Browsing Category

ବାଣିଜ୍ୟ

ବାଂଲାଦେଶରେ ଫସିଛି ଆଦାନିଙ୍କ ୬୭୧୧ କୋଟି

ନୂଆଦିଲ୍ଲୀ/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): ବାଂଲାଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ଭାରତକୁ ବିଭିନ୍ନ କ୍ଷେତ୍ରରେ ପ୍ରଭାବିତ କରିଥିବା ବେଳେ ସେଥିରୁ ଦେଶର ଦ୍ବିତୀୟ ବଡ଼ ଧନୀ ଗୌତମ ଆଦାନି ବାଦ୍‌ ପଡ଼ିନାହାନ୍ତି। ବାଂଲାଦେଶକୁ ନେଇ ତାଙ୍କ ଚିନ୍ତା ବଢ଼ିଯାଇଛି। ଆଦାନି ଗ୍ରୁପ୍‌ର

କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି । ନିଷିଦ୍ଧ ଔଷଧ ତାଲିକାରେ ରହିଛି କେଶ ବୃଦ୍ଧି, ତ୍ୱଚାର ଯତ୍ନ ଏବଂ ଯନ୍ତ୍ରଣା ଉପଶମ, କିମ୍ବା ମଲ୍ଟିଭିଟାମିନ୍, ଆଣ୍ଟିପାରାସିଟିକ୍ସ, ଆଣ୍ଟିଆଲର୍ଜିକ୍ସ ଏବଂ ଆହୁରି ଅନେକ ଔଷଧ ।

ଅନୀଲ ଅମ୍ବାନୀଙ୍କୁ ସିକ୍ୟୁରିଟିଜ୍‌ ମାର୍କେଟରୁ ବାସନ୍ଦ କଲା ସେବି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୮-୨୪ (ପିପିଏସ ): ବିଶିଷ୍ଟ ଶିଳ୍ପପତି ଅନୀଲ ଅମ୍ବାନୀଙ୍କୁ ସିକ୍ୟୁରିଟିଜ୍‌ ମାର୍କେଟ(ପ୍ରତିଭୂତି ବଜାର)ରୁ ବାସନ୍ଦ କରିଛି ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି)। ଅନୀଲଙ୍କ ସମେତ ଅନ୍ୟ ୨୪ଟି ସଂସ୍ଥାକୁ ବି ସେବି ପକ୍ଷରୁ ବାସନ୍ଦ କରାଯାଇଛି। ୫ ବର୍ଷ

ବିଧାନସଭାରେ କହିଲେ ଖଣିମନ୍ତ୍ରୀ : ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ

ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ବିଧାନ ସଭାରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଦେଇଥିବା ବୟାନ ସାରା ଓଡିଶାକୁ ଚମକାଇ ଦେଇଛି l ଗୁରୁବାର ଅଧିବେଶନରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀ

ହଟିଲା ବିବାଦ : ଓଡ଼ିଶାକୁ ପ୍ରବେଶ କଲା ପଶ୍ଚିମ ବଙ୍ଗର ଆଳୁ ଟ୍ରକ

ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଆଳୁକୁ ନେଇ ଗତକିଛି ଦିନ ହେଲା ଲାଗି ରହିଥିବା ଅଚଳାବସ୍ଥା ଏବେ ଦୂର ହେବାକୁ ଯାଉଛି । କାରଣ ଯେଉଁ ବ୍ୟାରିକେଡ କରି ପଶ୍ଚିମବଙ୍ଗ ସରକାର ଆଳୁ ଟ୍ରକକୁ ଅଟକାଇଥିଲେ ଏବେ ତାହା ଖୋଲି ଦିଆଯାଇଛି । ଫଳରେ ଓଡ଼ିଶାକୁ ପଶ୍ଚିମବଙ୍ଗର ଆଳୁ ଟ୍ରକ ପ୍ରବେଶ କରିଛି ।

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଲଗାତାର ଦ୍ଵିତୀୟ ଥର ପାଇଲେ ‘ଏ+’ ମାନ୍ୟତା’’

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୧-୮-୨୪ (ପିପିଏସ ) : ପୁଣି ଶୀର୍ଷ ମାନ୍ୟତା ପାଇଲେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ । ଆମେରିକାସ୍ଥିତ ଗ୍ଲୋବାଲ ଫାଇନାନ୍ସ ପତ୍ରିକା ପକ୍ଷରୁ ଲଗାତର ଦ୍ଵିତୀୟ ବର୍ଷ ପାଇଁ ବୈଶ୍ଵିକ ସ୍ତରରେ ଶୀର୍ଷ କେନ୍ଦ୍ରୀୟ ବ୍ୟାଙ୍କର୍

ପଚାଶ ଉପରେ ପିଆଜ ଦର : ଶହେ ଛୁଇଁବ ବାଇଗଣ, କଲରା, ଭେଣ୍ଡି, ଜହ୍ନି, କାକୁଡ଼ି

ଭୁବନେଶ୍ବର/କଟକ,୨୧-୮-୨୪ (ପିପିଏସ ) : ଆଳୁର ମୂଲ୍ୟ ଶୀର୍ଷରେ ରହିଥିବା ବେଳେ, ଖୁଚୁରା ବଜାରରେ ଆକାଶଛୁଆଁ ହୋଇଛି ପିଆଜ ଦର। ଗତ ମାସରେ କିଲୋ ପିଛା ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଥିବା ପିଆଜ ଦର ଗତ ୧୫ଦିନ ମଧ୍ୟରେ ୫୦ ଟଙ୍କା ଅତିକ୍ରମ କରିଛି। ମହାରାଷ୍ଟ୍ରରେ ବର୍ଷା ଯୋଗୁଁ ପିଆଜ ଫସଲ

ଆଳୁ ପରେ ବଢ଼ିଲା ପିଆଜ ଦର : ଖାଉଟି ମୁଣ୍ଡରେ ଚଡ଼କ

ଭୁବନେଶ୍ୱର,୨୦-୮-୨୪(ପିପିଏସ) : ରାଜ୍ୟରେ ଆଳୁ ଦର ବୃଦ୍ଧି ପରେ ଏବେ ଉପର ମୁହାଁ ହୋଇଛି ପିଆଜ । କିଛି ଦିନ ମଧ୍ୟରେ ପିଆଜ ଦର ୧୦ ଟଙ୍କା ବୃଦ୍ଧି ପାଇଥିବା ଜଣାପଡିଛି । ଏବେ ବଜାରରେ ପିଆଜ କିଲୋ ପ୍ରତି ୫୦ଟଙ୍କାରେ ବିକ୍ରି ହେଉଛି । ନାସିକରୁ ରାଜ୍ୟକୁ ପିଆଜ କମ ପରିମାଣରେ ଆସୁଥିବାରୁ ଦର

ଜେଏନୟୁରେ ଆର୍ଥିକ ସଙ୍କଟ:ସମ୍ପତ୍ତି ବିକ୍ରି କରିବ ଶିକ୍ଷାନୁଷ୍ଠାନ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୦୮-୨୪ (ପିପିଏସ: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ବା ଜେଏୟୁ ଭାରତର ଏକ ଜଣାଶୁଣା ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ | ଗତ କିଛିବର୍ଷ ମଧ୍ୟରେ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟକୁ ମଧ୍ୟ ଦେଶର ଏକ ନମ୍ବର ବିଶ୍ୱବିଦ୍ୟାଳୟ ଭାବେ ଘୋଷଣା କରାଯାଇଛି | ଦେଶର ବଡ ବଡ଼

ଅସ୍ତରଙ୍ଗ ରାକ୍ଷୀ ବଜାରରେ ଭିଡ଼

:-ଫ୍ୟାନସି, ଷ୍ଟୋନ ରାକ୍ଷୀର ଚାହିଦା ବେଶୀ:-ଅନଲାଇନି କାରଣରୁ ବ୍ୟବସାୟୀ ମାନ୍ଦାଅସ୍ତରଙ୍ଗ :୧୭-୦୮-୨୪ (ପିପିଏସ ):ଭାଇ ଭଉଣୀ ଙ୍କ ସ୍ନେହ ପ୍ରୀତିର ବନ୍ଧନର ରାକ୍ଷୀ। ରାକ୍ଷୀ ପାଇଁ ଏବେ ଅସ୍ତରଙ୍ଗ ବଜାର ଚଳଚଞ୍ଚଳ। ଅଗଷ୍ଟ ୧୯ତଥା ରାତି ପାହିଲେ ରକ୍ଷା ବନ୍ଧନ ଥିବା ବେଳେ ରଙ୍ଗ ବେରଙ୍ଗର