Sign in
Sign in
Recover your password.
A password will be e-mailed to you.
Browsing Category
ବାଣିଜ୍ୟ
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଡେସ୍କ୍, ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମହାପ୍ରଭୁ କାଳିଆ ସାଆନ୍ତଙ୍କ ଉଦ୍ଦେଶ୍ୟରେ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇଂରାଜୀ ବର୍ଷ-୨୦୨୫ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ଉଭୟ ୱାଲ୍ ଏବଂ ଡେସ୍କ୍ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛିl କ୍ୟାଲେଣ୍ଡର!-->…
ପାରାଦୀପରେ ୬୧ହଜାର କୋଟିର ନାପ୍ଥା ପ୍ରକଳ୍ପ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ପାରାଦୀପରେ ଏକ ନାପ୍ଥା କ୍ରାକର୍ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି। ସେଥିରେ ୬୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଭାରତୀୟ ତୈଳ ନିଗମ ସେହି ପ୍ରକଳ୍ପ ସ୍ଥାପନ କରିବ। ତାହା ହେବ ଦେଶର ଅନ୍ୟତମ ସର୍ବବୃହତ ନାପ୍ଥା ପ୍ରକଳ୍ପ। ସେଥିରେ ରାଜ୍ୟ!-->…
ଅସାଧୁ ବ୍ୟବସାୟୀଙ୍କୁ ନିସ୍ତାର ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ୧୯୮୬ ମସିହା ଡିସେମ୍ବର ୨୪ତାରିଖରେ ଉପଭୋକ୍ତା ସୁରକ୍ଷା ଆଇନ ପ୍ରଣୟନ ହୋଇଥିଲା। ଏହି ଆଇନରେ ବ୍ୟବସାୟୀ ସଂସ୍ଥାକୁ ଉତ୍ତରଦାୟୀ କରିବା ପାଇଁ ଯଥେଷ୍ଟ ପ୍ରାବଧାନ ନ ଥିଲା। ଏହାର ସୁଯୋଗ ନେଇ ୨୦୧୦ ମସିହାରେ ଓଡ଼ିଶାରେ ଟିଟ୍ଫଣ୍ଡ ସଂସ୍ଥା ମାଧ୍ୟମରେ!-->…
ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ!-->…
ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ କଲେନି ବିଜେଡି ସରକାର: ମନମୋହନ ସାମଲ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଖୁବ୍ ଶୀଘ୍ର ଜମାକାରୀଙ୍କୁ ମିଳିବ ଚିଟଫଣ୍ଡ ଟଙ୍କା। ଏନେଇ ସରକାର ଚିନ୍ତା କରୁଛନ୍ତି। ଖୁବଶୀଘ୍ର ନୀତିଗତ ନିଷ୍ପତ୍ତି ନିଆଯାଇ ପୂରା ପ୍ରକ୍ରିୟାକୁ ଶେଷ କରାଯିବ। ଏକଥା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହାସହ କମିଶନର ରିପୋର୍ଟ!-->…
ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି : ପ୍ରଧାନମନ୍ତ୍ରୀ
ଦେଶକୁ ବିଶ୍ୱଗୁରୁ କରାଇବାକୁ ହେଲେ ଯୁବ ଗୋଷ୍ଠୀ ଆତ୍ମନିର୍ଭର ହେବା ଉଚିତ : ଆଇନ ମନ୍ତ୍ରୀ
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି ଓ ସେମାନଙ୍କ ସାମର୍ଥ୍ୟକୁ ଉଜାଗର କରୁଛି। ଭାରତର ଯୁବ ପିଢ଼ି ନୂଆ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ଓ ସବୁ!-->!-->!-->…
ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ : ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ ତାରିଖରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ!-->…
ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍ସିରେ ଏ ନେଇ ସ୍ବତନ୍ତ୍ର!-->…
ପୁରୁଣା ଗାଡ଼ି ବିକ୍ରି ଉପରେ ଲାଗିବ ୧୮% ଜିଏସଟି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଯଦି ଆପଣ ନିଜର ପୁରୁଣା କାରକୁ ବିକ୍ରି କରି ସେହି ଟଙ୍କାରେ ନୂଆ କାର୍ କିଣିବାକୁ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଚିନ୍ତାର ଖବର ଆସିଛି, କାରଣ ସରକାର ପୁରୁଣା ଗାଡି ବିକ୍ରି ଉପରେ ଜିଏସଟି ହାର ୧୮%କୁ ବୃଦ୍ଧି କରିଛନ୍ତି।!-->…
ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା
ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭଦ୍ରକ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ ୪ ହଜାର ୩ ଶହ ୮୨ କୋଟି ଟଙ୍କା ବିନିଯୋଗ କରିବାକୁ ଇଣ୍ଡିଆନ୍ ଅଏଲ୍ ଅନୁମୋଦନ କରିଥିବା ହେତୁ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->!-->!-->…