Browsing Category

ବାଣିଜ୍ୟ

ମହାକୁମ୍ଭକୁ ଓଏସ୍‌ଆରଟିସି ବସ୍‌ ବାତିଲ,

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍‌ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) :

ଯାନବାହନର ଫିଟନେସ୍‌ ପରୀକ୍ଷା କରିବ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା

ଗାଡ଼ିଥିବା ଫିଟନେସ୍ ଠିକ ରହିବା ଆବଶ୍ୟକ। ଗାଡିର ଫିଟନେସ ଠିକ୍ ଥିଲେ ଦୁର୍ଘଟଣା ହ୍ରାସ ପାଇବ। ଲୋକଙ୍କର ଧନଜୀବନ ସୁରକ୍ଷିତ ରହିବ। କିନ୍ତୁ ଅବହେଳା କାରଣରୁ ଅନେକ ଲୋକ ସେମାନଙ୍କର ଗାଡ଼ିକୁ ଫିଟ୍‌ନେସ ରଖୁ ନାହାନ୍ତି। କଟକ, ୩୦-୦୧-୨୦୨୫(ପିପିଏସ ) : ରାଜ୍ୟ ସରକାର ଯାନବାହନ

ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍‌ରେ ସଫଳ, ୱେବ୍‌ସାଇଟ୍‌ରେ ବିଫଳ!

ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ ପାର୍ଥକ୍ୟ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବହୁ ଅଯୋଗ୍ୟ ରାସନ୍‌କାର୍ଡ ହାତେଇଥିବା, ଜାଲ୍

‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ ଏବଂ ଏହାର ଭବିଷ୍ୟତ ଉଜ୍ଜଳ ଓ ସ୍ୱର୍ଣ୍ଣିମ’

୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ ଚଳଚ୍ଚିତ୍ର ଶିଳ୍ପର ମାନ୍ୟତା ମିଳିଲା। ବିଗତ କିଛି ବର୍ଷରେ ବହୁ ଓଡ଼ିଆ ଚଳଚ୍ଚିତ୍ର ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଓ

୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ; ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି!

ଦୁଇ ଦିନିଆ ଶିଳ୍ପ ସମ୍ମିଳନୀରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍‌ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହା ବ୍ୟତୀତ ସିଇଓ ରାଉଣ୍ଡ୍‌ଟେବୁଲ୍‌, ମହିଳା ନେତୃତ୍ବ ରାଉଣ୍ଡ୍‌ଟେବୁଲ୍ ଓ ଏଡିଟର୍ସ ରାଉଣ୍ଡ୍‌ଟେବୁଲ୍ ଅନୁଷ୍ଠିତ ହୋଇଛି।

ଧାମରାରେ ଅବତରଣ କଲା ପ୍ରଥମ ବିମାନ

 ୧୨୦୦ ମିଟର ରନ୍‌ୱେରେ ଗଡ଼ିଲା ଶିଳ୍ପ ବିକାଶରେ ସହାୟକ ହେବ ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍‌ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି।

ଖଦୀ ମହୋତ୍ସବ ଉଦଘାଟିତ

କଟକ ୨୯-୦୧-୨୦୨୫(ପିପିଏସ ) : ଗ୍ରାମୀଣ ଭାରତର ଅଭିବୃଦ୍ଧି ଦ୍ୱାରା ହିଁ ଦେଶର ଅଭିବୃଦ୍ଧି ସମ୍ଭବ । ଦେଶର କୋଟି କୋଟି ଗ୍ରାମୀଣ ଜନସାଧାରଣଙ୍କ ଜୀବନକୁ ଉନ୍ନତ କରିବା ତଥା ରୋଜଗାର ବୃଦ୍ଧି କରିବା ଦ୍ୱାରା ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ପୂରଣ କରାଯାଇପାରିବ । କେନ୍ଦ୍ର

ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ

ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ

ଐତିହାସିକ ଅଭିଯାନରେ ଜୟପୁର ଝିଅ ଡାକ୍ତର ସରିତା ଦାରା

୧୨୪ ମହିଳାଙ୍କ ସହ ଆଣ୍ଟାର୍କଟିକା ଯାତ୍ରା ଆସନ୍ତାକାଲି ଠାରୁ ସପ୍ତାହ ବ୍ୟାପୀ ଦକ୍ଷିଣ ମେରୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଆଣ୍ଟାର୍କଟିକା ଗସ୍ତ କରିବେ ବିଶ୍ବର ୧୨୪ଜଣ ମହିଳା। ଏହି ଦଳରେ ସ୍ଥାନ ପାଇଛନ୍ତି କୋରାପୁଟର ପୂର୍ବତନ ସିଡିଏମ୍‌ଓ ତଥା ଜୟପୁର କୋରାପୁଟ/ଭୁବନେଶ୍ୱର

ବିକଶିତ ଭାରତରେ ଓଡ଼ିଶାର ଯୋଗଦାନ ଗୁରୁତ୍ବପୂର୍ଣ୍ଣ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ