Browsing Category

ସଂସ୍କୃତି ଓ ପରମ୍ପରା

ଶିବମୟ ଦୈତ୍ୟନଗରୀ

ପବନରେ ଭାସି ଆସୁଥିଲା ମହାମୃତ୍ୟୁଞ୍ଜୟ ମନ୍ତ୍ରର ଧ୍ବନି। ଶିବ ପଞ୍ଚାକ୍ଷରରେ ପ୍ରକମ୍ପିତ ହେଉଥିଲା ଶିବାଳୟ। ଦେବ ଦେବ ମହାଦେବଙ୍କ ଦର୍ଶନ ପାଇଁ ସକାଳୁ ରାତିଯାଏ ରାଜଧାନୀର ସମସ୍ତ ଶୈବପୀଠରେ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) :

ଆଜି ପଙ୍କୋଦ୍ଧାର ଏକାଦଶୀ: ଶ୍ରୀଲୋକନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼

ଆଜି ହେଉଛି ପଙ୍କୋଦ୍ଧାର ଏକାଦଶୀ। ପୁରୀରେ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଦର୍ଶନ ଦେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ। ବର୍ଷ ତମାମ ଭକ୍ତଙ୍କ ଦ୍ବାରା ଲାଗି ହୋଇଥିବା ପୂଜା ସାମଗ୍ରୀ ବୁଡ଼ି ରହିଥିବା ଗମ୍ଭୀରା ସଫା କରାଯାଉଛି। ପୁରୀ/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଆଜି ହେଉଛି ପଙ୍କୋଦ୍ଧାର

ବିବାଦରେ କାନ୍ଥଚିତ୍ର

ସୁରବୀରଙ୍କ ନାମରେ ତ୍ରୁଟି ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ସମା‌ଜସେବୀ ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍‌ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର

କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ

କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ କୋଣାର୍କରେ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଏ.ଏସ.ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସହିତ ଆଲୋଚନା କରିଛନ୍ତି। କୋଣାର୍କ/ ଭୁବନେଶ୍ୱର

ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟା/ମହାକୁମ୍ଭ ନଗର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ। ଏଥିଲାଗି ମୁଁ ଉତ୍ତର ପ୍ରଦେଶ  ମୁଖ୍ୟମନ୍ତ୍ରୀ ଯୋଗୀ

ଆଧ୍ୟାତ୍ମିକତା ଦ୍ବାରା ଶାନ୍ତି ଓ ସମୃଦ୍ଧି ସମ୍ଭବ: ମୁଖ୍ୟମନ୍ତ୍ରୀ

ଆଧ୍ୟାତ୍ମିକ ଜୀବନଶୈଳୀ ଆମର ଅସନ୍ତୁଳିତ ଇଚ୍ଛାକୁ ନିୟନ୍ତ୍ରିତ କରିଥାଏ। ଭବିଷ୍ୟତ ପିଢ଼ିର ସୁଖ, ସମୃଦ୍ଧିକୁ ସଂରକ୍ଷଣ କରିବାର ପ୍ରଜ୍ଞାକୁ ପ୍ରଜ୍ଜ୍ୱଳିତ କରିଥାଏ। ପରିବେଶ ପ୍ରତି ସମ୍ବେଦନଶୀଳ ଏବଂ ଜୀବଜନ୍ତୁଙ୍କ ପ୍ରତି ଦୟାଭାବ ଜାଗ୍ରତ କରାଏ। କେନ୍ଦୁଝର/ଭୁବନେଶ୍ୱର

ମହାକୁମ୍ଭରେ ବୁଡ଼ ପକାଇଲେ ମୋହନ

ଓଡ଼ିଶା ତଥା ଦେଶର କଲ୍ୟାଣ ପାଇଁ ମା’ ଗଂଗାଙ୍କୁ ପ୍ରାର୍ଥନା କରିଛି: ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି। ଏଥି ସହିତ ତାଙ୍କର ପରିବାର ଲୋକେ ମଧ୍ୟ ମହାକୁମ୍ଭରେ ବୁଡ଼ ପକାଇଛନ୍ତି। ଏହି ଅବସରରେ ଶ୍ରୀ ମାଝୀ

ସଂଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ, ଅଯୋଧ୍ୟାରେ ରାମଲଲାଙ୍କୁ କରିବେ ଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଂଗମରେ ବୁଡ଼ ପକାଇବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ରହିବେ। ଏହି ଗସ୍ତ କାଳରେ ସେ ସଂଗମରେ ବୁଡ଼ ପକାଇବେ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ

ଅକ୍ଷୟଙ୍କ ଏହି ଦୃଶ୍ୟକୁ ନେଇ ସୃଷ୍ଟି ହୋଇଛି ବିବାଦ

ଏହି କ୍ରମରେ ବଲିଉଡ ଅଭିନେତା ଅକ୍ଷୟ କୁମାର ମଙ୍ଗଳବାର ମହାଦେବଙ୍କ ଭକ୍ତମାନଙ୍କ ପାଇଁ 'ମହାକାଳ ଚଲୋ' ଗୀତ ଲଞ୍ଚ କରିଛନ୍ତି। ଏହି ଗୀତକୁ ଖୁବଅଳ୍ପ ସମୟ ମଧ୍ୟରେ ଲକ୍ଷଲକ୍ଷ ଲୋକ ଦେଖିସାରିଲେଣି। ମୁମ୍ବାଇ/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ଧାର୍ମିକ ନଗରୀ ଉଜ୍ଜୟିନୀର ପ୍ରତ୍ୟେକ

ମୋହନଙ୍କ ବଜେଟ୍ ରେ ଓଡ଼ିଆ ଅସ୍ମିତା

ବଜେଟ୍ ୨୦୨୫-୨୬: ମହାପୁରୁଷଙ୍କ ସମ୍ମାନରେ ପ୍ରତିଷ୍ଠା ହେବ ସ୍ମାରକୀ, ପ୍ରତିମୂର୍ତ୍ତି ଗୁରୁ-ଶିଷ୍ୟ ପରଂପରାର ବଳିଷ୍ଠ ସଂକେତ କୁହାଯାଉଥିବା ସତ୍ୟବାଦୀର ବକୁଳବନକୁ ସରକାର ସମ୍ମାନ ଦେଇଛନ୍ତି। ପଞ୍ଚସଖାଙ୍କ ଦ୍ବାରା ୧୯୦୯ରେ ପ୍ରତିଷ୍ଠା ହୋଇଥିବା ଏହି ଶିକ୍ଷା ପ୍ରତିଷ୍ଠାନର ସ୍ମୁତିରେ