Sign in
Sign in
Recover your password.
A password will be e-mailed to you.
Browsing Category
ବାଣିଜ୍ୟ
ବଢ଼ିଲା ଏଲ୍ପିଜି ଦର; ଆହୁରି ୬୨ ଟଙ୍କା ଅଧିକରେ କିଣିବେ ଗ୍ରାହକ
ଦୀପାବଳି ପରେ ପରେ ଲୋକଙ୍କୁ ଲାଗିଛି ବଡ଼ ଧରଣର ଝଟ୍କା।
ଆଜିଠାରୁ ଏଲ୍ପିଜି ଗ୍ୟାସ୍ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍ ଉପରେ ଏଲ୍ପିଜି ଦର ବୃଦ୍ଧି କରିଥିବା ସୂଚନା ରହିଛି।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) :!-->!-->!-->!-->!-->!-->!-->…
ପୁଣି ମହଙ୍ଗା ମାଡ଼: ବଢ଼ିଲା ପେଟ୍ରୋଲ-ଡିଜେଲ ଦର
ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଉପଭୋକ୍ତାଙ୍କ ଉପରେ ଗୋଟିଏ ପରେ ଗୋଟିଏ ମହଙ୍ଗା ମାଡ଼ ଜାରି ରହିଛି। ପେଟ୍ରୋଲ ଡିଜେଲ ଦର ବୃଦ୍ଧି ପାଇଛି। ଦୀପାବଳି ଉତ୍ସବରେ ବୁଡି ରହିଥିବା ଲୋକଙ୍କୁ ପୁଣି ଥରେ ମୁଦ୍ରାସ୍ଫୀତିର ସମ୍ମୁଖୀନ ହେବାକୁ ପଡ଼ିବ। ୧ ନଭେମ୍ବରଠାରୁ ନୂତନ ଦର!-->…
ୟୁରୋପ ପାଇଁ ଇନ୍ଧନ ଯୋଗାଣରେ ଆଗୁଆ ଭାରତ
ଇନ୍ଧନ ଯୋଗାଣ ମାମଲାରେ ଭାରତ ୟୁରୋପର ଏକ ପ୍ରମୁଖ ଯୋଗାଣକାରୀ ପାଲଟିଛି। କରୋନା ମହାମାରୀ ସମୟରେ ୟୁରୋପର ତୈଳ ବିଶୋଧନାଗାର ବନ୍ଦ ହେବା ଏବଂ ପରେ ରୁଷିଆ-ୟୁକ୍ରେନ ଯୁଦ୍ଧ ଭାରତକୁ ଇନ୍ଧନ ଯୋଗାଣ ପାଇଁ ଏକ ସୁଯୋଗ ଦେଇଥିଲା।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଇନ୍ଧନ!-->!-->!-->!-->!-->…
ଓଡିଶାକୁ ଫେରିବ ପୋସ୍କୋ : ସାଂସଦ ବିଭୁ ତରାଇ
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଜେଏସଡବ୍ଲୁ ସହ ମିଶି ପୋସ୍କୋ ବୃହତ୍ ପ୍ରକଳ୍ପ ସ୍ଥାପନ କରିବାକୁ ଆଗ୍ରହ ପ୍ରକାଶ କରିଥିବା ସୂଚନା ମିଳିଛି। ଏନେଇ ଜଗତସିଂପୁର ସାଂସଦ ବିଭୁ ତରାଇ କହିଛନ୍ତି, ସ୍ଥିର ସରକାର ରହିଲେ ଶିଳ୍ପପତିଙ୍କ ଆସ୍ଥା ବଢେ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର!-->…
କର୍ମଚାରୀଙ୍କ ଆନ୍ଦୋଳନ: ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍
ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍। ଠିକା କଂପାନିର ଅଧିକାରୀଙ୍କ ମନମୁଖୀ ପ୍ରତିବାଦରେ ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଫଳରେ ଯାତ୍ରୀମାନେ ହଇରାଣ ହରକତ ହେଉଥିବା ପରିଲକ୍ଷିତ ହେଉଛି।
ସମ୍ବଲପୁର/ଭୁବନେଶ୍ୱର!-->!-->!-->!-->!-->…
କମୁଛି ମାଟି ଦୀପର ଚାହିଦା:ଚିନ୍ତାରେ କୁମ୍ଭାର ପରିବାର
ଝରିଗାଁ/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଦିନ ଥିଲା ମାଟି ସାମଗ୍ରୀ ବିକ୍ରି କରି ବେଶ ଦୁଇ ପଇସା ରୋଜଗାର କରୁଥିଲେ କୁମ୍ଭାର ସମ୍ପ୍ରଦାୟର ଲୋକେ।କିନ୍ତୁ ସଂପ୍ରତି ପ୍ଲାଷ୍ଟିକ, ଷ୍ଟିଲ, ଭଳି ଘରୋଇ ଉପକରଣ ମିଳିବା ପରେ ମାଟି ସାମଗ୍ରୀର ଚାହିଦା ଆଶାତୀତ ଭାବେ କମି ଯାଇଛି। କେବଳ!-->…
ସ୍ମୃତିକୁ ଖୋଜୁଛି ପାରଳାଖେମୁଣ୍ଡି
ରେଳ ଯୋଗାଯୋଗ କ୍ଷେତ୍ରରେ ପାରଳାଖେମୁଣ୍ଡିର ସମୃଦ୍ଧ ଇତିହାସ ରହିଛି। ବ୍ରିଟିସ୍ ଶାସନ ତଥା ଭାରତ ସ୍ବାଧୀନତାର ପ୍ରାୟ ଅର୍ଦ୍ଧ ଶତାବ୍ଦୀ ପୂର୍ବରୁ ଏଠାରେ ରେଳ ଗଡ଼ିଥିଲା।
ପାରଳାଖେମୁଣ୍ଡି/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ରେଳ ଯୋଗାଯୋଗ କ୍ଷେତ୍ରରେ ପାରଳାଖେମୁଣ୍ଡିର ସମୃଦ୍ଧ!-->!-->!-->!-->!-->…
ବେଆଇନ ବାଣ ଗୋଦାମ ରେ ପୋଲିସ ର ଚଢ଼ାଉ
ରାଉରକେଲା/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ରାଜଗାଙ୍ଗପୁର ଗତ କାଲି ରାତ୍ର ରେ ସୁବାଷ ବୋଷ ଛକ ନିକଟ ଦୋକାନ ରୁ ଲକ୍ଷଧିକ ଟଙ୍କା ର ବେଆଇନ ଭାବେ ବାଣ ଗଛିତ କରିଥିବା ଗୋଦାମ କୁ ପୋଲିସ ଛପା ମାରି ବହୁ ପରିମାଣ ର ବାଣ ଜବତ କରିଥିବା ଜଣା ଯାଇଛି l କୌଣସି ସୂତ୍ରରୁ ରାଜଗାଙ୍ଗପୁର!-->…
ଯୋଗାଣ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ।
ଭାପୁର,୨୫-୧୦-୨୦୨୪(ପିପିଏସ) : ବାତ୍ୟା ' ଦାନା ' କୁ ନେଇ ସାଧାରଣ ଜନତା ଯେତିକି ଆତଙ୍କିତ ହୋଇଥିଲେ ସେତିକି ନିତ୍ୟ ବ୍ୟବହାର୍ଯ୍ୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ଦେଖି ମଧ୍ୟବିତ୍ତ ପରିବାର ତଥା ଗରିବ ଶ୍ରେଣୀ ର ପରିବାର କଷ୍ଟରେ ଜୀବନଯାପନ କରୁଛନ୍ତି। ଅସାଧୁ ବ୍ୟବସାୟୀ ମାନେ ଆଳୁ,!-->…
ପର୍ଯ୍ୟଟକଙ୍କ ପାଇଁ ଆହୁରି ୩ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
ବାତ୍ୟା ଯୋଗୁ ଶିମିଳିପାଳ ଅଭୟାରଣ୍ୟକୁ ଗତ ୨୩ ତାରିଖ ଠାରୁ ପର୍ଯ୍ୟଟକମାନଙ୍କର ପ୍ରବେଶ ବାରଣ ରହିଛି। ଏବେ ଉତ୍ତର ଓଡ଼ିଶାରେ ବର୍ଷା ଜାରି ରହିଥିବାରୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ଅଭୟାରଣ୍ୟ ଆହୁରି ୩ ଦିନ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ।
!-->!-->!-->!-->!-->…