Browsing Category

ବାଣିଜ୍ୟ

କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……

କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା...... କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ । କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ

ନୂଆବର୍ଷରେ ଉତ୍ସବମୟ ହେବ ରାଜଧାନୀ: ସରକାର ବଦଳିବା ପରେ ନୂଆ ପରିକଳ୍ପନାରେ କାର୍ଯ୍ୟକ୍ରମ

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ଓଡ଼ିଶା ନିର୍ମାଣ କନ୍‌କ୍ଲେଭ୍‌, ଅର୍ନ୍ତଜାତୀୟ ପୁଷ୍ଟି ଶସ୍ୟ ସମ୍ମିଳନୀ, ହକି ବିଶ୍ବକପ୍‌ ଓ ଏକାମ୍ର ଉତ୍ସବ ପରି ବଡ଼ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରି ଚର୍ଚ୍ଚାରେ ଥିଲା ବିଜେଡି ସରକାର। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ପ୍ରଥମ ବିଶ୍ବ ଓଡ଼ିଆ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍ ସେବା : ଆଇଟି ମନ୍ତ୍ରୀ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାକୁ ନେଇ ଉତ୍ତର ରଖି ଏହା କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ

ଚଢ଼ାଦରରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ: ରେଟ ଚାର୍ଟ ମାରିବାକୁ ତାଗିଦ୍

ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବା‌ବେଳେ ଚଢ଼ାଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗ ଆଧାରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। କଟକ ଛତ୍ରବଜାରର ବିଭିନ୍ନ ଦୋକାନ ଓ ଗୋଦାମରେ ଚଢ଼ଉ କରାଯାଇଛି। ସେହିପରି ଭୁବନେଶ୍ୱର ୪ ନମ୍ବର ମାର୍କେଟରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି

୩ ବର୍ଷରେ ୧୨୫ କୋଟି ଲୁଟିଛନ୍ତି ସାଇବର ଲୁଟେରା: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର ୩୬୮ଟି ମାମଲା ରୁଜୁ ହୋଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି।

ବିଧବାଙ୍କୁ ଠକିଲେ ବ୍ୟାଙ୍କ ଅଧିକାରୀ: ଲୁଟିନେଲେ ୨ କୋଟି ୩୦ ଲକ୍ଷ

କଟକ ବାଦାମବାଡ଼ିରେ ଜଣେ ବିଧବା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୨ କୋଟି ୩୦ ଲକ୍ଷ ଟଙ୍କା ହଡ଼ପ ହୋଇଛି। ବ୍ୟାଙ୍କର ରିଲେସନସିପ୍ ମ୍ୟାନେଜର ମହିଳାଙ୍କ ଦସ୍ତଖତ ନେଇ ତାଙ୍କ ଆକାଉଣ୍ଟରୁ ଏହି ଟଙ୍କା ହଡ଼ପ କରିଛନ୍ତି। କଟକ,୦୧-୧୨-୨୦୨୪ (ପିପିଏସ ) : କଟକ ବାଦାମବାଡ଼ିରେ ଜଣେ ବିଧବା

ବରଗଡ଼ ଧନୁଯାତ୍ରା

ଏଥର ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ ବରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ନୂଆ କଂସ ମିଳିଛି। ଏଥର ଭୁବନେଶ୍ବର ପ୍ରଧାନ କଂସ ଭୂମିକାରେ ଅବତୀର୍ଣ୍ଣ ହେବେ। ଧନୁଯାତ୍ରା ସମୟରେ ବରଗଡ଼ ସହରରେ ରାଜ୍

‘୨୦୨୭ ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ’

ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ। ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ଚଳାଚଳ କରିବ। ଭୁବନେଶ୍ୱର

ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର

ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି। ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି। ଲକ୍ଷ୍ମଣନାଥ ଟୋଲ୍ ଗେଟ୍‌ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ ଆସୁଥିବା ଆଳୁଗାଡ଼ିକୁ ଅଟକିଛି ଜଳେଶ୍ୱର/ଭୁବନେଶ୍ୱର

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,

ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ ବଲିଉଡ୍‌ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪