Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ନର୍ସିଂ ଆନ୍ଦୋଳନ ବଢ଼ାଇଲାଣି ଚିନ୍ତା ! ସ୍ୱାସ୍ଥ୍ୟସେବା ଠପ୍, ରୋଗୀ ହୀନସ୍ତା
ଆଜି ସିରିଞ୍ଜ ଛାଡ୍, କାଲିଠୁ ଅହୋରାତ୍ର ଧାରଣା ଚେତାବନୀ । ନର୍ସ ସଂଘକୁ ଆନ୍ଦୋଳନରୁ ଓହରିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅପିଲ୍ ।
ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ମେଡ଼ିକାଲରେ ଦୟନୀୟ ହେଲାଣି ରୋଗୀଙ୍କ ଅବସ୍ଥା । ହିମୋଗ୍ଲୋବିନ୍ କମିଯାଇଥିବା କାହା ପିଲାକୁ ଦିଆଯାଇପାରୁନି ରକ୍ତ ତ!-->!-->!-->…
ନଳା ଭିତରେ ଶ୍ରମିକଙ୍କୁ ମାରିଦେଲେ!
ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ବିଏମ୍ସିର ନଳା କାମ ଚାଲିଥିଲା। ଗାର୍ଡ ୱାଲ ପାଇଁ ଖୋଳୁଖୋଳୁ ନଳା କଡ଼ରେ ଥିବା ପାଚେରି ଭୁଶୁଡ଼ି ପଡ଼ିଲା। ପାଚେରି ତଳେ ରହିଗଲେ ଶ୍ରମିକ। ଉଦ୍ଧାର କଲାପରେ ହସ୍ପିଟାଲ୍ ନେଲେ। ହେଲେ ୨ଦିନ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆଖି ବୁଜିଲେ। ଠିକାଦାର ଓ!-->…
ଜିଦ୍ରେ ଅଟଳ ନର୍ସିଂ ସଂଘ
ଶୁକ୍ରବାରଠାରୁ ଜରୁରୀକାଳୀନ ସେବା ଠପ୍ ପାଇଁ ଚେତାବନୀ
ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ରାଜ୍ୟ ସରକାରଙ୍କ ଏସମାକୁ ଅଣଦେଖା କରି ନର୍ସିଂ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଦ୍ୱିତୀୟ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିଛି। ସରକାରଙ୍କ ସହିତ ଆଲୋଚନା ବିଫଳ ହେବା ପରେ ଗୁରୁବାର ନର୍ସିଂ ସଂଘ!-->!-->!-->…
ନାକରେ ରୁମାଲ ବାନ୍ଧି ଚିକିତ୍ସାକଲେ ଡାକ୍ତର
ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): କ୍ୟାପିଟାଲ ହସ୍ପିଟାଲର ସଫେଇ କର୍ମଚାରୀଙ୍କ ଆନ୍ଦୋଳନ ଆଜି ଦ୍ବିତୀୟ ଦିନରେ ପହଞ୍ଚିଛି। ଫଳରେ ହସ୍ପିଟାଲ ପରିସରରୁ ଆଜି ମଧ୍ୟ ଅଳିଆ ଉଠି ପାରିନାହିଁ। ତେଣୁ ଆଜି ହସ୍ପିଟାଲ ଦୁର୍ଗନ୍ଧରେ ଫାଟି ପଡ଼ିଥିଲା। ଡାକ୍ତର ନାକରେ ରୁମାଲ ବାନ୍ଧି ରୋଗୀ ଚିକିତ୍ସା!-->…
ଆନ୍ଦୋଳନ ଜାରିରଖିବେ ନର୍ସ
ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଆଲୋଚନା ବିଫଳ ହୋଇଛି। ନର୍ସିଂ କର୍ମଚାରୀମାନେ ଆସନ୍ତାକାଲି (୨୦୨୪ ସେପ୍ଟେମ୍ବର ୨୬) ଯାଏଁ ଜରୁରୀକାଳୀନ ସେବାରେ ନିୟୋଜିତ ହେବାକୁ ସ୍ଥିର କରିଛନ୍ତି। ଏହା ପରେ ସେପ୍ଟେମ୍ବର ୨୭ ତାରିଖ ଠାରୁ!-->…
ବଢ଼ୁଛି ଭିଟାମିନ-ଇ କ୍ୟାପସୁଲ୍ ଚାହିଦା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ବର୍ତ୍ତମାନ ସମୟରେ କ୍ୟାରିୟର ଚିନ୍ତା ସହିତ ଯୁବପିଢ଼ିଙ୍କ ଆଉ ଏକ ବଡ଼ ମୁଣ୍ଡବ୍ୟଥାର କାରଣ ପାଲଟିଛି କେଶ ଝଡ଼ିବା ଓ ଚର୍ମଜନିତ ସମସ୍ୟା। ପ୍ରତ୍ୟେକ ଦିନ ସାଙ୍ଗସାଥୀ ମେଳରେ ହେଉ ଅଥବା ସୋସିଆଲ ମିଡିଆରେ, ଏହା ପ୍ରମୁଖ ଚର୍ଚ୍ଚାର ବିଷୟ ପାଲଟିଛି।!-->!-->!-->…
ଶୁଆର ୨ଘଣ୍ଟାର ଅସ୍ତ୍ରୋପଚାର
୨୧ବର୍ଷ ଶୁଆର ହେଲା ସଫଳ ଟ୍ୟୁମର ଅସ୍ତ୍ରୋପଚାର।
ମାଲିକ ବିଶ୍ବକର୍ମା ଶୁଆ ବେକରେ ଗଣ୍ଠି ଭଳି ଥିବା ଅନୁଭବ କରି ପ୍ରାଣୀ ଚିକିତ୍ସକଙ୍କ ପରାମର୍ଶ ନେବା ପରେ ହୋଇଥିଲା ଅସ୍ତ୍ରୋପଚାର।
ନୂଆଦିଲ୍ଲୀ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ): ମଧ୍ୟପ୍ରଦେଶର ସତନା ଜିଲ୍ଲାରୁ ଏକ!-->!-->!-->!-->!-->!-->!-->!-->!-->…
ବିପଦରେ ଗନ୍ଧମାର୍ଦନର ଔଷଧୀୟ ଗଛ
ବରଗଡ଼ ଏବଂ ବଲାଙ୍ଗୀର ମଧ୍ୟସ୍ଥଳରେ ରହିଛି ଔଷଧୀୟ ଗଛର ପାହାଡ଼ ଗନ୍ଧମାର୍ଦନ।
ଏହା କେବଳ ପଶ୍ଚିମ ଓଡ଼ିଶା ନୁହେଁ ସମଗ୍ର ଦେଶ ପାଇଁ ବଡ଼ ଅବଦାନ।
ସ୍ଥାନୀୟ ବୈଦ୍ୟମାନଙ୍କ ଅନୁସାରେ ଏଠାରେ ସମୁଦାୟ ୨ ହଜାରରୁ ଅଧିକ ପ୍ରଜାତିର ଗଛ ମଧ୍ୟରୁ ୩୦୦ ପ୍ରଜାତିର ବ୍ୟବହାରଯୋଗ୍ୟ ଔଷଧୀୟ ଗଛ!-->!-->!-->!-->!-->!-->…
ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି
ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି ।
ସବୁ ଜିଲ୍ଲା ପାଇଁ ଏହି ଗାଇଡଲାଇନ ଜାରି ହୋଇଛି ।
ବିମାନ ବନ୍ଦର,ପୋର୍ଟ କର୍ତ୍ତୃପକ୍ଷଙ୍କ ପାଇଁ ମଧ୍ୟ ଗାଇଡଲାଇନ ଜାରି କରାଯାଇଛି।
ଭୁବନେଶ୍ବର,୧୯-୦୯-୨୦୨୪(ପିପିଏସ) : ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି । ସବୁ!-->!-->!-->!-->!-->!-->!-->!-->!-->…
ଝାଡ଼ାବାନ୍ତିରେ ପୁଣି ଜଣେ ମହିଳାଙ୍କ ମୃତ୍ୟୁ
ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚେପଟିଆମ୍ବା ଗ୍ରାମରେ ଝାଡ଼ାବାନ୍ତି ଜନିତ ମୃତ୍ୟୁ ଚିନ୍ତା ବଢ଼ାଉଛି।
ଏହି ଗାଁରେ ଶନିବାର ରାତିରେ ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି।
ପୂର୍ବରୁ ଏହି ଗାଁରେ ୩ ଜଣ ମହିଳା ଓ ଜଣେ ପୁରୁଷ ଜୀବନ ହାରିଛନ୍ତି।
ନବରଙ୍ଗପୁର/ଭୁବନେଶ୍ୱର,!-->!-->!-->!-->!-->!-->!-->!-->!-->…