣୀ ମଧ୍ୟ ରହିଛନ୍ତି । ଉଭୟ ମହାପ୍ରଭୁଙ୍କ ଦର୍ଶନ