Browsing Category

ବାଣିଜ୍ୟ

ବିମାନବନ୍ଦରରୁ ୧୦ କୋଟିର ମାରିଜୁଆନା ଜବତ

ମାଲେସିଆ ଭାୟା ଓଡ଼ିଶା ହୋଇ କୋଲକାତା ଯାଉଥିଲା ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବଡ଼ଧରଣର ନିଶାଦ୍ରବ୍ୟ କାରବାରର ପର୍ଦ୍ଦାଫାସ କରିଛି କଷ୍ଟମ୍‌ ବିଭାଗ। ମାଲେସିଆ ରାଜଧାନୀ କ୍ବାଲାଲମ୍ପୁରରୁ ଉତ୍କଟ ନିଶାଦ୍ରବ୍ୟ ମାରିଜୁଆନା ନେଇ ଆସିବା ଭୁବନେଶ୍ୱର

କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର

ଆଜି ସକାଳେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନେ ପହଞ୍ଚିବା ଆରମ୍ଭ କଲେଣି। ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବି ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) :

୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ

ଡବଲ ଡେକର ବସ୍‌ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ

ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ଡବଲ ଡେକର ବସ୍‌ ଗଡ଼ିଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍‌ ଡେକର

ମହାପ୍ରସାଦ ନାଁରେ ଖଜା ବିକିପାରିବେନି:ଅରବିନ୍ଦ ପାଢ଼ୀ

ପୁରୀ/ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ରାୟଗଡ଼ା ରେଳ ଡିଭିଜନ୍‌ରୁ ଯାତାୟାତ, ପରିବହନ ସଂଯୋଗରେ ଉନ୍ନତି ଆଶା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ରାୟଗଡ଼ା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। ରାୟାଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୬

ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଜାନୁଆରି ୨୭ ତାରିଖରେ ସିଆଇଆଇ ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍‌ର ବୈଠକ ଅନୁଷ୍ଠିତ ହେବ। ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦବୋଧନ ଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ

ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକାଥରେ ସୁଭଦ୍ରାର ଦୁଇଟି କିସ୍ତି ମିଳିବ

ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା ଦେଇନାହାନ୍ତି। ସେ ଆହୁରି କହିଛନ୍ତି, ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି

ସୁରକ୍ଷା ମାଗିଲେ ୬ ବଡ଼ କମ୍ପାନି

ଆବଶ୍ୟକ ୧୦ ହଜାର ଫୋର୍ସ; ଖୋଲିବ ୪ ଓଆଇଏସ୍‌ଏଫ୍ ବାଟାଲିୟନ୍ କଟକ,୦୪-୦୧-୨୦୨୫ (ପିପିଏସ) : ଓଡ଼ିଶାରେ ୬ଟି ବଡ଼ କମ୍ପାନି ନିଜ ସଂସ୍ଥାର ସୁରକ୍ଷା ପାଇଁ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି। ଏଥିପାଇଁ ପାଖାପାଖି ୧୦ ହଜାର ପୁଲିସ ଫୋର୍ସର ଆବଶ୍ୟକତା ରହିଛି। ଓଡ଼ିଶା ପୁଲିସ୍‌ର