Browsing Category

ବାଣିଜ୍ୟ

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ

ଉପକୂଳ ରାଜପଥରେ ମିଳିବ ଅତ୍ୟାଧୁନିକ ସୁବିଧା: କିଲୋମିଟର ହିସାବରେ ଟୋଲ୍‌ କଟିବ

ବହୁପ୍ରତିକ୍ଷୀତ ଉପକୂଳ ରାଜପଥ ନିର୍ମାଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବଡ଼ପୋଖରିଆ-ଦୀଘା ପର୍ଯ୍ୟନ୍ତ ହେବାକୁ ଥିବ‌ା ଏହି ରାଜପଥ ପ୍ରଥମ ପର୍ଯ୍ୟାୟରେ ୧୬୩ କିଲୋମିଟର ପାଇଁ ‌ଟେଣ୍ଡର ଆହ୍ବାନ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚ୍‌ଏଆଇ)। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) :

‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର

ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ରାଜଧାନୀରେ ଏକ ଫ୍ଲାଏ ଓଭର କାମ ଆମ୍ଭ ହେବ। ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି

ଚାକିରି ନାମରେଲ କ୍ଷାଧିକ ଟଙ୍କା ଠକେଇ

ଡାବୁଗାଁ/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଂଚଳରେ ଚାଞ୍ଚଲ୍ୟ। ୧୯ ଜଣ ନିରୀହ ଆଦିବାସୀ ଯୁବକଙ୍କୁ ସିକ୍ୟୁରିଟି ଗାର୍ଡ ନିଯୁକ୍ତି ଦେବି କହି ଜଣେ ଦଲାଲ ଲକ୍ଷାଧିକ ଟଙ୍କା ଠକେଇ କରିଛି। ଏ ନେଇ ଆଜି ଠକାମୀର ଶିକାର ହୋଇଥିବା କିଛି ଯୁବକ ଡାବୁଗାଁ

୧୩,୬୦୦ ଦେଶୀ ମଦ ପାଉଚ୍‌ ଜବତ

ଇସ୍ପାତ ସହରରେ ପୁଣି ଦେଶୀ ମଦ ମାଫିଆଙ୍କ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ନିୟମିତଭାବେ ସହରକୁ ମଦ ଚୋରାଚାଲାଣ ହେଉଛି। ଓଡ଼ିଶା ସୀମାନ୍ତ ବୀରମିତ୍ରପୁର, କୁଆରମୁଣ୍ଡା, ବିଶ୍ରା ଆଦି ଅଞ୍ଚଳରୁ ଦେଶୀ ମଦ ଅଣାଯାଉଛି ରାଉରକେଲା/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଇସ୍ପାତ ସହରରେ ପୁଣି

ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ

ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣାକୁ ନେଇ ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି କ୍ରୀଡ଼ା ବିଭାଗ। କାହିଁକି ମ୍ୟାଚ୍ ବେଳେ ଲାଇଟ୍ ବନ୍ଦ ହେଲା ୧୦ଦିନ ଭିତରେ ଉତ୍ତର ରଖିବାକୁ ଏଥିରେ ନିର୍ଦ୍ଦେଶ

ଧଉଳି-କଳିଙ୍ଗ ମହୋତ୍ସବ ଉଦ୍‌ଯାପିତ

ରୋମାଞ୍ଚ ଭରିଲା ଶୁମ୍ଭ-ନିଶୁମ୍ଭ ବଧ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନ ମିଳିତ ଆନୁକୂଲ୍ୟରେ ଶାନ୍ତିସ୍ତୂପ ପାଦଦେଶରେ ୩ଦିନ ଧରି ଚାଲିଥିବା ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ଉଦ୍‌ଯାପିତ ହୋଇଛି। ଭୁବନେଶ୍ୱର

ପ୍ରେମକୁ ଅକ୍ଷୁଣ୍ଣ ରଖିବ ଟେଡି

ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’ ପ୍ରେମୀଯୁଗଳଙ୍କ ମଧ୍ୟରେ ଖୁବ ଲୋକପ୍ରିୟ। ଚକଲେଟ ଡେ’ର ଜୀବନରେ ମଧୁରତା ଭରିଥିବା ବେଳେ ଟେଡି ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଟେଡି ଦିଆନିଆ ହେବେ। ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’

କନ୍ଧମାଳ ଜିଲ୍ଲାରେ ରୋଜଗାର ଶୂନ: ଯୁବପିଢ଼ି ଦାଦନ ମୁଁହା

କନ୍ଧମାଳରେ ବିକାଶର ନଗ୍ନ ଚିତ୍ର ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି। ଜିଲ୍ଲାରେ ସରକାରଙ୍କ ମନରେଗା ଯୋଜନା ଫେଲ୍ ହୋଇଛି। ଦାଦନ ପାଇଁ ପୋଷ୍ଟର ଗାଁ ଗାଁରେ ଲାଗିଛି। ଦାଦନ ଶ୍ରମିକଙ୍କୁ ନେଇ ପ୍ରତ୍ୟକ ସପ୍ତାହରେ ବସ୍ କେରଳ ଯାଉଛି ଘୁ.ଉଦୟଗିରି/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) :