Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଆତ୍ମସମର୍ପଣ କଲେ ୨ ମହିଳାଙ୍କ ସମେତ ୯ ଦୁର୍ଦ୍ଦାନ୍ତ ନକ୍ସଲ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୨ ଜଣ ମହିଳା ମାଓବାଦୀଙ୍କ ସମେତ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି।
ମାଲକାନଗିରି/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ମାଲକାନଗିରି ସୀମାନ୍ତ!-->!-->!-->…
ବାଲି ଚୋରି ରୋକିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି: ସୁରେଶ ପୂଜାରୀ
ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର!-->…
ସାନଭାଇ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ବଡ଼ଭାଇର ମୃତ୍ୟୁ
ସାନଭାଇର ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ନିଜେ ହତ୍ୟାର ଶିକାର ହେଲେ ଡଙ୍ଗରିଆ ଯୁବକ ଡ୍ରୁକୁ ଶିକକା। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ମୁନିଖୋଲ ଅନ୍ତର୍ଗତର କୁଲେରିପଟା ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ମୁନିଗୁଡ଼ା/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ସାନଭାଇର!-->!-->!-->…
ରାଗିଂ ମାମଲା: ଅନାଥାଶ୍ରମରେ ଏକ ସପ୍ତାହ ପାଠ ପଢ଼ାଇବେ ଆଇନ ଛାତ୍ର
ରାଗିଂ ଅଭିଯୋଗକୁ ନେଇ ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲତରେ ବିଚାରାଧୀନ ଫୌଜଦାରୀ ମାମଲାକୁ ହାଇକୋର୍ଟ ରଦ୍ଦ କରିବା ସହିତ ଅନାଥାଶ୍ରମରେ ସ୍ବେଚ୍ଛାସେବୀ ଭାବେ ଏକ ସପ୍ତାହ କାର୍ଯ୍ୟ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
କଟକ ୧୦-୦୧-୨୦୨୫ (ପିପିଏସ) : ରାଗିଂ ଅଭିଯୋଗକୁ ନେଇ!-->!-->!-->…
କଟକରେ ବିପୁଳ ପରିମାଣର ନକଲି ଟାୟାର ଓ ଟ୍ୟୁବ୍ ଜବତ
ଗୋଦାମ ସିଲ୍, ମାଲିକ ଗିରଫ
କଟକ-ଜଗତପୁର ୧୦-୦୧-୨୦୨୫ (ପିପିଏସ) : ଜଗତପୁର ଥାନା ଖଇରା ପୋଲ ନିକଟରେ ଥିବା ‘ଉତ୍କଳ ଡିଷ୍ଟ୍ରିବ୍ୟୁଟର’ ନାମକ ଗୋଦାମରୁ ଆଜି ଜଗତପୁର ଥାନା ପୁଲିସ ଚଢ଼ଉ କରି ବିପୁଳ ପରିମାଣର ନକଲି ଟାୟାର ଓ ଟ୍ୟୁବ୍ ଜବତ କରିଛି। ଗୋଦାମକୁ ସମ୍ପୂର୍ଣ୍ଣ ସିଲ୍ କରାଯିବା ସହ!-->!-->!-->…
ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ତଦନ୍ତ ନେଇ ପରିବାର ଲୋକଙ୍କ ଡିଆଇଜିଙ୍କ ଦ୍ବାରସ୍ଥ
ଗତ ୩ତାରିଖ ଦିନ ସେମିଳିଗୁଡା ଥାନା ଅର୍ନ୍ତଗତ ବେହେରାଗୁଡ଼ା ଗାଁରେ ଗର୍ଭବତୀ ମହିଳା ରଚନା ସାହୁଙ୍କର ଅସ୍ବାଭାବିକ ପରିସ୍ଥିତିରେ ମୃତ୍ୟୁ ନେଇ ପରିବାର ଲୋକେ ଏସ୍ପି ଓ ଡିଆଜିଙ୍କ ଦ୍ବାରସ୍ଥ ହୋଇଛନ୍ତି। ପରିବାର ଲୋକେ ମହିଳାଙ୍କ ମୃତ୍ୟୁ ନେଇ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।
!-->!-->!-->…
ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ
ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି
!-->!-->!-->…
ଆବୁଝମାଡ଼ରେ ଏନକାଉଣ୍ଟର ଘଟଣା: ୫ ନକ୍ସଲ ଚିହ୍ନଟ
ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଆବୁଝମାଡ଼ ଜଂଗଲରେ ଗତ ୩ ତାରିଖ ଦିନ ହୋଇଥିବା ଏନକାଉଣ୍ଟରରେ ୫ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିଲେ। ଏହି ୫ ଜଣ ନକ୍ସଲଙ୍କୁ ଚିହ୍ନଟ କରାଯାଇପାରିନଥିଲା।
ମାଲକାନଗିରି/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ସୀମାନ୍ତ!-->!-->!-->…
ଭୁବନେଶ୍ବରରେ ଯୁବକଙ୍କୁ ହତ୍ୟା: ମହିଳା ସମେତ ୩ ଅଭିଯୁକ୍ତ ନୟାଗଡ଼ରୁ ଗିରଫ
ରାଜଧାନୀ ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ନିକଟରେ ବହୁଚର୍ଚ୍ଚିତ ସହଦେବ ସାହୁ ହତ୍ୟା ଘଟଣାରେ କମିସନରେଟ୍ ପୁଲିସର ସ୍ଵତନ୍ତ୍ର ଟିମ୍ ତିନି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ ଜଣେ ମହିଳା ସମେତ ୩ ଅଭିଯୁକ୍ତଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଗରିଫ କରିଥିବା ଜଣାଯାଇଛି।
!-->!-->!-->…
ବିମାନବନ୍ଦରରୁ ୧୦ କୋଟିର ମାରିଜୁଆନା ଜବତ
ମାଲେସିଆ ଭାୟା ଓଡ଼ିଶା ହୋଇ କୋଲକାତା ଯାଉଥିଲା
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବଡ଼ଧରଣର ନିଶାଦ୍ରବ୍ୟ କାରବାରର ପର୍ଦ୍ଦାଫାସ କରିଛି କଷ୍ଟମ୍ ବିଭାଗ। ମାଲେସିଆ ରାଜଧାନୀ କ୍ବାଲାଲମ୍ପୁରରୁ ଉତ୍କଟ ନିଶାଦ୍ରବ୍ୟ ମାରିଜୁଆନା ନେଇ ଆସିବା
ଭୁବନେଶ୍ୱର!-->!-->!-->!-->!-->…