Sign in
Sign in
Recover your password.
A password will be e-mailed to you.
Browsing Category
ବାଣିଜ୍ୟ
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି
କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି।
ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ!-->!-->!-->!-->!-->!-->!-->…
ଗନ୍ଧମାର୍ଦ୍ଦନ ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ:ଉପମୁଖ୍ୟମନ୍ତ୍ରୀ
ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ।
ଭୁବନେଶ୍ୱର ୨୭-୧୧-୨୦୨୪!-->!-->!-->…
ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ
କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି।
ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ!-->!-->!-->!-->!-->…
ଆର୍ବିଆଇ ଗଭର୍ଣ୍ଣର ଅସୁସ୍ଥ
ଚେନ୍ନାଇ/ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ଆର୍ବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ!-->…
କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ
କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ!-->…
୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ୟରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ କାମ ଆରମ୍ଭ ହୋଇଛି।
ସୁନ୍ଦରଗଡ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) :!-->!-->!-->…
ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା
ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି।!-->…
ସରିଲା କଟକ ବାଲିଯାତ୍ରା: ଶେଷ ଦିନରେ ୧୩ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ
କଟକ,୨୪-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଶେଷ ହୋଇଛି। ଶେଷ ଦିନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୧୩ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ପଡ଼ିଆ ବୁଲିଥିବା ପୁଲିସ-ପ୍ରଶାସନ ପକ୍ଷରୁ ଆକଳନ କରାଯାଉଛି। ଭିଡ଼ ଏଭଳି ଅସମ୍ଭାଳ ହୋଇଥିଲା ଯେ ରାଜପଥରୁ!-->!-->!-->…
ଘୋର ଅବବ୍ୟସ୍ଥାରେ ଏକ ନମ୍ୱର ହାଟ
ରାଜଧାନୀର ସବୁଠାରୁ ଜନବହୁଳ ହାଟ କହିଲେ ୟୁନିଟ୍-୧ ହାଟକୁ ବୁଝାଏ। ଏ ହାଟରେ ଯାବତୀୟ ଜିନିଷ ଶସ୍ତାରେ ମିଳୁଥିବାରୁ ପ୍ରତିଦିନ ହଜାର ହଜାର ଗ୍ରାହକଙ୍କର ସମାଗମ ହୋଇଥାଏ। ସହର ସହ ଉପକଣ୍ଠ ଓ ଆଖପାଖ ଜିଲ୍ଲାର ଗ୍ରାହକମାନେ ଏଠାରୁ ନିୟମିତ କିଣାକିଣି କରନ୍ତି।
ଭୁବନେଶ୍ୱର ୨୪-୧୧-୨୦୨୪!-->!-->!-->…
ଓଡ଼ିଶାକୁ ମୁଁ ପୂର୍ବ ଭାରତରେ ବିକାଶର ଇଞ୍ଜିନ ଭାବେ ଦେଖୁଛି: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଉଛି। ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ, ଓଡ଼ିଆ ଭାଗବତର ରଚୟିତା!-->…