Browsing Category

ସ୍ୱାସ୍ଥ୍ୟ

 ଅଙ୍ଗନୱାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ତାତିଲେ ଗ୍ରାମବାସୀ

ବୈଶିଙ୍ଗା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଅଙ୍ଗନଓ୍ୱାଡି କର୍ମୀଙ୍କ ମନମୁଖୀ କାମ ସାଙ୍ଗକୁ ଦୀର୍ଘଦିନ ଧରି ଚଳାଇ ଆସିଥିବା ବ୍ୟାପକ ଅନିୟମିତତା ପ୍ରତିବାଦରେ ଶନିବାର ବେତନଟୀ ବ୍ଳକ ଅନ୍ତର୍ଗତ ନଡପୁର ପଞ୍ଚାୟତ ଅଧୀନ ଟିକରଗଡିଆ ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ତୀବ୍ର ଉତ୍ତେଜନା ଲାଗି

ସୁସ୍ଥ ହୋଇ ଘରକୁ ଫେରିଲେ ଗୋବିନ୍ଦା

ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଅକ୍ଟୋବର ୧ ତାରିଖରେ ଅଭିନେତା ଗୋବିନ୍ଦାଙ୍କ ସହିତ ଏକ ଅଘଟଣ ଘଟି ଯାଇଥିଲା। ଏହି ଦୁର୍ଘଟଣାରେ ଅଭିନେତାଙ୍କ ଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବିମାନବନ୍ଦରକୁ ବାହାରୁ୍‌ଥିବା ସମୟରେ ଘ‌ରେ ଥିବା ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି

କିଡ୍‌ନି ରୋଗ ନେଉଛି ମୁଣ୍ଡ

୨୮ ପରିବାରର ୩୧ ମୃତ ବୌଦ୍ଧ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ସ୍ବାଧୀନତାର ୭୭ବର୍ଷ ପରେ ବି ପିଇବା ପାଣି ପାଇଁ ଡହଳବିକଳ। ଯେଉଁ ପାଣି ପିଉଛନ୍ତି, ତାହା ପାଲଟିଛି ଜହର। ଆଉ ଏହାର ଭୟଙ୍କର ମୂଲ୍ୟ ଦେବାକୁ ପଡୁଛି ଗ୍ରାମବାସୀଙ୍କୁ। ଦୂଷିତ ପାଣି ବ୍ୟବହାର କରି ଲୋକେ କିଡ୍‌ନି ରୋଗରେ

“ସ୍ୱଚ୍ଛତା ହିଁ ସେବା” ବାର୍ତ୍ତାକୁ ନେଇ ମାରାଥନ

କୋଣାର୍କ,୩୦-୦୯-୨୦୨୪ (ପିପିଏସ) : ସ୍ୱଚ୍ଛତା ହିଁ ସେବା ବାର୍ତ୍ତାକୁ ନେଇ କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଏକ ମିନି ମାରାଥନ କୋଣାର୍କ ଠାରୁ ଚନ୍ଦ୍ରଭାଗା ପର୍ଯ୍ୟନ୍ତ ଅନୁଷ୍ଟିତ ହୋଇଯାଇଛି। ସୋମବାର ପୂର୍ବାହ୍ନ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଓ ସଫେଇ କର୍ମଚାରୀ ମାନଙ୍କୁ

ପୁଣି ଭାରରେ ବୁହାହେଲେ ରୋଗୀ

ଚିତ୍ରକୋଣ୍ଡାରେ ଅଭାବନୀୟ ଦୃଶ୍ୟ ଚିତ୍ରକୋଣ୍ଡା/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରରେ ବୁହାହେଲେ ରୋଗୀ, ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଂଚାୟତର ରଥଗୁଡା ଗ୍ରାମରେ। ତେବେ କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ

ବେଦାନ୍ତ ଆଲୁମିନିୟମର ସପ୍ତାହ-ବ୍ୟାପି ସ୍ୱଚ୍ଛତା ଅଭିଆନ

ଭାରତ ସରକାରଙ୍କ ‘ସ୍ବଚ୍ଛତା ହି ସେବା’ ପଦକ୍ଷେପର ଏକ ଅଂଶ ଭାବରେ ବେଦାନ୍ତ ଆଲୁମିନିୟମ ଝାରସୁଗୁଡାରେ ଏକ ସପ୍ତାହ ବ୍ୟାପୀ ସ୍ୱଚ୍ଛତା ଅଭିଆନକୁ ସଫଳତାର ସହ ସମାପ୍ତ କରିଛି। ଝାରସୁଗୁଡା /ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରତ ସରକାରଙ୍କ ‘ସ୍ବଚ୍ଛତା ହି ସେବା’ ପଦକ୍ଷେପର ଏକ ଅଂଶ

ଏସ୍‌ସିବି ବାୟୋକେମିଷ୍ଟ୍ରି ବିଭାଗକୁ ରାଜ୍ୟ ଗବେଷଣା କେନ୍ଦ୍ର ମାନ୍ୟତା

ଘୋଷଣା କଲେ ଓୟୁଏଚ୍‌ଏସ୍‌ କୁଳପତି ପିଏଚ୍‌ଡି ପାଠ୍ୟକ୍ରମ ପାଇଁ ଫିଟିଲା ବାଟ କଟକ,୩୦-୦୯-୨୦୨୪ (ପିପିଏସ) : ହେମାଟୋଲୋଜି ପରେ ଏସ୍‌ସିବି ବାୟୋକେମିଷ୍ଟ୍ରି ବିଭାଗକୁ ରାଜ୍ୟ ଗବେଷଣା କେନ୍ଦ୍ରର ମାନ୍ୟତା ଦେଇଛି ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ। ପୁରୀ ଜୟ ଜଗନ୍ନାଥ ମେଡିକାଲ

ସ୍ୱପ୍ନ ଫାଉଣ୍ଡେସନ୍ ଓ କମିଶନରେଟ ପୋଲିସ ପକ୍ଷରୁ ବିଶାଳ ରକ୍ତଦାନ ଶିବିର

ରକ୍ତଦାନ ପାଇଁ ଉତ୍ସାହିତ କଲେ ସୀନେଷ୍ଟାର କଟକ,୩୦-୦୯-୨୦୨୪ (ପିପିଏସ) : ରାଜ୍ୟରେ ଏବେ ରକ୍ତର ବହୁତ ଅଭାବ ଦେଖା ଦେଇଛି । ଯାହାଦ୍ୱାରା ବହୁତ ରୋଗୀ ଓ ଥାଲାସିମିଆ ରୋଗରେ ପୀଡିତ ଛୋଟ ଛୋଟ ଛୁଆମାନେ ରକ୍ତ ନପାଇ ଏମିତିକି ରୋଗୀଙ୍କ ପରିଜନ ରକ୍ତ ଭଣ୍ଡାର ଆଗରେ ଦୈନଦିନ ଘଂଟା ଘଂଟା

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ରାଉରକେଲା/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି । ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି ।  ଗୁରୁତର ଆହତ

ନର୍ସିଂ ସଂଘ ଆନ୍ଦୋଳନ ଜାରି

ଏସ୍‌ସିବିରେ ଜେନେରାଲ୍ ଓଟି ବନ୍ଦ,କ୍ୟାପିଟାଲ ହସ୍ପିଟାଲ ଜାରି କଲା ନିର୍ଦ୍ଦେଶନାମା ଭୁବନେଶ୍ବର/କଟକ,୨୮-୦୯-୨୦୨୪(ପିପିଏସ) : ଶନିବାରଠୁ ନର୍ସିଂ ସଂଘର ଅହୋରାତ୍ର କାର୍ଯ୍ୟବନ୍ଦ ଆନ୍ଦୋଳନ । ୧୦ ଦଫା ଦାବିରେ ଅଟଳ ନର୍ସିଂ ଅଫିସର । ରୋଗୀ ସେବା ଗୁରୁତର ପ୍ରଭାବିତ । ରାଜ୍ୟରେ ନର୍ସିଂ