Sign in
Sign in
Recover your password.
A password will be e-mailed to you.
Browsing Category
ସଂସ୍କୃତି ଓ ପରମ୍ପରା
ମହାକୁମ୍ଭକୁ ଓଏସ୍ଆରଟିସି ବସ୍ ବାତିଲ,
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି।
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) :!-->!-->!-->…
‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ ଏବଂ ଏହାର ଭବିଷ୍ୟତ ଉଜ୍ଜଳ ଓ ସ୍ୱର୍ଣ୍ଣିମ’
୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ ଚଳଚ୍ଚିତ୍ର ଶିଳ୍ପର ମାନ୍ୟତା ମିଳିଲା। ବିଗତ କିଛି ବର୍ଷରେ ବହୁ ଓଡ଼ିଆ ଚଳଚ୍ଚିତ୍ର ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଓ!-->…
ଧ୍ବଜାବତରଣ ସମାରୋହ: ଦେଶାତ୍ମବୋଧକ ସଙ୍ଗୀତରେ ଝୁମିଲେ ଦର୍ଶକ
ବିଜୟ ଚୌକ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଧ୍ବଜାବତରଣ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହକୁ ଭାରତୀୟ ସ୍ଥଳସେନା, ବାୟୁସନା ଓ ନୌସେନା ପକ୍ଷରୁ ପରମ୍ପରା, ସଙ୍ଗୀତ ଏବଂ ଦେଶପ୍ରେମର ଏକ ଶକ୍ତିଶାଳୀ ମିଶ୍ରଣ ଭାବେ ପ୍ରଦର୍ଶନ କରାଯାଇଛି
ନୂଆଦିଲ୍ଲୀ/ଭୁବନେଶ୍ୱର!-->!-->!-->…
ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ
ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି।
ଦଶପଲ୍ଲା/ଭୁବନେଶ୍ୱର!-->!-->!-->…
ଦେଶର ଅଖଣ୍ଡତା ବଜାୟ ରଖିବା ସହ ସୁଶାସନ ଯୋଗାଇବା ଆମର ପରମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ସାଧାରଣତନ୍ତ୍ର ଦିବସ-୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ
କଟକ,୨୭-୦୧-୨୦୨୫-(ପିପିଏସ) : ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି । ପ୍ରତ୍ଯେକ ଓଡିଶାବାସୀ, ଦେଶ ତଥା ଦେଶ ବାହାରେ ରହୁଥିବା ପ୍ରତ୍ଯେକ ଭାରତୀୟଙ୍କୁ ଆଜିର ଦିନର ଅନେକ!-->!-->!-->…
ଗାନ୍ଧୀମାର୍ଗରେ ଉଡିଲା ତ୍ରିରଙ୍ଗା : ପତାକା ଉତ୍ତୋଳନ କଲେ ରାଜ୍ୟପାଳ,
ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଭୁବନେଶ୍ଵରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି ଅବସରରେ ରାଜଧାନୀର ଗାନ୍ଧୀ ମାର୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହିତ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ!-->…
କଳା, ସାହିତ୍ୟ ଓ ଚିକିତ୍ସା କ୍ଷେତ୍ରରେ ଅବଦାନ ପାଇଁ ଓଡ଼ିଶାରୁ ୪ ଜଣଙ୍କୁ ‘ପଦ୍ମଶ୍ରୀ’
ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତ ସରକାର ପଦ୍ମ ପୁରସ୍କାରରେ ସମ୍ମାନିତ କରିବେ।
!-->!-->…
ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ….
ସ୍ବତନ୍ତ୍ର ସ୍ଥାୟୀ ଆର୍ଥିକ ବ୍ୟବସ୍ଥା କରିବା ପାଇଁ ଦାବି
କୋଣାର୍କ/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଭାରତ ବର୍ଷର ପ୍ରାଚୀନ ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରତୀକ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ ନିମନ୍ତେ ଉତ୍ତର ପ୍ରଦେଶର ପ୍ରସିଦ୍ଧ କୁମ୍ଭ ମେଳା ଓ!-->!-->!-->!-->!-->…
ନାଗା ସାଧ୍ବୀ ହୋଇଗଲେ ମମତା କୁଲକର୍ଣ୍ଣି
ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣି ଏବେ ପୁରୁଣା ଜୀବନକୁ ତ୍ୟାଗ କରି ନାଗା ସାଧ୍ବୀ ହୋଇଛନ୍ତି ଓ ମହାମଣ୍ଡଳେଶ୍ୱର ଉପାଧି ଗ୍ରହଣ କରିଛନ୍ତି । ସେ ସଙ୍ଗମରେ ନିଜର ପିଣ୍ଡଦାନ କରି ସନ୍ୟାସ ଗ୍ରହଣ କରିଥିଲେ ଓ ନୂଆ ନାମ ଶ୍ରୀ ୟାମି ମମତାନନ୍ଦ ଗିରି ଗ୍ରହଣ କରିଥିଲେ ।
!-->!-->!-->…