Sign in							
							
								
									
											
										
											
		
					
								
			
			
	
										
									
								
							
												
				
				
				 Sign in
				
					
						
						
										
				
			
			Recover your password.
A password will be e-mailed to you.
Browsing Category
					
		
		ବାଣିଜ୍ୟ
ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ : ମୁଖ୍ୟମନ୍ତ୍ରୀ
					
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ନିବେଶ ପାଇଁ ଆହ୍ୱାନ ଦେଇ କହିଛନ୍ତି, ମୁଁ ସମସ୍ତଙ୍କୁ ସ୍ୱାଗତ କରୁଛି। ସମସ୍ତେ ଆସନ୍ତୁ ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ | ଏହା ପ୍ରକୃଷ୍ଟ ସମୟ |
ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) :  ଉତ୍କର୍ଷ ଓଡ଼ିଶା ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->!-->!-->…				
						ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫
					
‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ରେ ସମ୍ବୋଧିକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦ୍ଘାଟନ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।
ପୂର୍ବ ତୁଳନାରେ ୬ ଗୁଣା ଅଧିକ ଶିଳ୍ପପତି ସାମିଲ!-->!-->!-->!-->!-->!-->!-->…				
						ବ୍ୟାଙ୍କ ଯିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
					
‘ଏନ୍ପିସିଆଇଜନିତ ସମସ୍ୟା ଥିଲେ ବ୍ୟାଙ୍କ ଯାଆନ୍ତୁ ମହିଳା, ମିଳିଯିବ ସୁଭଦ୍ରା ଟଙ୍କା’
ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାର ନଥିବା ମହିଳା ଆବେଦନକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର!-->!-->!-->…				
						ଆଉ ୪ ଦିନ ‘ଇ-କେୱାଇସି’ ଅପଡେଟ୍ : ଯୋଗାଣ ମନ୍ତ୍ରୀ
					
ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି
ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଆଉ ୪ ଦିନ ପରେ!-->!-->!-->…				
						ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା
					
ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି
ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) :  ଜାନୁଆରି!-->!-->!-->…				
						‘ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ରୁ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଛି’
					
ଭାରତର ଶିଳ୍ପ ବିଳ୍ପବର ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ ଅଛି। ୭ ମାସ ମଧ୍ୟରେ ୧୫୯ ଶିଳ୍ପକୁ ଆମେ ମଞ୍ଜୁରୀ ଦେଇଛୁ। ରାଜ୍ୟକୁ ଏପର୍ଯ୍ୟନ୍ତ ୨ ଲକ୍ଷ ୭୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିଛି। ଏହା ଦ୍ବାରା ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
ଭୁବନେଶ୍ୱର!-->!-->!-->…				
						ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ….
					
ସ୍ବତନ୍ତ୍ର ସ୍ଥାୟୀ ଆର୍ଥିକ ବ୍ୟବସ୍ଥା କରିବା ପାଇଁ ଦାବି
କୋଣାର୍କ/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) :  ଭାରତ ବର୍ଷର ପ୍ରାଚୀନ ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରତୀକ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ ନିମନ୍ତେ ଉତ୍ତର ପ୍ରଦେଶର ପ୍ରସିଦ୍ଧ କୁମ୍ଭ ମେଳା ଓ!-->!-->!-->!-->!-->…				
						୪୦ ହଜାର ନିଯୁକ୍ତି ଦେବେ ରାଜ୍ୟ ସରକାର
					ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) :  ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍ ବଜେଟ୍ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,!-->…				
						ଓଡ଼ିଶା ଶ୍ରେଷ୍ଠ ନିବେଶ କ୍ଷେତ୍ର :ମୁଖ୍ୟମନ୍ତ୍ରୀ
					
ଐତିହାସିକ ହେବ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫
ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ରେ ଜାନୁଆରି ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍ମାନଙ୍କ ପାଇଁ ଖୋଲା ରହିବ। ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ।
ଭୁବନେଶ୍ୱର!-->!-->!-->!-->!-->…				
						ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ!
					ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର ୪ ଜଣ ଓ ପୁରୁଷୋତ୍ତମ ବ୍ଳକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି!-->…