Browsing Category

ବାଣିଜ୍ୟ

୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର

ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି

ପ୍ଲାଣ୍ଟ ଭିତରେ ତହସିଲଦାର ଓ ପୁଲିସ୍

 ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ିବା ଘଟଣା ରାଜଗାଙ୍ଗପୁର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା

ସିମେଣ୍ଟ ପ୍ଲାଣ୍ଟରେ ଅଘଟଣ: କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା

ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି ରାଜଗାଙ୍ଗପୁର/ଭୁବନେଶ୍ୱର

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରୁ ୪କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର କଷ୍ଟମ୍ସ  ବିଭାଗ ପକ୍ଷରୁ

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ  ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ ଉଦଘାଟନ କରିଛନ୍ତି। ଆଗକୁ ଲୋକଙ୍କ ଚାହିଦାକୁ ଦେଖି ବସ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କଟକ, ଭୁବନେଶ୍ୱର ଓ ପୁରୀକୁ ନେଇ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର

କଟକ,ଭୁବନେଶ୍ୱର ଓ ପୁରୀକୁ ନେଇ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର। ଏହି ତିନି ସ୍ଥାନର ଗମନାଗମନ ଓ ବିକାଶକୁ ଗୁରୁତ୍ୱ ଦେଇ ଏହି ଟ୍ରାଇସିଟିକୁ ଡେଭଲପ କରାଯିବ। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଭୁବନେଶ୍ୱର ୧୨-୦୧-୨୦୨୫(

ପୂର୍ବତଟ ରେଳପଥର ଘୋଷଣା: କୁମ୍ଭମେଳାକୁ ଓଡ଼ିଶାରୁ ଗଡ଼ିବ ୭ଟି ସ୍ବତନ୍ତ୍ର ଟ୍ରେନ୍‌

ରାତି ପାହିଲେ ତୀର୍ଥରାଜ ପ୍ରୟାଗରାଜ କୁମ୍ଭମେଳା-୨୦୨୫ ଆରମ୍ଭ ହେବ। ସୂର୍ଯ୍ୟୋଦୟ ପର୍ବରୁ ସାଧୁସନ୍ଥମାନେ ପବିତ୍ର ଗଙ୍ଗାନଦୀରେ ବୁଡ଼ ପକାଇବେ। ଏଥି ସହିତ ଦେଶ-ବିଦେଶରୁ ଜୁଟିଥିବା ଶ୍ରଦ୍ଧାଳୁମାନେ ମଧ୍ୟ ଶ୍ରଦ୍ଧାର ବୁଡ଼ ପକାଇବେ। ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ରାତି ପାହିଲେ

ଦାରିଙ୍ଗବାଡି ଶୀତ ମହୋତ୍ସବ ଉଦଘାଟିତ

ଦାରିଙ୍ଗବାଡି/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ଓଡ଼ିଶା ର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ରେ ୨୦୨୫ ମସିହା ଶୀତ ମହୋତ୍ସବ ଆୟୋଜନ କରାଯାଇଛି, ଏହା ୧୧ ରୁ ୧୩ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ, ଆଜି ଏହାର ଶୁଭ ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ସମିତି

ବିଦେଶୀ ପକ୍ଷୀଙ୍କଠାରେ ଲାଗିଲା ଟ୍ରାନ୍ସମିଟର୍‌: ୧୦ ମିନିଟ୍‌ ବ୍ୟବଧାନରେ ପକ୍ଷୀଙ୍କ ଉପସ୍ଥିତି ଜାଣିହେବ

ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଚିଲିକା। ସାତଦରିଆ ଡେଇଁ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଏଠାକୁ ଧାଇଁ ଆସିଛନ୍ତି। ‌କେଉଁ ପକ୍ଷୀ କେଉଁଠାରୁ ଆସିଛନ୍ତି ତାହା ଜଣାପଡ଼ୁ ନ ଥିଲେ ମଧ୍ୟ ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟୁଛନ୍ତି। ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ପକ୍ଷୀଙ୍କ କଳରବରେ ମୁଖରିତ

ବଳପୂର୍ବକ ବାଲିଘାଟ ଦଖଲ ଉଦ୍ୟମ

ଲିଜଧାରୀ ବ୍ୟବସାୟୀଙ୍କୁ ଗ୍ୟାଙ୍ଗଷ୍ଟରର ଧମକ-ଏତଲାର ପରେ ବି ତଦନ୍ତ ଆରମ୍ଭ ହୋଇନି-ଡିସିପିଙ୍କ ଦ୍ୱାରସ୍ଥ ହେଲେ ଅଭିଯୋଗକାରୀକଟକ, ୧୧-୦୧-୨୦୨୫(ପିପିଏସ ) : ବାଲିଘାଟ ଛାଡିବାକୁ ଲିଜଧାରୀଙ୍କୁ ଧମକ ଦେଇଛି ଗ୍ୟାଙ୍ଗଷ୍ଟର । ପ୍ରଥମେ ଲକ୍ଷାଧିକ ଟଙ୍କା ବଟି ନେବା ପରେ ଏବେ ପୂରା ବାଲିଘାଟ ଦଖଲ