Browsing Category

ସ୍ୱାସ୍ଥ୍ୟ

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ

ସୁନ୍ଦରଗଡ଼/ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : ସକାଳୁ ସକାଳୁ ସୁନ୍ଦରଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟ ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିବା ସହ ରୋଗୀଙ୍କ ସହ ଆଲୋଚନା କରିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶ୍ରୀମତୀ ଆଶ୍ବସ୍ଥି ଏସ। ସେ ପ୍ରଥମେ ମାତୃ ଓ

ଏସସିବିର ସ୍ଥିତି ସମୀକ୍ଷା କଲେ ଆଡ଼ଭୋକେଟ୍ କମିଟି

କଟକ,୧୮-୧୦-୨୦୨୪(ପିପିଏସ) : ଏସସିବି ମେଡିକାଲ କଲେଜର ସ୍ଥିତି ସମୀକ୍ଷା କରିଛନ୍ତି ଆଡ଼ଭୋକେଟ କମିଟି। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ଶୁକବ୍ରାର ଦ୍ୱିତୀୟ ଥର ଏସସିବି ମେଡିକାଲରେ ବିଭିନ୍ନ ୱାର୍ଡ଼ ବୁଲି ସମୀକ୍ଷା କରିଛନ୍ତି କମିଟି ଅଧ୍ୟକ୍ଷ ବିଜୟ କୁମାର ଦାଶ ଓ ସମସ୍ତ ସଦସ୍ୟ। ହସ୍ତଗତ

ଆୟୁଷ ଡାକ୍ତରଙ୍କୁ ନିୟମିତ ଓ ଉଚିତ ପାରିଶ୍ରମିକ ଦାବି

ଏନ୍‌ଏଚ୍‌ଏମ୍‌ ଅନ୍ତର୍ଗତ ରାଜ୍ୟର ବିଭିନ୍ନ ପିଏଚ୍‌ସି-ସିଏଚ୍‌ସିରେ କାର୍ଯ୍ୟରତ ଆୟୁଷ ଡାକ୍ତରଙ୍କ ସ୍ଥାୟୀ ନିଯୁକ୍ତି ଓ ସେମାନଙ୍କ ବିଭିନ୍ନ ସମସ୍ୟାର ସମା‌ଧାନ ଦାବି କରିଛି ଓଡ଼ିଶା ଆୟୁଷ ଚିକିତ୍ସକ ମହାସଂଘ। ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ଏନ୍‌ଏଚ୍‌ଏମ୍‌ ଅନ୍ତର୍ଗତ

ଆବର୍ଜନାରୁ ମୁକୁଳିପାରୁନି ସହର

ମାସକୁ ଠିକା ସଂସ୍ଥା ନେଉଛି ୧୫ ଲକ୍ଷ କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ୨୧ ୱାର୍ଡ ବିଶିଷ୍ଟ କୋରାପୁଟ ପୌରାଞ୍ଚଳର ସଫେଇ ଦାୟିତ୍ଵ ନେଇଛି ୨ଟି ଘରୋଇ ସଂସ୍ଥା। ତେବେ ଉପଯୁକ୍ତ ଦେଖାରଖା ଓ ପରିଚାଳନା ସମନ୍ବୟ ଅଭାବରୁ ଅସୁବିଧା ଭୋଗୁଛନ୍ତି  ସହରବାସୀ । ସଫେଇ ପାଇଁ

ଧୂମପାନ ନିଷେଧ ହେଲେ ଟଳିଯିବ ୧୨ ଲକ୍ଷ ମୃତ୍ୟୁ!

ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ ବର୍ଷ ବଢ଼ିଯିବ। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଏକ ସଦ୍ୟ ପ୍ରକାଶିତ

ଷ୍ଟାର ହେଲଥ ଇନ୍ସ୍ୟୁରାନ୍ସ ୟୁଜର୍ସଙ୍କୁ ବଡ ଝଟକା, ଲିକ ହେଲା ଡାଟା

ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଆପଣଙ୍କ ପାଖରେ ଷ୍ଟାର ହେଲଥ ଇନସୁରାନ୍ସ ଅଛି କି? ଯଦି ହଁ, ତେବେ ଏହା ଆପଣଙ୍କ ପାଇଁ ଏକ ଖରାପ ଖବର ହୋଇପାରେ| ବାସ୍ତବରେ ବହୁ ସଂଖ୍ୟକ ୟୁଜର୍ସଙ୍କ ତଥ୍ୟ ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ଦୁଇ ସପ୍ତାହ ପୂର୍ବେ କମ୍ପାନୀ ସୋସିଆଲ

 ଅଙ୍ଗନୱାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ତାତିଲେ ଗ୍ରାମବାସୀ

ବୈଶିଙ୍ଗା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଅଙ୍ଗନଓ୍ୱାଡି କର୍ମୀଙ୍କ ମନମୁଖୀ କାମ ସାଙ୍ଗକୁ ଦୀର୍ଘଦିନ ଧରି ଚଳାଇ ଆସିଥିବା ବ୍ୟାପକ ଅନିୟମିତତା ପ୍ରତିବାଦରେ ଶନିବାର ବେତନଟୀ ବ୍ଳକ ଅନ୍ତର୍ଗତ ନଡପୁର ପଞ୍ଚାୟତ ଅଧୀନ ଟିକରଗଡିଆ ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ତୀବ୍ର ଉତ୍ତେଜନା ଲାଗି

ସୁସ୍ଥ ହୋଇ ଘରକୁ ଫେରିଲେ ଗୋବିନ୍ଦା

ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଅକ୍ଟୋବର ୧ ତାରିଖରେ ଅଭିନେତା ଗୋବିନ୍ଦାଙ୍କ ସହିତ ଏକ ଅଘଟଣ ଘଟି ଯାଇଥିଲା। ଏହି ଦୁର୍ଘଟଣାରେ ଅଭିନେତାଙ୍କ ଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବିମାନବନ୍ଦରକୁ ବାହାରୁ୍‌ଥିବା ସମୟରେ ଘ‌ରେ ଥିବା ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି

କିଡ୍‌ନି ରୋଗ ନେଉଛି ମୁଣ୍ଡ

୨୮ ପରିବାରର ୩୧ ମୃତ ବୌଦ୍ଧ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ସ୍ବାଧୀନତାର ୭୭ବର୍ଷ ପରେ ବି ପିଇବା ପାଣି ପାଇଁ ଡହଳବିକଳ। ଯେଉଁ ପାଣି ପିଉଛନ୍ତି, ତାହା ପାଲଟିଛି ଜହର। ଆଉ ଏହାର ଭୟଙ୍କର ମୂଲ୍ୟ ଦେବାକୁ ପଡୁଛି ଗ୍ରାମବାସୀଙ୍କୁ। ଦୂଷିତ ପାଣି ବ୍ୟବହାର କରି ଲୋକେ କିଡ୍‌ନି ରୋଗରେ

“ସ୍ୱଚ୍ଛତା ହିଁ ସେବା” ବାର୍ତ୍ତାକୁ ନେଇ ମାରାଥନ

କୋଣାର୍କ,୩୦-୦୯-୨୦୨୪ (ପିପିଏସ) : ସ୍ୱଚ୍ଛତା ହିଁ ସେବା ବାର୍ତ୍ତାକୁ ନେଇ କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଏକ ମିନି ମାରାଥନ କୋଣାର୍କ ଠାରୁ ଚନ୍ଦ୍ରଭାଗା ପର୍ଯ୍ୟନ୍ତ ଅନୁଷ୍ଟିତ ହୋଇଯାଇଛି। ସୋମବାର ପୂର୍ବାହ୍ନ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଓ ସଫେଇ କର୍ମଚାରୀ ମାନଙ୍କୁ