Sign in
Sign in
Recover your password.
A password will be e-mailed to you.
Browsing Category
ସଂସ୍କୃତି ଓ ପରମ୍ପରା
ମହାକୁମ୍ଭ ମେଳା ପାଇଁ ବଢ଼ିଲା ହୋଟେଲ ଦର
ସରକାରଙ୍କ ଆଦେଶକୁ ଅଣଦେଖା
କୁମ୍ଭମେଳାରେ ବୁଡ଼ ପକାଇଲେ ପାପ ଧୋଇଯାଏ। ଏଥି ପାଇଁ ଲୋକେ ହଜାର ହଜାର କିଲୋମିଟର ଦୂର ଅତିକ୍ରମ କରି କୁମ୍ଭମେଳାରେ ଯୋଗ ଦେଇଥାନ୍ତି। ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆସନ୍ତା ଜାନୁଆରି ମାସରେ ମହାକୁମ୍ଭ ମେଳାର ଆୟୋଜନ ହେବ। ଭିଡକୁ ଦୃଷ୍ଟିରେ ରଖି ହୋଟେଲ!-->!-->!-->!-->!-->…
୩୦୦୦ ଶିଖ ତୀର୍ଥଯାତ୍ରୀଙ୍କୁ ଭିସା ଦେଲା ପାକିସ୍ତାନ
ନୂଆଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିସନ ଭାରତର ୩ ହଜାରରୁ ଅଧିକ ଶିଖ୍ ତୀର୍ଥଯାତ୍ରୀଙ୍କୁ ଭିସା ପ୍ରଦାନ କରିଛନ୍ତି। ପାକିସ୍ତାନ ହାଇକମିଶନ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି ଏ ନେଇ ସୂଚନା ଦେଇଛନ୍ତି ।
ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ନୂଆଦିଲ୍ଲୀରେ!-->!-->!-->…
ଅଁଳା ନବମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଓ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼
ଆଜି ହେଉଛି ପବିତ୍ର ଅଁଳା ନବମୀ । ଏଥିଲାଗି ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର। ରାଧାପାଦ ଦର୍ଶନ ପାଇଁ ସେଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଏଠାରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା ।
ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଆଜି ହେଉଛି ପବିତ୍ର ଅଁଳା ନବମୀ ।!-->!-->!-->…
ଛଟ୍ ପୂଜା: କୁଆଖାଇ ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ଶ୍ରଦ୍ଧାଳୁ
ଭୁବନେଶ୍ବରର କୂଆଖାଇ ନଦୀପଠାରେ ବ୍ରତାଧାରୀମାନେ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର ବ୍ରତଧାରୀ ମହିଳା ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ସେମାନେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ!-->…
ଉପର ପଡିଆରେ ବାଲିଯାତ୍ରା ପାଇଁ ଅନୁମତି
ବାଲିଯାତ୍ରାରେ ରାସ୍ତାକଡ଼ରେ ବ୍ୟବସାୟକୁ ସମ୍ପୂର୍ଣ ନିଷେଧ କଲେ ହାଇକୋର୍ଟ
ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ!-->!-->!-->…
କଟକ ସାଂସଦଙ୍କ ବାଙ୍କୀ ଗସ୍ତ, ମା’ଚର୍ଚ୍ଚିକାଙ୍କ ମନ୍ଦିର ପରିଦର୍ଶନ
ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) :କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୃହରି ମହତାବ ବାଙ୍କୀର ଇଷ୍ଟଦେବୀ ମା’ଚର୍ଚ୍ଚିକାଙ୍କ ଦର୍ଶନ କରିଥିଲେ। ମା’ଚର୍ଚ୍ଚିକାଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ୧୧କୋଟି ଟଙ୍କାର ଅନୁକମ୍ପା!-->…
ହ୍ୟୁଷ୍ଟନ୍ରେ ଆୟୋଜନ ହେବନି ଅଦିନିଆ ରଥଯାତ୍ରା, ବାତିଲ କଲା ଇସ୍କନ୍
ମହାପ୍ରଭୁଙ୍କ ଭକ୍ତଙ୍କ ପାଇ ଭଲ ଖବର ଆସିଛି। କୋଟିକୋଟି ଓଡ଼ିଆ ଯାହା ଦାବି କରୁଥିଲେ, ତାହା ହିଁ ହୋଇଛି। ଇସ୍କନ୍ର ପ୍ରତକ୍ଷ୍ୟ ତତ୍ବାବଧାନରେ ଆମେରିକୀୟ ସହର ହ୍ୟୁଷ୍ଟନ୍ରେ ଆୟୋଜନ ହେବାକୁ ଥିବା ରଥଯାତ୍ରା ବାତିଲ ହୋଇଛି।
ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଜଗନ୍ନାଥପ୍ରେମୀଙ୍କ!-->!-->!-->…
ନିଜର ଫାଇଦା ପାଇଁ ଐତିହ୍ୟସ୍ଥଳୀକୁ ବିପଦଆଡ଼କୁ ଠେଲିଦେଲେ ବିଗତ ସରକାର: ବିଜେପି
ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପାଚେରୀ ‘ମେଘନାଦ ପାଚେରୀ’ରେ ଫାଟ ସୃଷ୍ଟି ହୋଇଛି। ମରାମତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାକୁ ନେଇ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କ ମନରେ ଉଦ୍ବେଗ ପ୍ରକାଶ ପାଇ ଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି।
!-->!-->!-->…
ଅଳ୍ପଦିନପରେ ଆନ୍ତର୍ଜାତିକ ବାଲୁକାକଳା ପ୍ରଦର୍ଶନୀ
ଆଗକୁ "ମାଘ ସପ୍ତମୀ ବୁଡ଼"
ଅସ୍ତବ୍ୟସ୍ତ ହୋଇ ପଡ଼ିଛି ବେଳାଭୂମି
ପ୍ରଶାସନ ଦୃଷ୍ଟି ଦେବାକୁ ଦାବୀ
କୋଣାର୍କ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଡିସେମ୍ବର ୧ ରୁ ୫ କୋଣାର୍କ ଉତ୍ସବ ୨୦୨୪ ଆରମ୍ଭ ହେବ। ଏହି ଉତ୍ସବ ଅବସରରେ!-->!-->!-->!-->!-->!-->!-->!-->!-->…
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୪’ ଅନୁଷ୍ଠିତ
ବାରିପଦା/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ପାଠପଢା ସହିତ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କର ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଆରମ୍ଭ ହୋଇଥିବା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"ର ଉଦ୍ଘାଟନ ଉତ୍ସବ ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ !-->…