Sign in							
							
								
									
											
										
											
		
					
								
			
			
	
										
									
								
							
												
				
				
				 Sign in
				
					
						
						
										
				
			
			Recover your password.
A password will be e-mailed to you.
Browsing Category
					
		
		ସ୍ୱାସ୍ଥ୍ୟ
ପୁଣି ଭାରରେ ବୁହାହେଲେ ରୋଗୀ
					
ଚିତ୍ରକୋଣ୍ଡାରେ ଅଭାବନୀୟ ଦୃଶ୍ୟ
ଚିତ୍ରକୋଣ୍ଡା/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରରେ ବୁହାହେଲେ ରୋଗୀ, ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଂଚାୟତର ରଥଗୁଡା ଗ୍ରାମରେ। ତେବେ କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ!-->!-->!-->…				
						ବେଦାନ୍ତ ଆଲୁମିନିୟମର ସପ୍ତାହ-ବ୍ୟାପି ସ୍ୱଚ୍ଛତା ଅଭିଆନ
					
ଭାରତ ସରକାରଙ୍କ ‘ସ୍ବଚ୍ଛତା ହି ସେବା’ ପଦକ୍ଷେପର ଏକ ଅଂଶ ଭାବରେ ବେଦାନ୍ତ ଆଲୁମିନିୟମ ଝାରସୁଗୁଡାରେ ଏକ ସପ୍ତାହ ବ୍ୟାପୀ ସ୍ୱଚ୍ଛତା ଅଭିଆନକୁ ସଫଳତାର ସହ ସମାପ୍ତ କରିଛି।
ଝାରସୁଗୁଡା /ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରତ ସରକାରଙ୍କ ‘ସ୍ବଚ୍ଛତା ହି ସେବା’ ପଦକ୍ଷେପର ଏକ ଅଂଶ!-->!-->!-->…				
						ଏସ୍ସିବି ବାୟୋକେମିଷ୍ଟ୍ରି ବିଭାଗକୁ ରାଜ୍ୟ ଗବେଷଣା କେନ୍ଦ୍ର ମାନ୍ୟତା
					
ଘୋଷଣା କଲେ ଓୟୁଏଚ୍ଏସ୍ କୁଳପତି ପିଏଚ୍ଡି ପାଠ୍ୟକ୍ରମ ପାଇଁ ଫିଟିଲା ବାଟ
କଟକ,୩୦-୦୯-୨୦୨୪ (ପିପିଏସ) : ହେମାଟୋଲୋଜି ପରେ ଏସ୍ସିବି ବାୟୋକେମିଷ୍ଟ୍ରି ବିଭାଗକୁ ରାଜ୍ୟ ଗବେଷଣା କେନ୍ଦ୍ରର ମାନ୍ୟତା ଦେଇଛି ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ। ପୁରୀ ଜୟ ଜଗନ୍ନାଥ ମେଡିକାଲ!-->!-->!-->…				
						ସ୍ୱପ୍ନ ଫାଉଣ୍ଡେସନ୍ ଓ କମିଶନରେଟ ପୋଲିସ ପକ୍ଷରୁ ବିଶାଳ ରକ୍ତଦାନ ଶିବିର
					
ରକ୍ତଦାନ ପାଇଁ ଉତ୍ସାହିତ କଲେ  ସୀନେଷ୍ଟାର 
କଟକ,୩୦-୦୯-୨୦୨୪ (ପିପିଏସ) : ରାଜ୍ୟରେ ଏବେ ରକ୍ତର ବହୁତ ଅଭାବ ଦେଖା ଦେଇଛି । ଯାହାଦ୍ୱାରା ବହୁତ ରୋଗୀ ଓ ଥାଲାସିମିଆ ରୋଗରେ ପୀଡିତ ଛୋଟ ଛୋଟ ଛୁଆମାନେ ରକ୍ତ ନପାଇ ଏମିତିକି ରୋଗୀଙ୍କ ପରିଜନ ରକ୍ତ ଭଣ୍ଡାର ଆଗରେ ଦୈନଦିନ ଘଂଟା ଘଂଟା!-->!-->!-->!-->!-->…				
						ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର
					
ରାଉରକେଲା/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍ପ୍ଲାଣ୍ଟର ଏସ୍ଏମ୍ଏସ୍- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି ।
ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି । 
ଗୁରୁତର ଆହତ!-->!-->!-->!-->!-->!-->!-->…				
						ନର୍ସିଂ ସଂଘ ଆନ୍ଦୋଳନ ଜାରି
					
ଏସ୍ସିବିରେ ଜେନେରାଲ୍ ଓଟି ବନ୍ଦ,କ୍ୟାପିଟାଲ ହସ୍ପିଟାଲ ଜାରି କଲା ନିର୍ଦ୍ଦେଶନାମା
ଭୁବନେଶ୍ବର/କଟକ,୨୮-୦୯-୨୦୨୪(ପିପିଏସ) : ଶନିବାରଠୁ ନର୍ସିଂ ସଂଘର ଅହୋରାତ୍ର କାର୍ଯ୍ୟବନ୍ଦ ଆନ୍ଦୋଳନ । ୧୦ ଦଫା ଦାବିରେ ଅଟଳ ନର୍ସିଂ ଅଫିସର । ରୋଗୀ ସେବା ଗୁରୁତର ପ୍ରଭାବିତ । ରାଜ୍ୟରେ ନର୍ସିଂ!-->!-->!-->…				
						ନର୍ସିଂ ଆନ୍ଦୋଳନ ବଢ଼ାଇଲାଣି ଚିନ୍ତା ! ସ୍ୱାସ୍ଥ୍ୟସେବା ଠପ୍, ରୋଗୀ ହୀନସ୍ତା
					
ଆଜି ସିରିଞ୍ଜ ଛାଡ୍, କାଲିଠୁ ଅହୋରାତ୍ର ଧାରଣା ଚେତାବନୀ । ନର୍ସ ସଂଘକୁ ଆନ୍ଦୋଳନରୁ ଓହରିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅପିଲ୍ ।
ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ମେଡ଼ିକାଲରେ ଦୟନୀୟ ହେଲାଣି ରୋଗୀଙ୍କ ଅବସ୍ଥା । ହିମୋଗ୍ଲୋବିନ୍ କମିଯାଇଥିବା କାହା ପିଲାକୁ ଦିଆଯାଇପାରୁନି ରକ୍ତ ତ!-->!-->!-->…				
						ନଳା ଭିତରେ ଶ୍ରମିକଙ୍କୁ ମାରିଦେଲେ!
					ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ବିଏମ୍ସିର ନଳା କାମ ଚାଲିଥିଲା। ଗାର୍ଡ ୱାଲ ପାଇଁ ଖୋଳୁଖୋଳୁ ନଳା କଡ଼ରେ ଥିବା ପାଚେରି ଭୁଶୁଡ଼ି ପଡ଼ିଲା। ପାଚେରି ତଳେ ରହିଗଲେ ଶ୍ରମିକ। ଉଦ୍ଧାର କଲାପରେ ହସ୍ପିଟାଲ୍ ନେଲେ। ହେଲେ ୨ଦିନ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆଖି ବୁଜିଲେ। ଠିକାଦାର ଓ!-->…				
						ଜିଦ୍ରେ ଅଟଳ ନର୍ସିଂ ସଂଘ
					
ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ଠପ୍ ପାଇଁ ଚେତାବନୀ
ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ରାଜ୍ୟ ସରକାରଙ୍କ ଏସମାକୁ ଅଣଦେଖା କରି ନର୍ସିଂ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଦ୍ୱିତୀୟ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିଛି। ସରକାରଙ୍କ ସହିତ ଆଲୋଚନା ବିଫଳ ହେବା ପରେ ଗୁରୁବାର  ନର୍ସିଂ ସଂଘ!-->!-->!-->…				
						ନାକରେ ରୁମାଲ ବାନ୍ଧି ଚିକିତ୍ସାକଲେ ଡାକ୍ତର
					ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): କ୍ୟାପିଟାଲ  ହସ୍ପିଟାଲର ସଫେଇ କର୍ମଚାରୀଙ୍କ ଆନ୍ଦୋଳନ ଆଜି ଦ୍ବିତୀୟ ଦିନରେ ପହଞ୍ଚିଛି। ଫଳରେ ହସ୍ପିଟାଲ ପରିସରରୁ ଆଜି ମଧ୍ୟ ଅଳିଆ ଉଠି ପାରିନାହିଁ। ତେଣୁ ଆଜି ହସ୍ପିଟାଲ ଦୁର୍ଗନ୍ଧରେ ଫାଟି ପଡ଼ିଥିଲା। ଡାକ୍ତର ନାକରେ ରୁମାଲ ବାନ୍ଧି ରୋଗୀ ଚିକିତ୍ସା!-->…				
						