Sign in
Sign in
Recover your password.
A password will be e-mailed to you.
Browsing Category
ସଂସ୍କୃତି ଓ ପରମ୍ପରା
ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି: ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ…
ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପୁରୀ/ଭୁବନେଶ୍ୱର!-->!-->!-->…
ଆଜିଠୁ ମହାକୁମ୍ଭମେଳା: ବେଦପାଠରେ କମ୍ପିବ ଖଣ୍ଡଗିରି ପାହାଡ଼
ଆସନ୍ତାକାଲି (ମଙ୍ଗଳବାର)ଠାରୁ ଖଣ୍ଡଗିରିଠାରେ ମହାକୁମ୍ଭମେଳା ଆରମ୍ଭ ହୋଇ ମାଘ ପୂର୍ଣ୍ଣମୀ (୧୨ତାରିଖ) ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ସ୍ଥାନରୁ ଆସୁଥିବା ସାଧୁସନ୍ଥମାନଙ୍କ ଦ୍ୱାରା ସନାତନ ବୈଦିକ ଧର୍ମ
ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆସନ୍ତାକାଲି (ମଙ୍ଗଳବାର)ଠାରୁ!-->!-->!-->!-->!-->…
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନରଙ୍କ କଡ଼ା ଚେତାବନୀ
ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିସନର ରାଜେଶ ପ୍ରଭାକର ପାଟିଲ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଐତିହ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଶ ପାଇଁ ନିର୍ଦେଶ ଦିଆଯାଇଛି। ସବୁ ଯାତ୍ରା କମିଟି ଏନେଇ ଅବଗତ ଅଛନ୍ତି। ଆଶା କରୁଛୁ ଗାଇଡଲାଇନ ଅନୁସାରେ ଯାତ୍ରା!-->…
ଅଶ୍ଳୀଳ ନୃତ୍ୟ ରୋକିବ ବାବୁଙ୍କ ଠେଙ୍ଗା ବାହିନୀ
ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ 'ଠେଙ୍ଗା ଅଭିଯାନ' ଆରମ୍ଭ କରିଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ 'ଠେଙ୍ଗା ବାହିନୀ' ନାମରେ ନାମିତ କରିଛନ୍ତି
ଭୁବନେଶ୍ୱର!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ପୂର୍ତ୍ତ ବିଭାଗ ସମୀକ୍ଷା: ନୂଆ ରୂପ ନେବ ତାରିଣୀ ମନ୍ଦିର
କେନ୍ଦୁଝର ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ।
ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : କେନ୍ଦୁଝର ମା’ ତାରିଣୀ ମନ୍ଦିରର ବିକାଶ ସହ!-->!-->!-->…
ମୟୂରଭଞ୍ଜରେ ପ୍ରତିଷ୍ଠା ହେବ ‘ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ମୟୂରଭଞ୍ଜ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋନହ!-->!-->!-->…
ମୋହନଙ୍କୁ ପ୍ରଶଂସା କଲେ ଜୟଶଙ୍କର
କେନ୍ଦ୍ରମନ୍ତ୍ରୀ ଏସ୍ ଜୟଶଙ୍କର କହିଥିଲେ, ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ ଭଳି। ଓଡିଶାର କଳା ଓ ସଂସ୍କୃତି ଅନନ୍ୟ। ଓଡିଶା ରାଜ୍ୟର କଳା ଓ ସଂସ୍କୃତି ସାରା ଦେଶରେ ପରିଚିତି ହାସଲ କରିଛି।
ନୂଆଦିଲ୍ଲୀ/ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ!-->!-->!-->…
ଜିଲ୍ଲାସ୍ତରୀୟ ଶହୀଦ ଦିବସ
କଟକ ୩୦-୦୧-୨୦୨୫(ପିପିଏସ ) : ଯୁଗ ସହ ତାଳ ଦେଇ ଆମ ଲୋକ ଆଗକୁ ଯାଆନ୍ତୁ। ଜନସାଧାରଣଙ୍କ ଆର୍ଥିକ ଅଭିବୃଦ୍ଧି ହେଉ। ଗାନ୍ଧିଜୀଙ୍କ ଆଦର୍ଶ ଓ ନୀତିରେ ଅନୁପ୍ରାଣିତ ହୋଇ ଦେଶ ତଥା ଜାତିର ଉନ୍ନତି ପାଇଁ ସମସ୍ତେ ଏକଜୁଟ ହୁଅନ୍ତୁ। କୁଷ୍ଠ ନିରାକରଣ, ଅସହାୟଙ୍କୁ ସହାୟତା, ସ୍ଵଛ ଭାରତ ଭଳି ଭଳି!-->…
ଜମିବ ଖଣ୍ଡଗିରି ଯାତ୍ରା: ମନମୋହିବ ‘ସ୍ବାମୀ ପାଇଁ ପଛେ ନର୍କକୁ ଯିବି’
ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼। ୪ତାରିଖରୁ ମେଳା ଆରମ୍ଭ ହେଉଥିବାରୁ ବୁଧବାର ସନ୍ଧ୍ୟାରୁ ଖଣ୍ଡଗିରି ପାହାଡ଼ ଉପରେ ବିଭିନ୍ନ ସ୍ଥାନରେ ଆସ୍ଥାନ ଜମାଇଲେଣି ସାଧୁସନ୍ଥମାନେ।
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼।!-->!-->!-->…
ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ!-->!-->!-->…