Browsing Category

ସ୍ୱାସ୍ଥ୍ୟ

ଟ୍ରାଙ୍କୁଲାଇଜ ହେଲା ‘ଜୀନତ’

ବାରିପଦା/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରୁ ଖସି ଯାଇ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗରେ ପହଞ୍ଚି ଥିବା ୩ ବର୍ଷର ବାଘୁଣୀ ‘ଜୀନତ’ ରବିବାର ଟ୍ରାଙ୍କୁଲାଇଜ ହୋଇଛି। ପଶ୍ଚିମବଙ୍ଗର ବାଙ୍କୁଡ଼ା ଜିଲ୍ଲାରେ ବନ ବିଭାଗ ଟ୍ରାଙ୍କୁଲାଇଜ୍‌

ଅଙ୍ଗନବାଡି କେନ୍ଦ୍ର ଉପରେ ମହଙ୍ଗା ମାଡ଼ 

:-ଅପପୁଷ୍ଟି ମୁକାବିଲା ଯୋଜନା ବାଟବଣା  :-ଅଣ୍ଡା ଗୋଟାକୁ ୮ଟଙ୍କା, ମିଳୁଛି ୫ଟଙ୍କା, ଡାଲି ଦର ଛୁଇଁଲାଣି ଦୁଇ ଶତକ ଅସ୍ତରଙ୍ଗ/ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ପୁରୀ ଜିଲ୍ଲା ଅସ୍ତରଙ୍ଗ  ବ୍ଲକ ଅଞ୍ଚଳରେ ଅଣ୍ଡା ଦର ହୁ ହୁ ହୋଇ ବଢ଼ି ଚାଲିବା ସହ ଡାଲି ଦର କ୍ରମାଗତ ଭାବେ

ଟେଣ୍ଡରରେ ସୀମିତ ମଶାଣି

ରାସ୍ତା କଡ଼ରେ କୁଢ଼କୁଢ଼ କୁକୁରଙ୍କ ଶବ Bijay kumar panda ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଗୋଟିଏ କି ଦୁଇଟି ନୁହେଁ, ବରଂ କୁଢ଼କୁଢ଼ କୁକୁରଙ୍କ ଶବ। କିଛି ପଚି ଗଲାଣି, ଆଉ କିଛି ସଦ୍ୟ। ସାରା ଅଞ୍ଚଳ ଦୁର୍ଗନ୍ଧରେ ଭର୍ତ୍ତି। କେଉଁ ଜନଗହଳିରୁ ଦୂରରେ ନୁହେଁ, ବରଂ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁବାର ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ଘନିଷ୍ଠ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ

ଓପିଡି ଟିକେଟ ପାଇଁ କଲବଲ

ବୁଲାଗୋରୁ, କୁକୁରଙ୍କ ପାଖରେ ରୋଗୀଙ୍କ ପରିଜନ ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଗୁଣାତ୍ମକ ଚିକିତ୍ସା ପାଇଁ ଏମ୍‌ସ ଭୁବନେଶ୍ବରକୁ ପ୍ରତ୍ୟହ ଓଡ଼ିଶା ତଥା ଓଡ଼ିଶା ବାହାରୁ ହଜାର ହଜାର ରୋଗୀ ଛୁଟି ଆସୁଛନ୍ତି। ହେଲେ ଓପିଡି ଟିକେଟ ଖଣ୍ଡେ ପାଇବା ପାଇଁ ପରିଜନଙ୍କୁ ସଂଘର୍ଷ କରିବାକୁ

ମୌଳିକ ସମସ୍ୟାର ତ୍ବରିତ ସମାଧାନ କର: ମୁଖ୍ୟମନ୍ତ୍ରୀ

କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : କିଛି ଦିନର ବ୍ୟବଧାନ

ଭୟଙ୍କର ଦୁର୍ଘଟଣା: ଲୁହା ଆଙ୍ଗଲରେ ପିଟିହେଇ ୨ଖଣ୍ଡ ହୋଇଗଲେ ଯୁବକ

ଗମନାଗମନ ନିୟମକୁ ଅଣଦେଖା କରାଯିବା ଦ୍ବାରା ଦୁଃଖ ଓ ଶୋକ ମାଡ଼ିଆସିବାର ସମ୍ଭାବନ ଥାଏ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଆଜି ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି, ଯାହାକି ଛାତି ଥରାଇ ଦେବ। ରାଉରକେଲା/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଦ୍ରୁତଗତି ମହାବିପତ୍ତି। ସଡ଼କପଥରେ

ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା

ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।  ଭୁବନେଶ୍ୱର

ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ୱେଲନେସ୍‌ ସେଂଟର: ସ୍ବାସ୍ଥ୍ୟମନ୍ତ୍ରୀ

ଆଗାମୀ ଦୁଇ ବର୍ଷରେ ପ୍ରତି ପଞ୍ଚାୟତରେ ଥିବ ହେଲ୍‌ଥ ଆଣ୍ଡ ୱେଲନେସ ସେଣ୍ଟର ଖୋଲାଯିବ। ନ୍ୟାସନାଲ ଡାଏଲିସିସ ମିସନ ଅଧୀନରେ ରାଜ୍ୟରେ ପିପିପି ମୋଡରେ ଡାଏଲିସିସ ସେଣ୍ଟର  ଖୋଲାଯିବ। ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) :  ଆଗାମୀ ଦୁଇ ବର୍ଷରେ ପ୍ରତି ପଞ୍ଚାୟତରେ ଥିବ ହେଲ୍‌ଥ ଆଣ୍ଡ

ଅସୁସ୍ଥ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ /ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଶନିବାର ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୟାସାଧିକ କାରଣରୁ ସେ ଅସୁସ୍ଥ ହୋଇପଡ଼ିଥିବା କୁହାଯାଉଛି। ଆଡଭାନୀଙ୍କୁ ଏବେ