Browsing Category

ସ୍ୱାସ୍ଥ୍ୟ

ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି

ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ପରେ, ସମସ୍ତ ରାଜ୍ୟକୁ ମାର୍ଗଦର୍ଶିକା ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ କେନ୍ଦ୍ର ସରକାରଙ୍କ ଚେତା ପଶିଛି । ୧୫ ଦିନ ତଳେ ପଡ଼ୋଶୀ ପାକିସ୍ତାନରେ ଏକାଧିକ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ହେଁ ଭାରତ ସରକାରଙ୍କ ପକ୍ଷରୁ କୌଣସି ଆଗୁଆ

ଝରିଗାଁ ବ୍ଲକରେ ଝାଡ଼ାବାନ୍ତି : ୩ ମୃତ ୧୫ ଆକ୍ରାନ୍ତ

ନବରଙ୍ଗପୁର/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଚେପଟିଅମ୍ବା ଗ୍ରାମରେ ବ୍ୟାପିଛି ଝାଡ଼ାବାନ୍ତି । ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଗାଁରେ ମେଡିକାଲ ଟିମ୍ ପହଞ୍ଚି ଲୋକମାନଙ୍କର ଚିକିତ୍ସା