Browsing Category

ବାଣିଜ୍ୟ

ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି

ଅନଲାଇନ ପେମେଣ୍ଟ୍ ଉପରେ ଲାଗିବ ୧୮% ଜିଏସଟି !

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର ଅନୁଷ୍ଠିତ ଜିଏସଟି କାଉନସିଲ ବୈଠକରେ ଡେବିଟ୍ ଓ କ୍ରେଡିଟ୍ କାର୍ଡ ତଥା ଅନଲାଇନ ପେମେଣ୍ଟକୁ ନେଇ ବଡ ନିଷ୍ପତ୍ତି ନିଆଯାଇଛି । ଗଣମାଧ୍ୟମ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୦୦ ଟଙ୍କାରୁ କମ୍ କ୍ରେଡିଟ୍ କାର୍ଡ, ଡେବିଟ୍ କାର୍ଡ

ଓଡ଼ିଶାରେ ଉତ୍ପାଦନ ହେବ ସିଲିକନ୍ କାର୍ବାଇଡ୍‌: ଦେଶର ପ୍ରଥମ କାରଖାନା

ଭୁବନେଶ୍ୱର/୦୮-୦୯-୨୦୨୪(ପିପିଏସ): ରାଜ୍ୟରେ‌ ସେମିକଣ୍ଡକ୍ଟର ଉତ୍ପାଦନର ଭିତ୍ତି ପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇନ୍‌ଫୋଭ୍ୟାଲିର ଇଏମ୍‌ସି ପାର୍କରେ ‘ଆର୍‌ଆଇଆର୍‌ ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌’ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହା ହେଉଛି ଦେଶର ପ୍ରଥମ ସିଲିକନ୍

ମେଟ୍ରୋ ଟ୍ରେନ୍‌ ପାଇଁ ମାଟି ପରୀକ୍ଷା

ଫରେଷ୍ଟ ପାର୍କରୁ ଗଛକଟାକୁ ବିରୋଧ ଭୁବନେଶ୍ୱର/୦୮-୦୯-୨୦୨୪(ପିପିଏସ): ଗତ ଏପ୍ରିଲ୍‌ ମାସରେ ଜନପଥରେ ମେଟ୍ରୋ ଟ୍ରେନ୍‌ ଧାରଣା ବିଛା ଯିବା ପାଇଁ ସର୍ଭେ ହୋଇଥିଲା। ଏହା ପରେ ପରେ ଥମି ଯାଇଥିବା ମେଟ୍ରୋ ଟ୍ରେନ୍‌ ପ୍ରସଙ୍ଗ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଫରେଷ୍ଟ ପାର୍କ ଦେଇ ଯିବାକୁ

ଖୁବ୍‌ଶୀଘ୍ର କମିବ ପେଟ୍ରୋଲ ଦର! ୨ରୁ ୩ ଟଙ୍କା କମିବା ସମ୍ଭାବନା

୨ରୁ ୩ ଟଙ୍କା କମିବା ସମ୍ଭାବନାମାର୍ଚ୍ଚ ୧୪ରେ ୨ ଟଙ୍କା କମିଥିଲା୭୩ ଡଲାର ତଳେ ଅଶୋଧିତ ତେଲ ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୭୩ ଡଲାର ତଳକୁ ଏବେ ଖସିଆସିଛି। ଏଥିସହିତ ଆମେରିକା, ଚୀନ ଏବଂ ୟୁରୋପୀୟ ଦେଶଗୁଡ଼ିକରେ ମଧ୍ୟ

ରତ୍ନଭଣ୍ଡାର ପାଇଁ ତିଆରି ହେବ ହାଇସିକ୍ୟୁରିଟି ଭଲ୍‌ଟ

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ

ଗ୍ରାମ୍ୟଜଙ୍ଗଲ ଜମିକୁ ବିବାଦରେ ଇଡ୍‌କୋ!  କାର୍ଯ୍ୟାନୁଷ୍ଠାନ ଦାବିକଲେ ବିଧାୟକ

ରାଉରକେଲା/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ସରକାରଙ୍କ ଲ୍ୟାଣ୍ଡ ବ୍ୟାଙ୍କରୁ ଜମି ପାଇଥିବା ଇଡ୍‌କୋ ଶିଳ୍ପପ୍ରତିଷ୍ଠା ପାଇଁ ବ୍ୟବସାୟୀ ଓ ଶିଳ୍ପପତିମାନଙ୍କୁ ନୀତିନିୟମ ଅନୁଯାୟୀ ଜମି ଆବଣ୍ଟନ କରିବା କଥା। କିନ୍ତୁ ସୁନ୍ଦରଗଡ଼ ଜିଲ୍ଲାର ଏହାର ବହୁ ବ୍ୟତିକ୍ରମ ଦେଖିବାକୁ ମିଳିଛି।

ଓଡ଼ିଶାରୁ ଦୁବାଇ ଗଲା ଡ୍ରାଗନ୍‌

ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ) : ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର କାର୍ଗୋ ଟର୍ମିନାଲରୁ ପ୍ରଥମ ଥର ଲାଗି ଡ୍ରାଗନ ଫଳର ରପ୍ତାନୀ ହୋଇଛି। ବଲାଙ୍ଗିର ଜିଲାର ପାଟଣାଗଡ଼ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଫାର୍ମରେ ହୋଇଥିବା ଏହି ଡ୍ରାଗନ ଫଳ

ବିଲେଇ ମଳରୁ ତିଆରି ମାହାଙ୍ଗା କଫି

ନୂଆଦିଲ୍ଲୀ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ) : ସୀମିତ ମାତ୍ରାରେ କଫି ସେବନ କରିବା ଦ୍ୱାରା ଏହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଦୁନିଆରେ ଅନେକ କଫି ପ୍ରେମୀ ରହିଛନ୍ତି । ବିଦେଶରେ ଲୋକମାନେ ବିଭିନ୍ନ ପ୍ରକାର କଫି ପିଇବାକୁ ପସନ୍ଦ କରନ୍ତି । ଦୁନିଆର ସବୁଠାରୁ ମହଙ୍ଗା କଫି

ଏଥର ଐତିହାସିକ ବାଲିଯାତ୍ରା ଜାରି ରହିବ ୮ ଦିନ

ଐତିହାସିକ ବାଲିଯାତ୍ରା ପାଇଁ କଟକ ଜିଲ୍ଲା ପ୍ରଶାସନ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ନଭେମ୍ବର ୧୫ରୁ ମହାନଦୀପଠାରେ ବାଲିଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ। କଟକ/୦୫-୦୯-୨୦୨୪(ପିପିଏସ ): ଐତିହାସିକ ବାଲିଯାତ୍ରା ପାଇଁ କଟକ