Browsing Category

ସ୍ୱାସ୍ଥ୍ୟ

୨ କିମି ବୋହିଲେ ମୃତ ଗର୍ଭବତୀଙ୍କ ଶବ

ଗାଁ’କୁ ଆସିପାରିଲାନି ଆମ୍ବୁଲାନ୍‌ସ ମୋହନା/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଗଜପତି ଜିଲ୍ଲା ମୋହନା ବ୍ଲକ୍ ଡମ୍ବଗୁଡ଼ା ପଞ୍ଚାୟତ ନିଲଡ଼ିକିଲିଆ ଗ୍ରାମକୁ ଭଲ ରାସ୍ତା ନଥିବାରୁ ଗ୍ରାମବାସୀ ପ୍ରତିଦିନ ସମସ୍ୟା ଭୋଗୁଛନ୍ତି। ଏପରିକି ଗ୍ରାମକୁ ଜରୁରୀକାଳୀନ ସମୟରେ

ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ହେବ

ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇନଥିଲା, ତେଣୁ ତାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ । ଆମେ ଖୁବ୍ ଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଏଭଳି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

ଅସୁରକ୍ଷିତ ଏସ୍‌ସିବି ରେକର୍ଡରୁମ୍‌

ଛାତ ଫାଟି ପାଣି ଗଳୁଛି। କେଉଁଠି କେଉଁଠି ଗଛ ଉଠିଗଲାଣି। କୌଣସି ଥାକ ବି ନାହିଁ। ଯିଏ ନେଲା ବିଡ଼ା ବାନ୍ଧି ପକେଇ ଦେଲା। କର୍ମଚାରୀଙ୍କ ପାଇଁ ବସିବାକୁ ସ୍ଥାନ ନାହିଁ। ଏଭଳି ଅସୁରକ୍ଷିତ ଭାବେ ବର୍ଷ ବର୍ଷ ହେଲା ଚାଲିଛି ରାଜ୍ୟର ସବୁଠାରୁ ବଡ଼ ରେଫରାଲ ହସ୍ପିଟାଲ କଟକ ବଡ଼ଡାକ୍ତରଖାନାର

୧ରୁ ଧର୍ମଘଟକୁ ଓହ୍ଲାଇବେ ଆମ୍ବୁଲାନ୍ସ କର୍ମଚାରୀ

୧୨ ଘଣ୍ଟା ଡ୍ୟୁଟି, ୮ ଘଣ୍ଟାର ଦରମା ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ଆସନ୍ତା ନଭେମ୍ବର ପହିଲାରୁ ଆନ୍ଦୋଳନକୁ ଓହ୍ଲାଇବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ନୂଆ ଟେଣ୍ଡର ନେଇଥିବା କମ୍ପାନୀ ମନମାନୀ କରୁଥିବା ଅଭିଯୋଗରେ ଅସନ୍ତୁଷ୍ଟ ପ୍ରକାଶ କରି ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ପକ୍ଷରୁ

ପାଣି ଘେରରେ ଥାଇ ବି ପାନୀୟ ଜଳର ଉତ୍କଟ ସମସ୍ୟା

ଉଠାଜଳସେଚନ ବିଭାଗକୁ ୩୯୦ଟି ପ୍ରକଳ୍ପ ପାଇଁ ୬୩ କୋଟି ୮୩ ଲକ୍ଷ ଟଂକା ପାଇଥିବା ବେଳେ ଏଥିରୁ ୩୪ କୋଟି ୬୪ ଲକ୍ଷ ଟଂକା ଖର୍ଚ୍ଚ ହୋଇସାରିଲାଣି। ଜିଲ୍ଲା ଶିକ୍ଷା ବଭାଗକୁ ୭୫୮ଟି କାର୍ଯ୍ୟ ପାଇଁ ୪୯ କୋଟି ୨ ଲକ୍ଷ ଟଂକା ଏଷ୍ଟିମେଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୪୨ କୋଟି ୧୫ ଲକ୍ଷ ଟଂକା

ଏସ୍‌ସିବିରେ ଦ୍ବିତୀୟ ଯକୃତ ପ୍ରତିରୋପଣ

ଦେଢ଼ମାସ ପରେ ନୂଆ ଜୀବନ ନେଇ ଘରକୁ ଫେରିଲେ ମାନସ ଦେଢ଼ମାସ ପରେ ଏସ୍‌ସିବିରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଯକୃତ(ଲିଭର୍‌) ପ୍ରତିରୋପଣ ହୋଇଥିବା ଦ୍ବିତୀୟ ରୋଗୀ ଖୋର୍ଦ୍ଧା ଅଞ୍ଚଳର ମାନସ ମୁଦୁଲି। ଗତ ସେପ୍ଟେମ୍ବର ୯ତାରିଖରେ ମାନସଙ୍କ ଶରୀରରେ ସଫଳତାର ସହ ଯକୃତ ପ୍ରତିରୋପଣ

ଡିଜିଟାଲ୍‌ ପ୍ରଦୂଷଣ

ଆଜିର ଅତ୍ୟାଧୁନିକ ଯୁଗରେ ସଭିଏଁ ଇଣ୍ଟର୍‌ନେଟ୍‌, ସାମାଜିକ ଗଣମାଧ୍ୟମ ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉପରେ ଏକପ୍ରକାରେ ନିର୍ଭରଶୀଳ ହୋଇପଡ଼ିଛନ୍ତି। ଅଧୁନା ଡିଜିଟାଲ୍‌ ବିଶ୍ବ ଶୈଶବର ଖେଳସାଥୀ, କୈଶୋରର ଫ୍ୟାସନ୍‌ ଷ୍ଟୋର୍‌, ଯୁବକମାନଙ୍କର ବୃତ୍ତିଗତ  ଆବଶ୍ୟକତା, ପ୍ରୌଢ଼ତାର ସମ୍ପର୍କର

ଡାକ୍ତରଙ୍କୁ ଚାହିଁଚାହିଁ ଫେରୁଛନ୍ତି ରୋଗୀ

ବାସନ୍ତୀ କଲୋନିର ଭୁବନାନନ୍ଦ ପ୍ରଧାନ। ଅସ୍ତ୍ରୋପଚାର ପାଇଁ ପରିବାର ଲୋକ ତାଙ୍କୁ ଇଏସ୍‌ଆଇ ମଡେଲ୍‌ ହସ୍ପିଟାଲରେ ଭର୍ତ୍ତି କଲେ। ଏମିତିକି ୨ ଘଣ୍ଟା ପୂର୍ବରୁ ତାଙ୍କୁ ଅସ୍ତ୍ରୋପଚାର ପୋଷାକ ମଧ୍ୟ ପିନ୍ଧାଇ ଦିଆଗଲା। ରାଉର‌କେଲା/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାସନ୍ତୀ କଲୋନିର

ଝାରପଡ଼ା ଜେଲ୍‌ରେ ପୁଣି କଏଦୀଙ୍କ ମୃତ୍ୟୁ: କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଉତ୍ତେଜନା

ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ପୁଣି ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଗତ ୯ବର୍ଷ ଭିତରେ ୧୧ କଏଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜିର ଘଟଣାକୁ ନେଇ ପୁଣି ବିବାଦ ଭିତରକୁ ଆସିଛି ଏହି ଜେଲ୍‌।  ଆଜି ହଠାତ୍ ମୃତ୍ୟୁର ଶିକାର ହୋଇଥିବା

ମାନସିକ ଅନଗ୍ରସର ବ୍ୟକ୍ତି ସଂଜ୍ଞାହୀନ ଅବସ୍ଥାରେ ନାଳ ଭିତରୁ ଉଦ୍ଧାର

ରାଇରଙ୍ଗପୁର/ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : ମୟୂରଭଂଜ ଜିଲ୍ଲା ବାମନଘାଟି ଉପଖଣ୍ଡ ତିରିଂ ବ୍ଲକ୍ ଅନ୍ତର୍ଗତ ସାନଡାଳିମା ଛକ ନିକଟରେ ଏକ ନାଳ ଭିତରେ ଥିବା ଘଞ୍ଚ ବୁଦାରୁ ଜଣେ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ସଂଜ୍ଞାହୀନ ଅବସ୍ଥାରେ ପଡ଼ିରହିଥିବା ଦେଖି ସ୍ଥାନୀୟ ବଡ଼ଡାଳିମା ପିଇଓ