Browsing Category

ବାଣିଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ପୂର୍ତ୍ତ ବିଭାଗ ସମୀକ୍ଷା: ନୂଆ ରୂପ ନେବ ତାରିଣୀ ମନ୍ଦିର

କେନ୍ଦୁଝର ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : କେନ୍ଦୁଝର ମା’ ତାରିଣୀ ମନ୍ଦିରର ବିକାଶ ସହ

ମୟୂରଭଞ୍ଜରେ ପ୍ରତିଷ୍ଠା ହେବ ‘ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ମୟୂରଭଞ୍ଜ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋନହ

କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟ ବିକଶିତ ଭାରତ ପାଇଁ ବଜେଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ଯୋଗୀଙ୍କୁ ପାଇଁ ନୂତନ ସୁଯୋଗ ସହ ଆତ୍ମନିର୍ଭର କରିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ହୋଇଛି। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) :

ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ : ହଟିଲା ରାଜ୍ୟ ସରକାରଙ୍କ ବାଧା

ଭୁବନେଶ୍ବର ରେଳ ଷ୍ଟେସନର ପୁନର୍ବିକାଶ କାର୍ଯ୍ୟ ଆଉ ପାଦେ ଆଗେଇଛି। ଷ୍ଟେସନର ମାଷ୍ଟରକ୍ୟାଣ୍ଟିନ ପାର୍ଶ୍ୱରେ ଏଲିଭେଟେଡ୍‌ ଡ୍ରାଇଭ୍‌ ୱେ ଏବଂ ପ୍ରବେଶ ଓ ପ୍ରସ୍ଥାନ ରାସ୍ତା ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ଭୁବନେଶ୍ବର

ମୋହନଙ୍କୁ ପ୍ରଶଂସା କଲେ ଜୟଶଙ୍କର

କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର କହିଥିଲେ, ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ ଭଳି। ଓଡିଶାର କଳା ଓ ସଂସ୍କୃତି ଅନନ୍ୟ। ଓଡିଶା ରାଜ୍ୟର କଳା ଓ ସଂସ୍କୃତି ସାରା ଦେଶରେ ପରିଚିତି ହାସଲ କରିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ

ରାସନ୍‌କାର୍ଡ ନେଇ ଚେତାବନୀ ଦେଲେ ମନ୍ତ୍ରୀ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବେ

ଭଲ ଚାକିରି ବା ଭଲ ଦରମା ପାଉଥିବା କର୍ମଚାରୀ ରାସନ୍‌କାର୍ଡ ଫେରାଇ ଦିଅନ୍ତୁ। ଦୁଇ ଦିନ ତଳେ ୧୨ ହଜାର ସରକାରୀ ଚାକିରିଆ ରାସନ୍‌କାର୍ଡ ଫେରାଇ ଦେଇଥିବା ଜଣାପଡ଼ିଥିଲା। ଆଜି ଏହି ସଂଖ୍ୟା ୨୦ ହଜାରରେ ପହଞ୍ଚିଛି। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ସରକାରୀ ଚାକିରିଆଙ୍କୁ ଏବେ

ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା

ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା

ଜମିବ ଖଣ୍ଡଗିରି ଯାତ୍ରା: ମନମୋହିବ ‘ସ୍ବାମୀ ପାଇଁ ପଛେ ନର୍କକୁ ଯିବି’

ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼। ୪ତାରିଖରୁ ମେଳା ଆରମ୍ଭ ହେଉଥିବାରୁ ବୁଧବାର ସନ୍ଧ୍ୟାରୁ ଖଣ୍ଡଗିରି ପାହାଡ଼ ଉପରେ ବିଭିନ୍ନ ସ୍ଥାନରେ ଆସ୍ଥାନ ଜମାଇଲେଣି ସାଧୁସନ୍ଥମାନେ। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼।

ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ

୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ

ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ ଭୁବନେଶ୍ୱର