Browsing Category

ବାଣିଜ୍ୟ

ଆସନ୍ତାକାଲି ‘ସୁଭଦ୍ରା’ ଯୋଜନାର ମୋଟ୍ ଲାଭାର୍ଥୀଙ୍କ ସଂଖ୍ୟା ୯୮ ଲକ୍ଷରେ ପହଞ୍ଚିବ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆସନ୍ତାକାଲି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ।

ଆଗାମୀ ଦିନରେ ଶିକ୍ଷା ବିଭାଗ ନିଯୁକ୍ତିର ବଡ଼ ଧମାକା ହେବାକୁ ଯାଉଛି: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୋଟିଏ ସରକାରୀ ଚାକିରି ପାଇବା ଏବେ ବହୁତ କଠିନ। ଏବେ ମଧ୍ୟ ସରକାରୀ ଚାକିରି ନିଯୁକ୍ତି କମ ଅଛି। ସାଧାରଣ ଲୋକ ସରକାରୀ କାର୍ଯ୍ୟାଳୟକୁ ଅନେକ ଆଶା ନେଇ ଆସନ୍ତି। ଭୁବନେଶ୍ୱର ୦୭-୦୨--୨୦୨୫(ପିପିଏସ) : ଗୋଟିଏ ସରକାରୀ ଚାକିରି ପାଇବା ଏବେ

ପୁଣି ଅଘଟଣ: ସ୍ପଞ୍ଜ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣ, ୪ ଶ୍ରମିକ ଗୁରୁତର

ଇସ୍ପାତ୍‌ ନଗରୀ ରାଉରକେଲାରେ ପୁଣି ଅଘଟଣ ଘଟିଛି। ରାଉରକେଲାରେ କ୍ରମାଗତ ତୃତୀୟ ଦିନରେ ଏହି ଅଘଟଣ ଘଟିଛି। ସ୍ଥାନୀୟ କଳୁଙ୍ଗା ଶିଳ୍ପାଞ୍ଚଳର ମହାବୀର ସ୍ପଞ୍ଜ କାରଖାନା ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ପୋରଣ  ଘଟିଛିl ଏଥିରେ ଚାରି  ଜଣ ଶ୍ରମିକ ଗୁରୁତର ହୋଇଛନ୍ତି l ରାଉରକେଲା: ଇସ୍ପାତ୍‌

୫ ବର୍ଷରେ ୫ ହଜାର କୋଟି ଖର୍ଚ୍ଚ ଯୋଜନା

ମୋହନଙ୍କ ଫୋକସ୍‌ରେ ଗାଁ ଆରମ୍ଭ ହେଲା ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଆଜିଠୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ‘ବିକଶିତ ଗାଁ, ବିକଶିତ ଓଡିଶା’। ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆରମ୍ଭ କରିଛନ୍ତି।

‘ସନାତନୀ’ ଚଳଚ୍ଚିତ୍ର ମାମଲା

ରିଲିଜ୍‌ ଉପରେ ଅଙ୍କୁଶ ପାଇଁ ମନାକଲେ ହାଇକୋର୍ଟ ଓଡ଼ିଆ ଚଳଚ୍ଚିତ୍ର ‘ସନାତନୀ’ର ରିଲିଜ୍ ଉପରେ ଅଙ୍କୁଶ ଲଗାଇବାକୁ ହାଇକୋର୍ଟ ଆଜି ମନା କରିଛନ୍ତି। ଅନ୍ୟପକ୍ଷରେ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ଦ୍ବାରା ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଥିବା ଦର୍ଶାଇ ଦାୟର ଦୁଇ ମାମଲାର

ଫେବ୍ରୁଆରି ୧୩ରୁ ବିଧାନସଭା ବ‌ଜେଟ୍ ଅଧିବେଶନ

 ୧୨ରେ ସର୍ବଦଳୀୟ ବୈଠକ ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ

ଜମୁଛି ଖଣ୍ଡଗିରି ମେଳା

ଉପରେ ଭଜନ-କୀର୍ତ୍ତନ ‌ ତଳେ ମନୋରଞ୍ଜନ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳାରେ ଜନଗହଳି ବଢ଼ିବାରେ ଲାଗିଛି। ଏବେ ପାହାଡ଼ ଉପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଦିନବେଳା ହୋମଯଜ୍ଞ ଚାଲୁଥିବା ବେଳେ ସଞ୍ଜ ହେଲେ ଭଜନ କୀର୍ତ୍ତନରେ ପରିବେଶ ପ୍ରକମ୍ପିତ ହେଉଛି। ଭୁବନେଶ୍ୱର

ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବ ପୁଲିସ

ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି ହେବ। ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ଦୀର୍ଘ ଦିନର ବ୍ୟବଧାନ ପରେ

ରାଜ୍ୟର ବିକାଶ ପାଇଁ ଅର୍ଥ କମିସନଙ୍କୁ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ଅର୍ଥ କମିସନଙ୍କ ସହିତ ହୋଇଥିବା ବୈଠକରେ ରାଜ୍ୟର ଆର୍ଥିକ ଦିଗ ଉପରେ ବିସ୍ତୃତ ଆଲୋଚନା ହୋଇଛି। ରାଜ୍ୟର ବିକାଶ ପାଇଁ ଅର୍ଥ କମିସନଙ୍କୁ ପ୍ରସ୍ତାବ ଦିଆଯାଇଛି। ଅର୍ଥ କମିସନଙ୍କ ନିକଟରେ ୧୨,୫୬, ୧୪୮ କୋଟିର ଦାବି କରାଯାଇଛି ଭୁବନେଶ୍ୱର

 କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। କଟକ/ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) :