Sign in
Sign in
Recover your password.
A password will be e-mailed to you.
Browsing Category
ବାଣିଜ୍ୟ
କମ୍ ପିଅ, କିନ୍ତୁ ଭଲ ପିଅ: ମାଣ୍ଡିଆରୁ ତିଆରି ହେବ ମଦ
ଓଡ଼ିଶାରେ ମାଣ୍ଡିଆରୁ ତିଆରି ହେବ ମଦ। ଏଥିପାଇଁ ଆଗ୍ରହୀ ମଦ ତିଆରି କମ୍ପାନୀକୁ ସବ୍ସିଡି ଯୋଗାଇଦେବେ ରାଜ୍ୟ ସରକାର। ୨୦୨୫-୨୬ ଅବକାରୀ ନୀତିକୁ ନେଇ ଆଜି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏଭଳି କିଛି ଯୋଜନା ହୋଇଛି।
ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ଓଡ଼ିଶାରେ!-->!-->!-->…
ଗୋଟିଏ ଖଣି ପାଇଁ ୯୮ କୋଟି ଦଣ୍ଡ: ଏନ୍ଜିଟିଙ୍କ ରାୟ ପରେ ଖଣି ମାଲିକ ଛାନିଆ
ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, ପରିବେଶ କ୍ଷତି ଓ ଅନ୍ୟାନ୍ୟ କ୍ଷତିପୂରଣ ବାବଦରେ ୯୮ କୋଟି ୩୧ ଲକ୍ଷ ୪୯ ହଜାର ୧୩୫ ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) :!-->!-->!-->…
ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ
ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି!-->!-->!-->…
ସରକାରୀ ପ୍ରେସର ୫ବର୍ଷର ଆୟ ସୂଚନା
ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି ଭୂଷଣ ଜେନା ସୂଚନା ପ୍ରଦାନ!-->…
ଓଡ଼ିଶାରେ ସୁନା ଖଣି, ଗୋଟିଏ ବ୍ଲକ ନିଲାମ ହେବ: ମନ୍ତ୍ରୀ
ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ କେନ୍ଦ୍ର ସରକାର ନିଲାମ କରିବେ ବୋଲି ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି
ଭୁବନେଶ୍ୱର: ଓଡ଼ିଶାର ଦୁଇଟି ଜିଲ୍ଲାରେ ସୁନା ଭଣ୍ଡାର ମିଳିଛି ଏବଂ ସେଥିମଧ୍ୟରୁ ଗୋଟିଏ ଖଣିଜ ବ୍ଲକକୁ!-->!-->!-->…
ପଶ୍ଚିମ ଓଡ଼ିଶା ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା ଖର୍ଚ୍ଚ ହୋଇଛି
ଭୁବନେଶ୍ୱର!-->!-->!-->…
ଭୁବନେଶ୍ବର ଏମ୍ସରେ: ନିଯୁକ୍ତି ଜାଲିଆତି
ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି
ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର!-->!-->!-->…
ମୃତବ୍ୟକ୍ତି ଖାଉଥିଲେ ରାସନ ଚାଉଳ: ଯୋଗାଣମନ୍ତ୍ରୀ
୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା
ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର!-->!-->!-->…
୧୦୦୦ ଏକର ବିଶିଷ୍ଟ ଲାଣ୍ଡବ୍ୟାଙ୍କ ପ୍ରତିଷ୍ଠା କରାଯିବ, ସ୍ଥାପନ ହେବ ୮ଟି ମଲିଟି-ମୋଡାଲ ଲଜିଷ୍ଟିକ୍ସ ପାର୍କ
ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଉପସ୍ଥାପିତ ବଜେଟରେ ରାଜ୍ୟରେ ଶିଳ୍ପ ବିକାଶ ଓ ପୁଞ୍ଜିନିବେଶ ଆକୃଷ୍ଟ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ଶିଳ୍ପ ସଂସ୍ଥା ମାନଙ୍କ ପାଇଁ ଏକ ୧୦୦୦ ଏକର ବିଶିଷ୍ଟ ଲାଣ୍ଡ ବ୍ୟାଙ୍କ ପ୍ରତିଷ୍ଠା କରାଯିବ ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ରାଜ୍ୟ!-->!-->!-->…
ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିଭାହ ଯୋଜନା
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ମହିଳା ସଶକ୍ତୀକରଣ ଉପରେ ବିଶେଷ ଗୁରୁତ୍ବ ଦିଆଯାଇଛି । ତେବେ ସରକାର ଗରିବ ଝିଅମାନଙ୍କ ବିବାହ ପାଇଁ ଏକ ଗଣ ବିବାହ ଯୋଜନା!-->…