Browsing Category

ବାଣିଜ୍ୟ

କଟକରେ ମୁମ୍ବାଇର ନକଲି ଇଲିସି

‘ଇଲିସି’ କହି ଦୁଇଗୁଣା ମୂଲ୍ୟରେ ‘ତୁମ୍ବା’ ବିକ୍ରି କଟକ,୦୩-୦୧-୨୦୨୫(ବି.ଏନ .ଓ ) : ନକଲି ଖାଦ୍ୟ ସାମଗ୍ରୀ କାରବାରକୁ ନେଇ ବଦନାମ ହୋଇଥିବା କଟକ ସହରରେ ଏବେ ସବୁଠାରୁ ଦାମିକିଆ ମାଛ ‘ଇଲିସି’ର ନକଲି କାରବାର ଗ୍ରାହକଙ୍କ ପାଇଁ ଉଦବେଗର କାରଣ ହୋଇଛି। ଅବିକଳ ଇଲିସି ମାଛ ଭଳି ଦେଖିବାକୁ

୩ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍‌ର ପ୍ରାୟୋଜକ ହେବେ ଓଡ଼ିଶା ସରକାର

ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡ଼ିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର

ପୁରୀ ବିମାନବନ୍ଦରକୁ ଶୀଘ୍ର ମଞ୍ଜୁରି: ଆରମ୍ଭ ହେବ ଜମି ଅଧିଗ୍ରହଣ

ଖୁବ୍‌ଶୀଘ୍ର ପୂରଣ ହେବାକୁ ଯାଉଛି ଓଡ଼ିଶାର ନୂଆ ଅନ୍ତର୍ଜାତୀୟ ବିମାନବନ୍ଦର ସ୍ବପ୍ନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ପୁରୀରେ ତିଆରି ହେବାକୁ ଥିବା ବିମାନବନ୍ଦରକୁ ଖୁବ୍‌ଶୀଘ୍ର ନୀତିଗତ ମଞ୍ଜୁରି ମିଳିବ। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଖୁବ୍‌ଶୀଘ୍ର ପୂରଣ ହେବାକୁ ଯାଉଛି

ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ପରେ ଜାଗିଲା ମାଲକାନଗିରି ପୁଲିସ

ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଯାତ୍ରା ମଞ୍ଚରେ ସାହୁ ଭାଉଜଙ୍କ ଅଶ୍ଳୀଳ ନୃତ୍ୟ ପରିବେଷଣ ସମୟରେ ମାଥିଲି ଥାନା ଆଇଆଇସିଙ୍କ ଉପସ୍ଥିତିକୁ ନେଇ ବିବାଦୀୟ ପରିସ୍ଥିତି ଉପୁଜିବା ପରେ ସଜାଗ ହୋଇଛି ମାଲକାନଗିରି ପୁଲିସ। ଗତକାଲି ଆଇଟମ୍ ଗାର୍ଲ ନିଶା ମହାରଣାଙ୍କ ସମସ୍ତ

ମଣ୍ଡିରେ ପଶି ନିଜର ଖରାପ ଧାନକୁ ପାର କରିବାକୁ ଦଲାଲଙ୍କ ଉଦ୍ୟମ

ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଜିଲ୍ଲାରେ ଏବେ ମଣ୍ଡି ଜୋରସୋରରେ ଚାଲୁ ରହିଥିବା ବେଳେ ଏଫଏକ୍ୟୁ ଧାନକୁ ନେଇ ଟଣାଓଟରା ମଧ୍ୟ ଚାଲିଛି। ଜିଲ୍ଲାରେ ଏବେ ଦଲାଲ ମାତିଛନ୍ତି। ଜିଲ୍ଲାରେ ୧୪ଟି ଲ୍ୟାମ୍ପସ ଏବଂ ଏସଏଚଜି ଅଧିନରେ ୬୫ଟି ମଣ୍ଡି ଚାଲୁଥିବା ବେଳେ ମଣ୍ଡି ଆରମ୍ଭ ହୋଇ

‘ମନ୍ କି ବାତ୍’ରେ କଳାହାଣ୍ଡିର ଯୁବଚାଷୀ କୃଷ୍ଣଚନ୍ଦ୍ର ନାଗ

ଧର୍ମଗଡ଼/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଜିର ଆଧୁନିକ ଯୁଗରେ ଯୁବ ଗୋଷ୍ଠୀ ଚାଷ ପ୍ରତି ଆଗ୍ରହ ପ୍ରକାଶ କରୁନଥିବା ବେଳେ  କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ଜଣେ ଯୁବଚାଷୀ ଟମାଟୋ ଚାଷ କରି ନିଜେ ସ୍ୱାବଳମ୍ବୀ ହେବା ସହିତ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ବ ଲୋକଙ୍କୁ ନିଜ ବଗିଚାରେ

ଚାକିରି ନୁହେଁ, ନିଯୁକ୍ତିଦାତା ହେବାକୁ ପଡ଼ିବ: ଧର୍ମେନ୍ଦ୍ର

ଜଟଣୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଇଆଇଟି ଭୁବନେଶ୍ୱରକୁ ଗବେଷଣା ଓ ସୃଜନଶୀଳତାର ପେଣ୍ଠସ୍ଥଳୀ କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ରୁ ୭ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହାଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା ଏବଂ ବିକଶିତ

ଟ୍ରାଙ୍କୁଲାଇଜ ହେଲା ‘ଜୀନତ’

ବାରିପଦା/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରୁ ଖସି ଯାଇ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗରେ ପହଞ୍ଚି ଥିବା ୩ ବର୍ଷର ବାଘୁଣୀ ‘ଜୀନତ’ ରବିବାର ଟ୍ରାଙ୍କୁଲାଇଜ ହୋଇଛି। ପଶ୍ଚିମବଙ୍ଗର ବାଙ୍କୁଡ଼ା ଜିଲ୍ଲାରେ ବନ ବିଭାଗ ଟ୍ରାଙ୍କୁଲାଇଜ୍‌

ଅଙ୍ଗନବାଡି କେନ୍ଦ୍ର ଉପରେ ମହଙ୍ଗା ମାଡ଼ 

:-ଅପପୁଷ୍ଟି ମୁକାବିଲା ଯୋଜନା ବାଟବଣା  :-ଅଣ୍ଡା ଗୋଟାକୁ ୮ଟଙ୍କା, ମିଳୁଛି ୫ଟଙ୍କା, ଡାଲି ଦର ଛୁଇଁଲାଣି ଦୁଇ ଶତକ ଅସ୍ତରଙ୍ଗ/ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ପୁରୀ ଜିଲ୍ଲା ଅସ୍ତରଙ୍ଗ  ବ୍ଲକ ଅଞ୍ଚଳରେ ଅଣ୍ଡା ଦର ହୁ ହୁ ହୋଇ ବଢ଼ି ଚାଲିବା ସହ ଡାଲି ଦର କ୍ରମାଗତ ଭାବେ

ପାନ ଗଛରେ ପୋକ ;ଚାଷୀ ହତାଶ 

:-କାଳ ସାଜିଲା ଲଗାଣ ବର୍ଷା  :-ଅମଳ ହ୍ରାସ, କାଁ ଭାଁ ବିକ୍ରି  :-ପାନ କଡା ପିଛା ୩୦ରୁ ୪୦ଟଙ୍କା  ଅସ୍ତରଙ୍ଗ,୨୮-୧୨-୨୦୨୪(ପିପିଏସ) : ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। କେବଳ ଧାନ ଫସଲ ନୁହେଁ ପରିବା ଫସଲ ସହ ପାନ ଚାଷୀଙ୍କର ମଧ୍ୟ ବହୁ କ୍ଷତି ହୋଇଛି।