Browsing Category

ବାଣିଜ୍ୟ

ରେଳ ଷ୍ଟେସନ୍‌ରେ ଶୁଖିଲା ମହାପ୍ରସାଦ ବିକ୍ରି ପ୍ରସଙ୍ଗ

ସାଂସଦଙ୍କ ପ୍ରସ୍ତାବକୁ ସେବାୟତଙ୍କ ବିରୋଧ ଓଡ଼ିଶାର ପ୍ରମୁଖ ରେଳ ଷ୍ଟେସନ୍‌ରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ବିକ୍ରି ପାଇଁ ଗତକାଲି ସଂସଦରେ ପ୍ରସ୍ତାବ ରଖିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର। ଏହାକୁ ବିରୋଧ କରିଛନ୍ତି ସେବାୟତ। ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ବି ସାଂସଦଙ୍କ ଏହି

ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) :

ପୁନରୁଦ୍ଧାର ହେବ ଆସିକା ଚିନିକଳ

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) :  ଆସିକା ଚିନିକଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ।  ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ସଦସ୍ୟ ଭାବେ

ସଂଜୟ ମାଲହୋତ୍ରା ନୂଆ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର

ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ସେ ୧୧ ତାରିଖରେ ଦାୟିତ୍ବ ଗ୍ରହଣ କରିବେ ଓ ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ନୂଆଦିଲ୍ଲୀ/ଭୁବନେଶ୍ୱର

ଭଦ୍ରକରେ ଖୁବ ଶୀଘ୍ର ମେଡିକାଲ କଲେଜ:ସ୍ୱାସ୍ଥ୍ୟ ମନ୍ତ୍ରୀ

୫୦୦୦ ଡାକ୍ତର ଓ ୩୦୦୦ ପାରା ମେଡିକାଲ ଷ୍ଟାଫଙ୍କୁ ନିଯୁକ୍ତି ଦେବେ ସରକାର ଭଦ୍ରକ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) :  ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବ ବୋଲି ଆଜି ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।ମୁଖ୍ୟମନ୍ତ୍ରୀ ମୋହନ ଚରଣ

ସାନ ଘାଗରାରେ ଟ୍ରି ବ୍ରିଜ୍‌ ୱାକ୍‌ ଓ ଟି ପାର୍ଟି ଅନ୍‌ ଟ୍ରି

BIJAY KUMAR PANDA ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ ରହିଛି। କେନ୍ଦୁଝର/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) :  

ମହାକୁମ୍ଭରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ କରିଛନ୍ତି।

ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି।

ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ

ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।

ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ

ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ  ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା