Sign in
Sign in
Recover your password.
A password will be e-mailed to you.
Browsing Category
ବାଣିଜ୍ୟ
ବାଲି ଚୋରି ରୋକିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି: ସୁରେଶ ପୂଜାରୀ
ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର!-->…
ସୁଭଦ୍ରା ପୋର୍ଟାଲରୁ ଭୁଲରେ ନାମ ବାଦ୍ ପଡ଼ିଛି କି? ଚିନ୍ତା କରନ୍ତୁ ନାହିଁ…
ଖୁବ ଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର ସୂଚନା ପ୍ରଦାନ କରିଛନ୍ତି। ହେଲେ ଏବେ ବି ଦୁଇ ଲକ୍ଷରୁ ଊଦ୍ଧ୍ୱର୍ ଆବେଦନକାରୀ ସେମାନଙ୍କର ଇ-କେୱାସି କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି।
ଭୁବନେଶ୍ୱର!-->!-->!-->…
କଟକରେ ବିପୁଳ ପରିମାଣର ନକଲି ଟାୟାର ଓ ଟ୍ୟୁବ୍ ଜବତ
ଗୋଦାମ ସିଲ୍, ମାଲିକ ଗିରଫ
କଟକ-ଜଗତପୁର ୧୦-୦୧-୨୦୨୫ (ପିପିଏସ) : ଜଗତପୁର ଥାନା ଖଇରା ପୋଲ ନିକଟରେ ଥିବା ‘ଉତ୍କଳ ଡିଷ୍ଟ୍ରିବ୍ୟୁଟର’ ନାମକ ଗୋଦାମରୁ ଆଜି ଜଗତପୁର ଥାନା ପୁଲିସ ଚଢ଼ଉ କରି ବିପୁଳ ପରିମାଣର ନକଲି ଟାୟାର ଓ ଟ୍ୟୁବ୍ ଜବତ କରିଛି। ଗୋଦାମକୁ ସମ୍ପୂର୍ଣ୍ଣ ସିଲ୍ କରାଯିବା ସହ!-->!-->!-->…
ଆଇଟି ହବ୍ ହେବ ଓଡ଼ିଶା: ଅଶ୍ବିନୀ
ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ ରାଜ୍ୟର ଯୁବବର୍ଗଙ୍କୁ କୁଶଳୀ କରିବା ପାଇଁ ଲକ୍ଷ୍ୟ ରହିଛି।
ଭୁବନେଶ୍ୱର!-->!-->!-->…
ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଆଳୁରେ ସ୍ୱୟଂସମ୍ପୂର୍ଣ୍ଣ ହେବ ଓଡ଼ିଶା। ଆଳୁ ପାଇଁ କାହା ପାଖରେ ହାତ ପତାଇବାକୁ ଚାହୁଁନାହୁଁ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ଅପେକ୍ଷା!-->!-->!-->…
ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଏହି ଗସ୍ତ ଶେଷ ହେଲା ପରେ ସେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ ମହାମହିମ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ଦିବସରେ ଯୋଗଦେଇ ୨୭ ଜଣ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିଥିଲେ।
bijay!-->!-->!-->…
ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ: ଜୟଶଙ୍କର
ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଯୋଗଦେଇ କହିଛନ୍ତି,ପ୍ରତି ୨ବର୍ଷରେ ଥରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜିତ ହେଉଛି । ଏହା କେବଳ ଏକ ସମ୍ମିଳନୀ ନୁହେଁ
ଭୁବନେଶ୍ୱର ୦୯-୦୧-୨୦୨୫!-->!-->!-->…
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୪୮୦ କୋଟି ଟଙ୍କାରେ ଉନ୍ନୟନ ପ୍ରକଳ୍ପ
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ମୁଖ୍ୟ କ୍ୟାମ୍ପସରେ ଭିତ୍ତିଭୂମି ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ନିର୍ମାଣ ନିମନ୍ତେ ଭାରତ ସରକାରଙ୍କ ଅଧୀନରେ ଥିବା ଏନବିସିସି (ଇଣ୍ଡିଆ) ଲିମିଟେଡ ଦ୍ବାରା ୪୮୦ କୋଟି ଟଙ୍କା ବ୍ୟୟଅଟକଳରେ ନିର୍ମିତ ଏହି ପ୍ରକଳ୍ପ ଓଡ଼ିଶାରେ ପ୍ରଥମ ଥର ପାଇଁ!-->…
ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ
ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ।
ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା!-->!-->!-->…
ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ
ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି
!-->!-->!-->…