Browsing Category

ସ୍ୱାସ୍ଥ୍ୟ

୮୦ ବର୍ଷରୁ ଅଧିକ ବୟସ୍କ, ଦିବ୍ୟାଙ୍ଗଙ୍କୁ ଭତ୍ତା ବଣ୍ଟାଗଲା

୪.୧୭ ଲକ୍ଷ ଦିବ୍ୟାଙ୍ଗଙ୍କୁ ମାସିକ - ୩୫୦୦ ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରରେ

ପ୍ଲାଣ୍ଟ ଭିତରେ ତହସିଲଦାର ଓ ପୁଲିସ୍

 ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ିବା ଘଟଣା ରାଜଗାଙ୍ଗପୁର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା

ରାଜଧାନୀରେ ବିଭତ୍ସ ଦୃଶ୍ୟ: ଶିଶୁପୁତ୍ରର ମୃତଦେହ ଝୁଣି ଖାଇଲା କୁକୁର

ରାଜଧାନୀ ଭୁବନେଶ୍ବରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିଶୁପୁତ୍ରର ମୃତଦେହକୁ କୁକୁର ଝୁଣି ଖାଇବା ଘଟଣା ଘଟିଛି। ମାନବିକତା ହରାଇଥିବା କେହି ଜଣେ ମଣିଷ ନବଜାତ ଶିଶୁର ମୃତଦେହକୁ ରାସ୍ତାକଡ଼ରେ ପକାଇ ଦେଇଥିବା କୁହାଯାଉଛି ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜଧାନୀ ଭୁବନେଶ୍ବରରେ ଏକ

ସିମେଣ୍ଟ ପ୍ଲାଣ୍ଟରେ ଅଘଟଣ: କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା

ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି ରାଜଗାଙ୍ଗପୁର/ଭୁବନେଶ୍ୱର

ଉପାନ୍ତ ଅଞ୍ଚଳର ସ୍ବାସ୍ଥ୍ୟ କେନ୍ଦ୍ରରେ ୩୦ ବର୍ଷ ସେବା ଯୋଗାଇଲେଣି ଫାର୍ମାସିଷ୍ଟ

ଉପାନ୍ତ ଅଞ୍ଚଳ ଗୁଡ଼ିକୁ ସରକାରୀ ବାବୁମାନେ ବଦଳି ହୋଇ ଯିବା ପାଇଁ ଅମଙ୍ଗ ହେଉଥିଲେ। ଯଦିଓ କିଛି ଲୋକ ଯାଉଥିଲେ ଲବି କରି ସେଠାରୁ ପୁଣି ଅନ୍ୟତ୍ର ବଦଳି ହୋଇ ଯାଉଥିଲେ। କିନ୍ତୁ ଫାର୍ମାସିଷ୍ଟ ପ୍ରଦୀପ୍ତ ମିଶ୍ର ଯେଉଁଠି ଚାକିରି ଆରମ୍ଭ କରିଥିଲେ, ସେଠାରୁ ଅବସର ନେବାକୁ ଯାଉଛନ୍ତି।

ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ତଦନ୍ତ ନେଇ ପରିବାର ଲୋକଙ୍କ ଡିଆଇଜିଙ୍କ ଦ୍ବାରସ୍ଥ

ଗତ ୩ତାରିଖ ଦିନ ସେମିଳିଗୁଡା ଥାନା ଅର୍ନ୍ତଗତ ବେହେରାଗୁଡ଼ା ଗାଁରେ ଗର୍ଭବତୀ ମହିଳା ରଚନା ସାହୁଙ୍କର ଅସ୍ବାଭାବିକ ପରିସ୍ଥିତିରେ ମୃତ୍ୟୁ ନେଇ ପରିବାର ଲୋକେ ଏସ୍‌ପି ଓ ଡିଆଜିଙ୍କ ଦ୍ବାରସ୍ଥ ହୋଇଛନ୍ତି। ପରିବାର ଲୋକେ ମହିଳାଙ୍କ ମୃତ୍ୟୁ ନେଇ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।

ଏଚ୍‌ଏମ୍‌ପିଭିର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି: ସ୍ବାସ୍ଥ୍ୟମନ୍ତ୍ରୀ

ଦେଶରେ ଏଚ୍‌ଏମ୍‌ପିଭି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏଯାଏ କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ନାହିଁ। ଏଣୁ ଏହାକୁ ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :

ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ‘ସୁରକ୍ଷିତ... ଘରକୁ ଫେରନ୍ତୁ’ ସ୍ଲୋଗାନ ଦେଇଛନ୍ତି। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ସୁରକ୍ଷିତ ଘରକୁ

ନିଗମାନନ୍ଦ ଭକ୍ତ ସମ୍ମିଳନୀ: ଆଖି ବୁଜିଲେ ୨ ଭକ୍ତ

ପୁରୀ-କୋଣାର୍କ ରୋଡ୍‌ ବାଲିଘାଇ ଛକସ୍ଥିତ ନିଗମାନନ୍ଦ ସାର୍ବଭୌମ ଭକ୍ତ ସମ୍ମିଳନୀରେ ଅଘଟଣ ଘଟିଛି। ସମ୍ମିଳନୀ ଚାଲିଥିବା ବେଳେ ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ସେମାନେ ହେଲେ ପଶ୍ଚିମବଙ୍ଗ ପଶ୍ଚିମ ମେଦିନୀପୁରର ରବୀନ୍ଦ୍ରନାଥ ପାଲ(୫୫) ଓ କଟକ ଜିଲ୍ଲା ସାଆନ୍ତସାହିର ଜଗନ୍ନାଥ ସାମଲ (୫୭)।

ଏମକେସିଜିରୁ ୪ ଡାକ୍ତର ବହିଷ୍କୃତ

ପିଜି ଛାତ୍ରଙ୍କୁ ହଷ୍ଟେଲରେ ଆକ୍ରମଣ ଘଟଣା ବ୍ରହ୍ମପୁର/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ବ୍ରହ୍ମପୁର ଏମକେସିଜିରୁ ୪ଜଣ ଡାକ୍ତର ବହିଷ୍କୃତ ହୋଇଥିବା ଜଣାଯାଇଛି। ଏନେଇ ଡିଏମଇଟିଙ୍କ ନିର୍ଦ୍ଦେଶରେ ବିଧିବଦ୍ଧ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମକେସିଜି ମେଡିକାଲ କଲେଜ