Browsing Category

ଅପରାଧ

ନ୍ୟାୟ ପାଇଁ ଥାନାରେ ଧାରଣା 

ସନ୍ଦେହ ଘେରରେ ପିସିଆର ଡ୍ରାଇଭର ମୃତ୍ୟୁ ଘଟଣା ! ପାରାଦୀପ,୧୬-୧୨-୨୦୨୪ (ପିପିଏସ) : ପାରାଦୀପ ଆଦର୍ଶ ଥାନାରେ ପିସିଆର୍ ଡ୍ରାଇଭର ଭାବେ କାର୍ଯ୍ୟ କରିଥିବା ସୁକେଶ ମଣ୍ଡଳଙ୍କ ମୃତ୍ୟୁକୁ ୫ ମାସ ପୁରି ଥିବା ଏବଂ ଏହା ଏକ ସୁପର କଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ

ବିସ୍ଫୋରକ ସହ ୧୩ ନକ୍ସଲ ଗିରଫ

ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ମିଳିଛି ବଡ ସଫଳତା। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ବିସ୍ଫୋରକ ନେଉଥିବା ୧୩ ଜଣ ନକ୍ସଲଙ୍କୁ ପୁଲିସ ଗିରଫ କରିବାରେ ସଫଳତା ହାସଲ କରିଛି। ମାଲକାନଗିରି/ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ମିଳିଛି ବଡ

କୋଣାର୍କରେ ଲୁଟେରା ସକ୍ରିୟ

୪ ମହିଳାଙ୍କ ସମେତ ୬ ଆନ୍ତଃରାଜ୍ୟ ଚୋର ଗିରଫ କୋଣାର୍କ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କୁ ଆନ୍ତଃରାଜ୍ୟ ଚୋରମାନେ ଟାଗେର୍ଟ କରିଛନ୍ତି। ଦେଶ-ବିଦେଶରୁ ପ୍ରତ୍ୟେକ ଦିନ ଆସୁଥିବା ପର୍ଯ୍ୟଟକମାନେ ଦାମୀ ମୋବାଇଲ

ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ନବଜାତ ଶିଶୁକନ୍ୟା ଉଦ୍ଧାର

ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟାI କେହି ଶିଶୁକନ୍ୟାକୁ ଜନ୍ମ କରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରେ ଶିଶୁକନ୍ୟାକୁ ମାଟିରେ ପୋତି ଚାଲି ଯାଇଥିଲେI ବିନିକା/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) :

ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍

ନାବାଳିକାଙ୍କୁ ଅପହରଣ ମାମଲାରେ ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍। ମୁରିବାହାଲରୁ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଘନଶ୍ୟାମ ଭୋଇଙ୍କୁ ବଲାଙ୍ଗୀର ପୋକ୍ସୋ କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ଆବେଦନ ଖାରଜ ହୋଇଥିଲା। ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସିବିଆଇ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ଆଇଏଏସ୍‌ ଅଧିକାରୀଙ୍କ ଡ୍ରାଇଭର

ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭର ନୃସିଂହ ଶତପଥୀଙ୍କୁ ପଚରାଉଚରା କରିଛି। ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ବ୍ରିଜ୍ ଆଣ୍ଡ୍

ରେଳ ଷ୍ଟେସନ୍‌ରେ ଶୁଖିଲା ମହାପ୍ରସାଦ ବିକ୍ରି ପ୍ରସଙ୍ଗ

ସାଂସଦଙ୍କ ପ୍ରସ୍ତାବକୁ ସେବାୟତଙ୍କ ବିରୋଧ ଓଡ଼ିଶାର ପ୍ରମୁଖ ରେଳ ଷ୍ଟେସନ୍‌ରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ବିକ୍ରି ପାଇଁ ଗତକାଲି ସଂସଦରେ ପ୍ରସ୍ତାବ ରଖିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର। ଏହାକୁ ବିରୋଧ କରିଛନ୍ତି ସେବାୟତ। ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ବି ସାଂସଦଙ୍କ ଏହି

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ମହଙ୍ଗା ପଡ଼ିଲା

ବିଦାହେଲେ ଅଙ୍ଗନବାଡି କର୍ମୀ କୁଆରମୁଣ୍ଡା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ମହଙ୍ଗା ପଡ଼ିଛି। ସତ୍ୟ ଜଣାପଡ଼ିବା ପରେ ଅଙ୍ଗନବାଡ଼ି କର୍ମୀ ଚାକିରିରୁ ବିଦା ହୋଇଛନ୍ତି। ଏଭଳି ଏକ ଘଟଣା ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ବ୍ଲକ୍‌ର ଏକ

ମଶା ତେଲ ଲିଟର ପିଛା ୭୪୦ ଟଙ୍କାରେ କିଣି ଗିରଫ ହେଲେ ୪ ଜଣ

ଆଜି ଭିଜିଲାନ୍ସ ବିଭାଗ ଝାରସୁଗୁଡ଼ା ମ୍ୟୁନିସିପାଲଟିର ତତ୍କାଳୀନ ନିର୍ବାହୀ ଅଧିକାରୀ ମନୋଜ କୁମାର ତାଣ୍ଡିଙ୍କ ସମେତ ୪ ଜଣଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି। ଝାରସୁଗୁଡ଼ା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଝାରସୁଗୁଡ଼ା ମ୍ୟୁନିସିପାଲଟି ହୋଇଥିବା ମଶା ତେଲ ଦୁର୍ନୀତି

ଓଡ଼ିଶାର ଦୁଇ ଯୁବକ ଝାଡ଼ଖଣ୍ଡରେ ନିଖୋଜ! ଉଦ୍ଧାର ପାଇଁ ରାଷ୍ଟ୍ରପତିଙ୍କୁ ନିବେଦନ

ରାଇରଙ୍ଗପୁର/ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଓଡିଶାର ଦୁଇ ଜଣ ଯୁବକ ପଡ଼ୋଶୀ ଝାଡ଼ଖଣ୍ଡରେ ନିଖୋଜ ନେଇ ଥାନାରେ ଅଭିଯୋଗ ହୋଇଛି। ନିଖୋଜ ୨ ଯୁବକ ହେଲେ ସେକ୍ ଶାହାଦଲ୍ଲୀ(୨୫) ଓ ତାଙ୍କ ସାଙ୍ଗ ସେକ୍ ନାଜିର୍ (୨୮)।  ସୂଚନା ଅନୁଯାୟୀ ମୟୂରଭଂଜ  ଜିଲ୍ଲା ରାଇରଙ୍ଗପୁର ଗ୍ରାମାଂଚଳ ଥାନା