Browsing Category

ସଂସ୍କୃତି ଓ ପରମ୍ପରା

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିଭାହ ଯୋଜନା

ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ମହିଳା ସଶକ୍ତୀକରଣ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ତେବେ ସରକାର ଗରିବ ଝିଅମାନଙ୍କ ବିବାହ ପାଇଁ ଏକ ଗଣ ବିବାହ ଯୋଜନା

ବଦଳିବ ଶିକ୍ଷା ଭିତ୍ତିଭୂମି! ରାଜ୍ୟରେ ୪୫,୦୦୦ ଶିଶୁବାଟିକା ଖୋଲାଯିବ

ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ଶିକ୍ଷା ହେଉଛି ସମାଜର ଦର୍ପଣ। ଶିକ୍ଷା ମାଧ୍ୟମରେ ହିଁ ସମାଜରେ ପରିବର୍ତ୍ତନ ଆଣି ହେବ। ଶିକ୍ଷା ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଗ୍ରାମାଞ୍ଚଳରୁ ପ୍ରତିଭା ବାହାର କରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର କ୍ରୀଡ଼ାକୁ ଜୀବନର ଏକ ଗୁରୁତ୍ବପୂର୍ଣ୍ଣ ଅଂଶ ଭାବେ ଦେଖୁଛନ୍ତି। ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମଧ୍ୟ ବିସ୍ତୃତ ଯୋଜନା କରିଛନ୍ତି। କ୍ରିକେଟ୍‌, ଭଲିବଲ, ଫୁଟବଲ ଓ ଆଥଲେଟିକ୍‌ ପାଇଁ ପ୍ରତି ବ୍ଲକରେ ଭିତ୍ତିଭୂମି ନିର୍ମାଣ କରାଯାଉଛି। ଭୁବନେଶ୍ୱର

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ

ଖଣ୍ଡଗିରି କୁମ୍ଭମେଳାର ପୂର୍ଣ୍ଣାହୁତି

ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହକତ୍ୱରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଖଣ୍ଡଗିରି ବିଶ୍ୱପ୍ରସିଦ୍ଧ କୁମ୍ଭମେଳା ଯୋଗଯଜ୍ଞର ପୂର୍ଣ୍ଣାହୁତି ଓ ସାଧୁସନ୍ଥ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବିଶ୍ୱ ସନାତନ

ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ଦିନକୁ ଦିନ ରାଜ୍ୟରେ

ମହାପ୍ରଭୁଙ୍କ ନୀତିକାନ୍ତି ତିଥିନେଇ ସମସ୍ତେ ସହମତ

ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ପର୍ବକୁ ନେଇ ଅନେକ ସମୟରେ ପାଞ୍ଜିକାରେ ଦେଇଥିବା ଦିନ ଓ ତାରିଖକୁ ନେଇ ଦ୍ୱନ୍ଦ୍ୱ ଉପୁଜିଥାଏ। ତାହାକୁ ଦୂର କରିବା ପାଇଁ ଆଜିର ଏ ବୈଠକ ବସିଥିଲା। ଏଥିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପୁରୀ/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ପଞ୍ଜିକା

ଧଉଳି-କଳିଙ୍ଗ ମହୋତ୍ସବ ଉଦ୍‌ଯାପିତ

ରୋମାଞ୍ଚ ଭରିଲା ଶୁମ୍ଭ-ନିଶୁମ୍ଭ ବଧ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନ ମିଳିତ ଆନୁକୂଲ୍ୟରେ ଶାନ୍ତିସ୍ତୂପ ପାଦଦେଶରେ ୩ଦିନ ଧରି ଚାଲିଥିବା ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ଉଦ୍‌ଯାପିତ ହୋଇଛି। ଭୁବନେଶ୍ୱର