Browsing Category

ସ୍ୱାସ୍ଥ୍ୟ

ଏସ୍‌ସିବିରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ

କଟକ/୦୯-୦୯-୨୦୨୪(ପିପିଏସ) : ଏସ ସି ବି ମେଡିକାଲ କଲେଜ ହସ୍ପିଟାଲରେ ଆଜି ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି । ନୟାଗଡ ଅଞ୍ଚଳର ୩୯ ବର୍ଷୀୟ ମାନସ ମୁଦୁଲିଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇ ଯକୃତ ପ୍ରତିରୋପଣ କରାଯାଇଛି । ତାଙ୍କ ପତ୍ନୀ ଛବି ମଲ୍ଲିକ ଯକୃତ ଦାନ କରିଛନ୍ତି । ଏସ ସି ବି

କ୍ୟାପିଟାଲ୍‌ ହସ୍ପିଟାଲରେ ଡାକ୍ତର ଅଭାବ : ତର୍ଜମା କରୁଛନ୍ତି ସରକାର

ଖାଲି ପଡ଼ିଛି ୬୪ ପଦବୀ ସହିତ ୫୩ ନର୍ସିଂ ଅଫିସର ପୋଷ୍ଟ ବର୍ଷକୁ ଆସୁଛନ୍ତି ୫ଲକ୍ଷରୁ ଉର୍ଦ୍ଧ୍ୱ ରୋଗୀ ରୋଗୀ ସେବା ଉପରେ ପଡୁଛି ସିଧା ସଳଖ ପ୍ରଭାବ ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ରାଜ୍ୟ ରାଜଧାନୀ ଭୁବନେଶ୍ୱରର ସର୍ବ ବୃହତ ସରକାରୀ ହସ୍ପିଟାଲରେ ଡାକ୍ତର ଓ ମେଡ଼ିକାଲ୍‌

ଏମ୍‌ସ ଚିକିତ୍ସକଙ୍କ ସଫଳତା, ଏକ୍‌ମୋ ସହାୟତାରେ ମହିଳାଙ୍କ ଜୀବନ ବଞ୍ଚାଇଲେ

ଭୁବନେଶ୍ୱର/୦୯-୦୯-୨୦୨୪(ପିପିଏସ) : ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞା‌ନକୌଶଳର ସଫଳ ପ୍ରୟୋଗ ତଥା ଉତ୍ସର୍ଗୀକୃତ ଭାବନାର ଉଲ୍ଲେଖନୀୟ ପ୍ରଦର୍ଶନ କରିଛି ଏମ୍‌ସ ଭୁବନେଶ୍ୱର। ଅତ୍ୟାଧୁନିକ ଏକ୍‌ମୋ ଥେରାପି ପ୍ରୟୋଗ କରି ଗୁରୁତର ହୋଇପଡ଼ିଥିବା ଜଣେ ମହିଳାଙ୍କ ବଞ୍ଚାଇବ‌ାରେ

ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି

ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ପରେ, ସମସ୍ତ ରାଜ୍ୟକୁ ମାର୍ଗଦର୍ଶିକା ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ କେନ୍ଦ୍ର ସରକାରଙ୍କ ଚେତା ପଶିଛି । ୧୫ ଦିନ ତଳେ ପଡ଼ୋଶୀ ପାକିସ୍ତାନରେ ଏକାଧିକ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ହେଁ ଭାରତ ସରକାରଙ୍କ ପକ୍ଷରୁ କୌଣସି ଆଗୁଆ

ଝରିଗାଁ ବ୍ଲକରେ ଝାଡ଼ାବାନ୍ତି : ୩ ମୃତ ୧୫ ଆକ୍ରାନ୍ତ

ନବରଙ୍ଗପୁର/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଚେପଟିଅମ୍ବା ଗ୍ରାମରେ ବ୍ୟାପିଛି ଝାଡ଼ାବାନ୍ତି । ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଗାଁରେ ମେଡିକାଲ ଟିମ୍ ପହଞ୍ଚି ଲୋକମାନଙ୍କର ଚିକିତ୍ସା