Browsing Category

ଅପରାଧ

ସାଇବର ଠକଙ୍କ ଆକାଉଣ୍ଟରୁ ଫେରିଲା ୨୪.୬ ଲକ୍ଷ: ଫେରିପାଇଲେ ମେଘାଳୟର ୨ ଯୁବତୀ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କମିସନରେଟ୍‌ ପୁଲିସର ସାଇବର ଥାନାକୁ ମିଳିଛି ବଡ଼ ସଫଳତା। ସାଇବର ଠକ ରୢାକେଟ୍‌ର ମାଷ୍ଟରମାଇଣ୍ଡ୍‌କୁ ଧରିବା ସମ୍ଭବ ହୋଇ ନଥିଲେ ମଧ୍ୟ ଲୁଟ୍‌ର ଶିକାର ହୋଇଥିବା ଯୁବତୀଙ୍କୁ ୨୪ ଲକ୍ଷ ୬୦ ହଜାର ଟଙ୍କା ଫେରାଇବାକୁ ସକ୍ଷମ ହୋଇଛି ପୁଲିସ।

୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ପିପିଲି/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ ଅଭିଯୁକ୍ତ

ହଜ ପାଇଁ ୫ କୋଟି ଚଳୁ

ତଦନ୍ତ ଦାବି କଲେ ସ୍ଥାନୀୟ ବାସୀନ୍ଦା ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ୫ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ ହେଲା। ତଥାପି ସରିଲାନି କପିଳପ୍ରସାଦ ସୁନ୍ଦରପଦା ହଜ ପୁନରୁଦ୍ଧାର କାମ। ଠିକାଦାର-ଯନ୍ତ୍ରୀ ସିନା ମାଲାମାଲ୍‌ ହେଲେ, କିନ୍ତୁ ସାଧାରଣ ଲୋକ ଏହାର କାଣିଚାଏ ବି ସୁବିଧା

ବିଲ୍ କରାଇ ଦେବାକୁ କହି ୫ ହଜାର ଲାଞ୍ଚ ନେଉଥିଲେ, ଧରିପକାଇଲା ଭିଜିଲାନ୍ସ

ବୌଦ୍ଧ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ସ୍ଥାନୀୟ ସହକାରୀ ନିର୍ଦ୍ଦେଶକ ବୟନ ଶିଳ୍ପ କାର୍ଯ୍ୟାଳୟର ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି। ସୂଚନା

ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର: ଭୁବନେଶ୍ବର ଏମସରେ ଭର୍ତ୍ତି

ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି ହୋଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଜାଗିରିକୁଦା ଗାଁରେ ଘଟିଛି ଏଭଳି ଅଘଟଣ। କୃଷ୍ଣପ୍ରସାଦ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳରେ ଜଣେ ବାପାର ଉନ୍ମତ୍ତ କାଣ୍ଡ

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି

ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି।  ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ

ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) :

ଲାଞ୍ଚ ନେଲା ବେଳେ ଶିକ୍ଷା ବିଭାଗର ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ

ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍‌ସନ୍‌ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ରଂଜିତ କୁମାର ଷଡ଼ଙ୍ଗୀ।

ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ଏହି ପୁସ୍ତିକାରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ

ବର୍ତ୍ତି ପାରିବେନି ଆପାର୍ଟମେଂଟ୍‌ ଲୁଟେରା; ଛଦ୍ମବେଶରେ ଅଛି ଅପରେସନ ‘ଅଦୃଶ୍ୟ‘

ଭୁବନେଶ୍ବରରେ ଆପାର୍ଟମେଣ୍ଟରୁ ଚୋରି, ଡକାୟତି, ରାହାଜାନୀ ଆଦି ଅପରାଧିକ ଘଟଣା ବୃଦ୍ଧି ପାଇଥିବା ବେଳେ ‌ଅପରାଧ ସଂପର୍କିତ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିମାନଙ୍କୁ କାବୁ କରିବା ପାଇଁ କମିସନରେଟ ପୁଲିସ ସ୍ବତନ୍ତ୍ର ଟିମ୍‌ ଗଠନ କରିଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ରାଜଧାନୀ