Browsing Category

ଅପରାଧ

ମାଟିରେ ମିଶିବ ବୈକୁଣ୍ଠଧାମ ଆଶ୍ରମ

ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିବ। ମାଇକ୍ ଯୋଗେ ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି। ସରକାରୀ ଜମି ଜବର ଦଖଲ କରି ବୈକୁଣ୍ଠଧାମ ତିଆରି ହୋଇଥିବା ବିଡ଼ିଏ ପକ୍ଷରୁ କୁହାଯାଇଛି । ଯଥାଶୀଘ୍ର ସେହି ଜମି ଖାଲି କରିବାକୁ ବିଡ଼ିଏ କହିଛି ଭୁବନେଶ୍ୱର

୭ ନକ୍ସଲ ଗିରଫ

ମାଲକାନଗିରି ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ଆଉ ଏକ ବଡ ସଫଳତା ମିଳିଛି। ପୁଲିସ ୭ ନକ୍ସଲଙ୍କୁ ଗିରଫ କରିଛି। ଜିଲ୍ଲା ପୁଲିସ,କୋବ୍ରା ଯବାନ ମିଳିତ ଭାବେ ଚିନ୍ତାଗୁମ୍ଫା ଥାନା ଅଞ୍ଚଳରୁ ସେମାନଙ୍କୁ ଗିରଫ କରିଛନ୍ତି ମାଲକାନଗିରି/ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ମାଲକାନଗିରି

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରୁ ୪କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର କଷ୍ଟମ୍ସ  ବିଭାଗ ପକ୍ଷରୁ

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ

ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର

ଗହୀରମଥାରେ ମାଫିଆଙ୍କ ଆତଙ୍କରାଜ: ବନ ବିଭାଗ ଠାରୁ ଛଡ଼ାଇ ନେଲେ ଟ୍ରଲର

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅଧୀନ ଗହୀରମଥାରେ ମାଛ ମାଫିଆମାନେ ରବିବାର ଅପରାହ୍ଣରେ ଆତଙ୍କରାଜ ଖେଳାଇଛନ୍ତି। ସାମୁଦ୍ରିକ ଅଭୟାରଣ୍ୟରେ ପଶି ଉନ୍ମୁକ୍ତ କାଣ୍ଡ କରିଛନ୍ତି। ସମୁଦ୍ରରେ ବେଆଇନ୍‌ ଭାବେ ମାଛ ଧରିବା ବେଳେ ବନ ବିଭାଗର କର୍ମଚାରୀମାନେ ଅଟକାଇବାରୁ ଗୁଳି ଫୁଟାଇଛନ୍ତି।

ବିଜାପୁର ଗୁଳିବିନିମୟ: ପୁଲିସ ଗୁଳିରେ ନିହତ ୫ ନକ୍ଦଲଙ୍କ ମୃତଦେହ ଜବତ

ସୀମାନ୍ତରେ ସୁରକ୍ଷା ବାହିନୀ ଓ ନକ୍ସଲମାନଙ୍କ ମଧ୍ୟରେ ଛକାପଞ୍ଝା ଚାଲିଛି। ସୁରକ୍ଷା ବାହିନୀ ଡାଳେଡାଳେ ଗଲେ ନକ୍ସଲମାନେ ପତ୍ରେପତ୍ରେ ଯାଉଛନ୍ତି। ସାଧାରଣ ସଂପତି ନଷ୍ଟ କରିବା ଓ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ନକ୍ସଲମାନେ ନୂଆନୂଆ ଚିନ୍ତା କରୁଛନ୍ତି। ଭୁବନେଶ୍ୱର

ବାଙ୍କୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ୪ ଆହତ

କଟକ ଜିଲ୍ଲା ବାଙ୍କୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବାର ଖବର ମିଳିଛି। ଡମପଡ଼ା ବ୍ଲକ୍ ଅନ୍ତର୍ଗତ ଭଗିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ୪ଜଣ ଯୁବକ ଆହତ ହୋଇଛନ୍ତି। ବାଙ୍କୀ/କଟକ୧୧-୦୧-୨୦୨୫(ପିପିଏସ ) : କଟକ ଜିଲ୍ଲା ବାଙ୍କୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ମାଡ଼ଖାଇ ଲହୁଲୁହାଣ ହୋଇଥିବା ଚୋରଙ୍କୁ ଗ୍ରାମବାସୀଙ୍କ ଠାରୁ ଉଦ୍ଧାର କଲା ପୁଲିସ

ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ବ୍ଲକ ଭୂଆଶୁଣୀ ପଞ୍ଚାୟତ ତିଳା ଗ୍ରାମରେ ଚାରି ଜଣ ଛେଳି ଚୋରଙ୍କୁ ଗ୍ରାମବାସୀ ନିସ୍ତୁକ ମାଡ଼ ମାରିଛନ୍ତି। ଚୋରମାନଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ପୁଲିସ ଅଟକ ରଖିଛି। ବାଙ୍ଗିରିପୋଷି: ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ବ୍ଲକ ଭୂଆଶୁଣୀ

ବଳପୂର୍ବକ ବାଲିଘାଟ ଦଖଲ ଉଦ୍ୟମ

ଲିଜଧାରୀ ବ୍ୟବସାୟୀଙ୍କୁ ଗ୍ୟାଙ୍ଗଷ୍ଟରର ଧମକ-ଏତଲାର ପରେ ବି ତଦନ୍ତ ଆରମ୍ଭ ହୋଇନି-ଡିସିପିଙ୍କ ଦ୍ୱାରସ୍ଥ ହେଲେ ଅଭିଯୋଗକାରୀକଟକ, ୧୧-୦୧-୨୦୨୫(ପିପିଏସ ) : ବାଲିଘାଟ ଛାଡିବାକୁ ଲିଜଧାରୀଙ୍କୁ ଧମକ ଦେଇଛି ଗ୍ୟାଙ୍ଗଷ୍ଟର । ପ୍ରଥମେ ଲକ୍ଷାଧିକ ଟଙ୍କା ବଟି ନେବା ପରେ ଏବେ ପୂରା ବାଲିଘାଟ ଦଖଲ

ବାପାର ଛୁରାମାଡ଼ରେ ଚାଲିଗଲା ମଦ୍ୟପ ପୁଅର ଜୀବନ

ବାପାର ଛୁରାମାଡ଼ରେ ପୁଅ ମୃତ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ପଞ୍ଚାୟତର ସୀଙ୍ଗମିଲ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜିତେନ୍ଦ୍ର ମଲ୍ଲିକ (୨୩) ବୋଲି ଜଣାଯାଇଛି। ବାଲିଗୁଡ଼ା/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ବାପାର ଛୁରାମାଡ଼ରେ ପୁଅ ମୃତ।