Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
୪ ସାଇବର ଠକକୁ ଉଠାଇନେଲା ପୋଲିସ
ସାଇବର ଠକ ମାତିଛନ୍ତି। ଭୁବନେଶ୍ବରରେ ଗେମିଂ ଆପ୍ କଲ୍ ସେଣ୍ଟରକୁ କମିସନରେଟ୍ ପୁଲିସ ଠାବ କରିଛି। ଏଠାରେ ଠକେଇ କାମରେ ଲିପ୍ତ ଥିବା ୪ ଜଣ ଅଭିଯୁକ୍ତକୁ ପୁଲିସ ଉଠାଇ ନେଇ ପଚରାଉଚରା କରୁଛି।
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଗେମିଂ ଆପ୍ କଲ୍!-->!-->!-->…
ପାରାଦୀପରେ ଫସିଲେ ୭୮ ବାଂଲାଦେଶୀ ନାଗରିକ, ମାଛ ଧରିବାକୁ ଆସି ଅଟକ
ପାରାଦୀପ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ବିଗତ କିଛି ମାସ ହେଲା ଭାରତ-ବାଂଲାଦେଶର ସଂପର୍କରେ ମଧୁରତା ନାହିଁ। ବିଭିନ୍ନ କାରଣକୁ ନେଇ ଉଭୟ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ ଏଥିରେ ସୁଧାର ଆଣିବା ପାଇଁ ଉଦ୍ୟମ କରାଯାଉଛି। ଏହାରି ମଧ୍ୟରେ ଭାରତୀୟ ସମୁଦ୍ର ସୀମାରୁ ୨ଟି!-->!-->!-->…
ଚାକିରି ଯିବା ପରେ ମୋଦୀଙ୍କୁ ହତ୍ୟା ଧମକ ଦେବା ମହଙ୍ଗା ପଡ଼ିଲା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଗିରଫ ଅଭିଯୁକ୍ତର ବୟସ ୩୬ ବର୍ଷ ଥିବା ବେଳେ ନାମ ତାର ମହମ୍ମଦ ବାଗ ମିର୍ଜା ବୋଲି ଜଣାପଡ଼ିଛି । ମହମ୍ମଦ ଅଜମେରର ଏକ ଘରୋଇ କମ୍ପାନିରେ କାମ କରୁଥିଲା।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : !-->!-->!-->…
ଏସସିବିରେ ଚାକିରି କରାଇଦେବା ନାଁରେ ୧୦ ଲକ୍ଷ ଲୁଟ୍
କଟକ,୦୯-୧୨-୨୦୨୪(ପିପିଏସ) : କଟକ ଏସସିବିରେ ବିଭିନ୍ନ ଏଜେନ୍ସିରେ ଚାକିରି କରାଇ ଦେବାକୁ ପ୍ରତିଶ୍ରୁତି ଦେଇ ୨୦ରୁ ୨୫ ଜଣ ଆଶାୟୀ ପ୍ରାର୍ଥୀଙ୍କଠାରୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ନକଲି ନିଯୁକ୍ତି ପତ୍ର ଦେବା ଅଭିଯୋଗରେ ଏକ ନକଲି କନସଲଟାନ୍ସିର ଦୁଇ!-->!-->!-->…
ସ୍ତ୍ରୀକୁ ହତ୍ୟା ଉଦ୍ୟମ କଲେ ସ୍ୱାମୀ
ବିବାହ ଭୋଜିରୁ ଫେରୁଥିବା ସମୟରେ କନେଷ୍ଟବଳ ସ୍ତ୍ରୀଙ୍କୁ ପ୍ରାଣାନ୍ତକ ଆକ୍ରମଣ କରି କନେଷ୍ଟବଳ ସ୍ବାମୀ ଫେରାର ମାରିଥିବା ତୁଷୁରା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୁଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।
ତୁଷୁରା/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ବିବାହ ଭୋଜିରୁ!-->!-->!-->…
୫ ନକଲି ନକ୍ସଲ ଗିରଫ
ନକ୍ସଲ ନାମ କହି ବଳପୂର୍ବକ ଚାନ୍ଦା ଆଦାୟ କରୁଥିବା ଅଭିଯୋଗରେ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରୁ ତିନି ଜଣ ଓ ମାଲକାନଗିରି ପଦ୍ମଗିରି ଅଞ୍ଚଳର ଦୁଇ ଯୁବକ ଗିରଫ ହୋଇଛନ୍ତି। ଚିତ୍ରକୋଣ୍ଡା ଏସ୍ଡ଼ିପିଓ ଲଷ୍ମୀଧର ସ୍ୱାଇଁ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।
!-->!-->!-->…
କୁଖ୍ୟାତ ଅପରାଧୀ, ଏନ୍କାଉଣ୍ଟରରେ ଆହତ
ରେଙ୍ଗାଳି ଥାନା ଅଧୀନ ଗୁମଲେଇରୋଡର ରାମ୍ପେଲା ଛକ ନିକଟରେ ସଂଜୀବକୁ ପୁଲିସ ଅଟକାଇବାକୁ ଉଦ୍ୟମ କରିଥିଲା। କିନ୍ତୁ ସଂଜୀବ ସେତେବେଳେ ବିଚଳିତ ହୋଇଯାଇଥିଲା। ସେ ପୁଲିସ ନିକଟରେ ଆତ୍ମସମର୍ପଣ କରିବା ବଦଳରେ ଗୁଳି ଚଳାଇଥିଲା।
ସମ୍ବଲପୁର/ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ବହୁଚର୍ଚ୍ଚିତ!-->!-->!-->…
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍!-->!-->!-->…
ବୈକୁଣ୍ଠଧାମ ଆଶ୍ରମ ଜମି କେଳେଙ୍କାରୀ
ନାଟର ଗୋବର୍ଦ୍ଧନ ବିଡିଏ
ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ହାଇକୋର୍ଟରୁ ସୁରକ୍ଷା ମିଳିଛି। ତେବେ ଏହା ପୂର୍ବରୁ ଏହି ଜବରଦଖଲ ବାବଦରେ ତନାଘନା ଚାଲିଛି। କେଉଁ ପରିସ୍ଥିତିରେ ମୂଲ୍ୟବାନ ସରକାରୀ ଜମି ଜବରଦଖଲ ହୋଇଗଲା?
ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) :!-->!-->!-->!-->!-->…
ସୀମାନ୍ତରେ ପୁଣି ପୁଲିସ ନକ୍ସଲ ଗୁଳିବିନିମୟ, ଜଣେ ଯବାନ ସହିଦ
ସୀମାରେ ଜରେ ନକ୍ସଲ ସହିଦ ହୋଇଛନ୍ତି। ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଆବୁଝମାଡ଼ ଜଂଗଲରେ ପୁଣି ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ଜଣେ ଯବାନ ସହିଦ ହୋଇଥିବା ଜଣାପଡିଛି।
ମାଲକାନଗିରି/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ସୀମାନ୍ତ ଛତିଶଗଡ଼ର!-->!-->!-->…