Browsing Category

ସଂସ୍କୃତି ଓ ପରମ୍ପରା

ଘୁଷୁରୀ ଓ ମଣିଷର ବାସସ୍ଥାନ ଗୋଟିଏ

ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ କାଳରୁ ଏଠାରେ ବସବାସ କରିଆସୁଛନ୍ତି। ଏମାନଙ୍କର ୧୨ ମାସରେ ୧୩ ପର୍ବ ପାଳନ କରନ୍ତି। ମାଲକାନଗିରି/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଆଦିବାସୀ ଅଧ୍ୟୁଷିତ

ବିରାଜିବେ ମା’ ଗଜଲକ୍ଷ୍ମୀ

ମହାମାୟାଙ୍କୁ ମେଲାଣି ପରେ ଗଜଲକ୍ଷ୍ମୀ ରୂପରେ ଧରାବତରଣ କରିବେ ମା’। ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧି ଅର୍ଜନ କରିଥିଲେ ମଧ୍ୟ ରାଜଧାନୀରେ ବି ମା’ଙ୍କୁ ସ୍ବାଗତ କରିବା ପାଇଁ ଆଡ଼ମ୍ବରପୂର୍ଣ୍ଣ ପୂଜା ପ୍ରସ୍ତୁତି ଚାଲିଛି। ଭୁବନେଶ୍ୱର

ଶ୍ରୀମନ୍ଦିରରେ ଓମ୍‌ଫେଡ୍‌ ଘିଅ ବ୍ୟବହାର ନେଇ ନିଷ୍ପତ୍ତି

ଚିଠି‌ ଲେଖିଲେ ମୁଖ୍ୟ ପ୍ରଶାସକ ପୁରୀ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ କେବଳ ଓମ୍‌ଫେଡ୍‌ ଘିଅର ବ୍ୟବହାର ନେଇ ‌ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଖେଲିଥିବା ସୂଚନା ମିଳିଛି। ଆବଶ୍ୟକତା ଦୃଷ୍ଟିରୁ

ପୂଜାମଣ୍ଡପରେ ମହାଅଷ୍ଟମୀ: ଶ୍ରଦ୍ଧାଳୁଙ୍କ ଭିଡ଼

ଆଜି ଶକ୍ତିପୀଠରେ ମହାନବମୀ, ହେଲେ ପୂଜାମଣ୍ଡପରେ ମହାଅଷ୍ଟମୀ। ଏଥିଲାଗି ଆଜି ସକାଳୁ ପୂଜାମଣ୍ଡପରେ ବ୍ରତଧାରୀଙ୍କ ଭିଡ଼ ପରିଲକ୍ଷିତ ହେଉଛି। ସେମାନେ ବ୍ରତ ପୂଜା କରିବା ସହ ମାଙ୍କୁ ଶାଢ଼ୀ ଅର୍ପଣ କରୁଛନ୍ତି। କଟକ,୧୧-୧୦-୨୦୨୪ ( ପିପିଏସ) : ଆଜି ଶକ୍ତିପୀଠରେ ମହାନବମୀ,

ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା

ପୂଜାମଣ୍ଡପ ବୁଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପୂଜାମଣ୍ଡପ ବୁଲିଛନ୍ତି। ନବୀନ ପଟ୍ଟନାୟକ ରସୁଲଗଡ଼ ପୂଜା ମଣ୍ଡପରେ ପହଞ୍ଚି ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ବିରୋଧୀ ଦଳ ନେତା ତଥା

ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ

ରାଜଧାନୀର ପାଟଣା ସାହି ପୂଜାମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ସେଠାରେ ପହଞ୍ଚି ମାଆଙ୍କର ଆଳତି କରିଛନ୍ତି। ସେଠାରେ ମାଆଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ରାଜଧାନୀର ପାଟଣା ସାହି

ମହାଷ୍ଟମୀରେ ମାଆଙ୍କ ଆଶୀର୍ବାଦ ନେଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଶାରଦୀୟ ଦୁର୍ଗାପୂଜା ଅବସରରେ ଶୁକ୍ରବାର ମଣ୍ଡପରେ ମା’ଙ୍କର ମହାଷ୍ଟମୀ ପୂଜାର୍ଚ୍ଚନା ଜାରି ରହିଛି। ଶ୍ରଦ୍ଧାଳୁମାନେ ପରିବାରର ଶୁଭକାମନା ମନାସୀ ମା’ ଦୁର୍ଗତିନାଶିନୀଙ୍କ ଠାରୁ ଆଶୀର୍ବାଦ ନେଉଛନ୍ତି। ମଣ୍ଡପଗୁଡ଼ିକରେ ଶ୍ରଦ୍ଧାଳୁମାନଙ୍କର ପ୍ରବଳ ଗହଳି

ମନ ମୋହୁଛି ମା’ଙ୍କ ମେଢ଼

କଟକ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଚାନ୍ଦିନୀଚୋୖକରଶାରଦୀୟ ଦୁର୍ଗାପୂଜା ଜାରି ରହିଛି। ମା’ଙ୍କ ପୀଠରେ ମହାଷ୍ଟମୀ ପାଳନ କରାଯାଉଛି। ଶ୍ରଦ୍ଧାଳୁମାନେ ଭକ୍ତିର ସହିତ ମା’ଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଉଛନ୍ତି। ସେହିପରି ମଣ୍ଡପରେ ମହାସପ୍ତମୀ ଅବସରରେ ଶ୍ରଦ୍ଧାଳୁମାନେ

ଆଜି ମା’ଙ୍କୁ ଚକ୍ଷୁଦାନ: ମଣ୍ଡପରେ ମହାସପ୍ତମୀ, ପୀଠରେ ମହାଷ୍ଟମୀ ପୂଜା

ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ ମା’ଦୁର୍ଗତି ନାଶିନୀଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି । ଗୁରୁବାର ପୂଜା ମଣ୍ଡପରେ ମା‘ଙ୍କର ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ସେହିପରି ବିଭିନ୍ନ ଶକ୍ତିପୀଠରେ ନୀତିନିୟମ ଅନୁସାରେ ମା’ଙ୍କର ମହାଷ୍ଟମୀ ପୂଜା କରାଯାଉଛି..