Sign in
Sign in
Recover your password.
A password will be e-mailed to you.
Browsing Category
ସଂସ୍କୃତି ଓ ପରମ୍ପରା
ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ ଉଦଘାଟନ କରିଛନ୍ତି। ଆଗକୁ ଲୋକଙ୍କ ଚାହିଦାକୁ ଦେଖି ବସ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
!-->!-->!-->…
ପୂର୍ବତଟ ରେଳପଥର ଘୋଷଣା: କୁମ୍ଭମେଳାକୁ ଓଡ଼ିଶାରୁ ଗଡ଼ିବ ୭ଟି ସ୍ବତନ୍ତ୍ର ଟ୍ରେନ୍
ରାତି ପାହିଲେ ତୀର୍ଥରାଜ ପ୍ରୟାଗରାଜ କୁମ୍ଭମେଳା-୨୦୨୫ ଆରମ୍ଭ ହେବ। ସୂର୍ଯ୍ୟୋଦୟ ପର୍ବରୁ ସାଧୁସନ୍ଥମାନେ ପବିତ୍ର ଗଙ୍ଗାନଦୀରେ ବୁଡ଼ ପକାଇବେ। ଏଥି ସହିତ ଦେଶ-ବିଦେଶରୁ ଜୁଟିଥିବା ଶ୍ରଦ୍ଧାଳୁମାନେ ମଧ୍ୟ ଶ୍ରଦ୍ଧାର ବୁଡ଼ ପକାଇବେ।
ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ରାତି ପାହିଲେ!-->!-->!-->…
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିର୍ମାଣ ହେବ ସ୍ଥାୟୀ ରଂଗମହଲ
ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି। ଏହି ଭବ୍ୟ ସମାରୋହରେ ଯୋଗ ଦେଇ ସେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଧନୁଯାତ୍ରାର ଅନୁଦାନ ରାଶି ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଉଛି।
!-->!-->!-->…
୨୪ ବର୍ଷର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀ ଦେଖିଲେ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିଛନ୍ତି। ଏଥି ସହିତ ସେ ଗତବର୍ଷ ଡିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି।
!-->!-->!-->…
ଦାରିଙ୍ଗବାଡି ଶୀତ ମହୋତ୍ସବ ଉଦଘାଟିତ
ଦାରିଙ୍ଗବାଡି/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ଓଡ଼ିଶା ର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ରେ ୨୦୨୫ ମସିହା ଶୀତ ମହୋତ୍ସବ ଆୟୋଜନ କରାଯାଇଛି, ଏହା ୧୧ ରୁ ୧୩ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ, ଆଜି ଏହାର ଶୁଭ ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ସମିତି!-->…
ପ୍ରବାସୀଙ୍କ ପ୍ରସ୍ତାବକୁ ଗୁରୁତ୍ଵ ଦେବା ପାଇଁ ଲୋକଙ୍କ ସରକାର ପ୍ରତିବଦ୍ଧ: ମୋହନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ କହିଛନ୍ତି, ପ୍ରବାସୀ ଓଡ଼ିଆଙ୍କ ସହ ସ୍ଵତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ଯୋଗଦେଇଛି। ବହୁ ଦୂରରୁ ଆସି ଏଭଳି ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ସମସ୍ତ ପ୍ରବାସୀ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ଧନ୍ୟବାଦ ଜଣାଉଛି।
ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) :!-->!-->!-->…
ସାଧାରଣ ଲୋକ ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସର ଗ୍ୟାଲେରି: ଉପମୁଖ୍ୟମନ୍ତ୍ରୀ
ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ବହୁ ଉଚ୍ଚକୋଟୀର ଗ୍ୟାରେରି ନିର୍ମାଣ କରାଯାଇଛି। ଏଠାରେ ଓଡ଼ିଶାର ସଂସ୍କୃତି ଉପରେ ଆଧାରିକ ଗ୍ୟାଲେରି ଖୋଲା ଯାଇଥିବାରୁ ସାଧାରଣ ଦର୍ଶକ ବୁଲିଆସିପାରିବେ।
ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ତିନି ଦିବସୀୟ ଅଷ୍ଟାଦଶ!-->!-->!-->…
ଭାରତର ଯୁବକମାନେ ହେଉଛନ୍ତି ଦେଶର ସବୁଠାରୁ ବଡ଼ ସମ୍ପଦ: କେନ୍ଦ୍ରମନ୍ତ୍ରୀ
ଭାରତର ଭବିଷ୍ୟତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଦୂରଦୃଷ୍ଟିପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଆଜାଦି କା ଅମୃତ ମହୋତ୍ସବ ଅଧୀନରେ ଭାରତର ସ୍ୱାଧୀନତା ପ୍ରାପ୍ତିକୁ ୭୫ ବର୍ଷ ପୂର୍ତ୍ତି ଆକାରରେ ରେଖାଙ୍କିତ ହୋଇଛି।
ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : କେନ୍ଦ୍ର!-->!-->!-->…
ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ: ଜୟଶଙ୍କର
ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଯୋଗଦେଇ କହିଛନ୍ତି,ପ୍ରତି ୨ବର୍ଷରେ ଥରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜିତ ହେଉଛି । ଏହା କେବଳ ଏକ ସମ୍ମିଳନୀ ନୁହେଁ
ଭୁବନେଶ୍ୱର ୦୯-୦୧-୨୦୨୫!-->!-->!-->…
୬ ଥାକିଆ ବାରିକେଡ୍ରେ ଶ୍ରୀମନ୍ଦିରକୁ ଯିବେ ଭକ୍ତ
ଚଳିତ ମାସ ୨୦ ତାରିଖ ଠାରୁ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ତୀବ୍ର କରାଯାଇଛି।
ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଚଳିତ ମାସ ୨୦ ତାରିଖ ଠାରୁ!-->!-->!-->…