Browsing Category

ବାଣିଜ୍ୟ

ମାସ ଆରମ୍ଭରୁ ଝଟ୍‌କା : ବଢ଼ିଲା ଏଲ୍‌ପିଜି ଗ୍ୟାସ୍ ଦର

ନୂଆଦିଲ୍ଲୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପୁଣି ବଢ଼ିଲା ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ଦର। କମର୍ସିଆଲ୍‌ ଗ୍ୟାସ୍‌ ସିଲିଣ୍ଡର ଦରରେ ବୃଦ୍ଧି ପାଇଛି ସିଲିଣ୍ଡର ପିଛା ୩୯ ଟଙ୍କା। ଫଳରେ ଦିଲ୍ଲୀରେ ୧୯ କେଜି ଗ୍ୟାସ୍‌ ସିଲିଣ୍ଡର ଦର ୧୬୯୧.୫୦ ପଇସାକୁ ବୃଦ୍ଧି ହୋଇଛି। ସେହିପରି

ଟାଟା ପାୱାର ବିରୋଧରେ ହଲ୍ଲାବୋଲ : ସ୍ମାର୍ଟ ମିଟର ଖୋଲି ଗ୍ରୀଡ୍ ଆଗରେ ଫୋପାଡ଼ିଲେ ଶହଶହ ଚାଷୀ

*ସ୍ମାର୍ଟ ମିଟର ନାଁରେ ଶୋଷଣ ତାତିଲେ ଲୋକେ*ଘରୁ ଉପାଡିଲେ ବିଦ୍ୟୁତ୍‌ ମିଟର*ଟାଟା ପାୱାର ଗ୍ରୀଡ୍ ଅଫିସ ଆଗରେ ଫିଙ୍ଗିଲେ ବରଗଡ଼/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବରଗଡ଼ ଜିଲ୍ଲାର କେନପାଲି, ଭଟଲି ଓ ଘେଁସ ଅଞ୍ଚଳରେ ଚାଷୀମାନେ ସ୍ମାର୍ଟ ମିଟର ଧରି ବିଶାଳ ଶୋଭାଯାତ୍ରାରେ ଟାଟା ପାୱାର

ଭାରତର ଶ୍ରେଷ୍ଠ ଧନୀ ହେଲେ ଗୌତମ ଆଦାନୀ : ଦ୍ଵିତୀୟ ସ୍ଥାନରେ ମୁକେଶ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଧନୀ ତାଲିକାରେ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଛନ୍ତି ଗୌତମ ଆଦାନୀ। ବର୍ତ୍ତମାନ ଭାରତର ସବୁଠୁ ଧନୀ ହେଉଛନ୍ତି ଗୌତମ ଆଦାନୀ। ତାଙ୍କ ସମ୍ପତ୍ତି ମୂଲ୍ୟ 11.6 ଲକ୍ଷ କୋଟି ଟଙ୍କା। ହୁରୁନ ଇଣ୍ଡିଆ ରିପୋର୍ଟରେ ଏହା

ଦୀର୍ଘ ୩୦ବର୍ଷ ପରେ ‘କୁଲି’ ସିନେମାରେ ଏକାଠି ନଜର ଆସିବେ ଅମୀର ଖାନ ଏବଂ ରଜନୀକାନ୍ତ

ଏହି ଦୁଇ ସୁପରଷ୍ଟାର ଶେଷ ଥର ପାଇଁ ୧୯୯୫ ଚଳଚ୍ଚିତ୍ର 'ଆତଙ୍କ ହିଁ ଆତଙ୍କ'ରେ ଏକାଠି କାମ କରିଥିଲେ। ମୁମ୍ବାଇ/ଭୁବନେଶ୍ୱର ୨୮-୦୮-୨୪(ପିପିଏସ): ବଲିଉଡର ଆମୀର ଖାନ ଏବଂ ଦକ୍ଷିଣ ଭାରତୀୟ ସିନେମାର ସୁପରଷ୍ଟାର ରଜନୀକାନ୍ତ ପୁଣି ଥରେ ବଡ ପରଦାରେ ଏକାଠି କାମ କରିବାକୁ ପ୍ରସ୍ତୁତ ଅଛନ୍ତି।

କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୁରଣ:ମତ୍ସ ଓ ପଶୁ ସମ୍ପଦ ମନ୍ତ୍ରୀ

କ୍ଷତିପୂରଣ ବାବଦରେ ଛୋଟ କୁକୁଡ଼ାକୁ ୨୦ ଟଙ୍କା ଓ ବଡ଼ କୁକୁଡ଼ାକୁ ୭୦ ଟଙ୍କା ଭୁବନେଶ୍ୱର ୨୮-୦୮-୨୪(ପିପିଏସ): ବାର୍ଡ଼ ଫ୍ଲୁ'କୁ ନେଇ ମତ୍ସ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଚାଷୀମାନଙ୍କୁ କ୍ଷତିପୂରଣ ବାବଦରେ ଛୋଟ କୁକୁଡ଼ାକୁ ୨୦

ଜନ୍ମାଷ୍ଟମୀରେ ୫୦୦ କୋଟି ବେପାର: ଦେଶରେ ୨୫ ହଜାର କୋଟି

ଭୁବନେଶ୍ବର/ନୂଆଦିଲ୍ଲୀ/୨୮-୦୮-୨୪(ପିପିଏସ): ଚଳିତ ବର୍ଷ ଜନ୍ମାଷ୍ଟମୀକୁ ବଡ଼ ଉତ୍ସାହ ଓ ଉଲ୍ଲାସର ସହ ପାଳନ କରାଯାଇଛି। ଏହି ଉତ୍ସବକୁ ମିଷ୍ଟାନ୍ନ, ପିଠା, ପୋଷାକ ଆଦି ଜରିଆରେ ପାଳନ କରାଯାଉଥିବାରୁ ସେହି ବ୍ୟବସାୟୀମାନେ ବିଶେଷ ଭାବେ ଲାଭବାନ ହୋଇଛନ୍ତି। ଭାରତୀୟ ବ୍ୟବସାୟୀ ମହାସଂଘ

ସମୁଦ୍ରରେ ବୁଡ଼ିଗଲା ପଣ୍ୟବାହୀ ଜାହାଜ : ୧୧ ନାବିକଙ୍କୁ ଉଦ୍ଧାର କଲା ତଟରକ୍ଷୀ ବାହିନୀ

ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ପଶ୍ଚିମବଙ୍ଗ ସାଗରଦୀପଠାରୁ ୧୬୨ କି.ମି. ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି । ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ ପାଟ୍ରୋଲିଂ ଜାହାଜ ସାରଙ୍ଗ ଓ ଅମୋଘପହଞ୍ଚି ୧୧ ଜଣ ନାବିକଙ୍କୁ

ଓଡ଼ିଶାରେ ଚିହ୍ନଟ ହେଲା ବାର୍ଡଫ୍ଲୁ : ଚିକେନ୍ ନଖାଇବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ରାଜ୍ୟରେ ବାର୍ଡଫ୍ଲୁ ଚିହ୍ନଟ ହେବାପରେ ଆଗାମୀ କିଛିଦିନ ପାଇଁ ଚିକେନ୍ ନଖାଇବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ପରାମର୍ଶ ଦେଇଛନ୍ତି । ତେବେ ଆତଙ୍କିତ ହେବାର କୌଣସି କାରଣ ନାହିଁ, ସରକାର ସ୍ଥିତିକୁ

ସରକାରୀ ଯାନ ଚାଳନା ତାଲିମ କେନ୍ଦ୍ର ବୃଦ୍ଧି ହେବ:ପରିବହନ ମନ୍ତ୍ରୀ

ବ୍ରହ୍ମପୁର/ଭୁବନେଶ୍ୱର/୨୫-୦୮-୨୪ (ପିପିଏସ):  ଗଞ୍ଜାମ ଜିଲା ବ୍ରହ୍ମପୁରରେ ଥିବା ସରକାରୀ ଯାନଚାଳନା ପ୍ରଶିକ୍ଷଣ କେନ୍ଦ୍ର ପ୍ରଥମ ବର୍ଷ ପୂରା କରିଛି। ଏହି ଅବସରରେ ପାଲୁର ହିଲ୍‌ସ ସ୍ଥିତ ତାଲିମ ପ୍ରତିଷ୍ଠାନରେ ଆୟୋଜିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

ସ୍ମାର୍ଟସିଟିର ଅସଜଡ଼ା ପାର୍କିଂ ବ୍ୟବସ୍ଥା: ୪୦ କୋଟିର ମଲ୍‌ଟି କାର୍‌ ପାର୍କିଂ ପ୍ରକଳ୍ପ କାମରେ ଆସୁନି

ଭୁବନେଶ୍ବର/ରାଉରକେଲା/୨୫-୦୮-୨୪ (ପିପିଏସ): ସ୍ମାର୍ଟସିଟିରେ ପାର୍କିଂ ସମସ୍ୟା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଲାଣି। ବିଶେଷକରି ବୀର୍ସା ଛକରୁ ଉଦିତନଗର ଆମ୍ବେଦକର ଛକ ପର୍ଯ୍ୟନ୍ତ, ପାର୍କିଂସ୍ଥାନର ଘୋର୍‌ ଅଭାବ। ଫଳରେ ଗ୍ରାହକ ଓ ଦୋକାନି ଯାବତୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।